Posted inଜାତୀୟ

ସିଡିଏସ୍‌ ବିପିନ ରାୱତଙ୍କ ପରିବାର ଲୋକଙ୍କୁ ଭେଟିଲେ ପ୍ରତିରକ୍ଷା ମନ୍ତ୍ରୀ

ନୂଆଦିଲ୍ଲୀ,୮।୧୨: ତାମିଲନାଡୁର କୁନ୍ନୁରରେ ବୁଧବାର ବାୟୁସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ହେଲିକପ୍ଟରରେ ସିଡିଏସ ଜେନେରାଲ ବିପିନ ରାୱତଙ୍କ ସମେତ ୧୪ ଜଣ ଲୋକ ଥିଲେ। ଏହି ଭୟଙ୍କର ଦୁର୍ଘଟଣା ପରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ସିଡିଏସ ବିପିନ ରାୱତଙ୍କ ଘରେ ପହଞ୍ଚିଛନ୍ତି। ସେ ଏଠାରେ ତାଙ୍କ ଝିଅଙ୍କୁ ଭେଟିଛନ୍ତି। ସୂଚନାନୁସାରେ, ହେଲିକପ୍ଟର ଦୁର୍ଘଟଣା ସମ୍ପର୍କରେ ଆସନ୍ତାକାଲି ସରକାର ସଂସଦରେ ଏକ ବିବୃତ୍ତି ଜାରି କରିବେ।
ପ୍ରାରମ୍ଭିକ ସୂଚନା ଅନୁଯାୟୀ, ଏହି ଏମ୍‌ଆଇ ସିରିଜ ସେନା ହେଲିକପ୍ଟର କୋଏମ୍ବାଟୁରର ସୁଲୁର ବାୟୁସେନା ବେସରୁ କୁନ୍ନୁରର ୱେଲିଙ୍ଗଟନ୍‌କୁ ଯାଉଥିଲା। ଖରାପ ପାଗ ଯୋଗୁ ହଠାତ୍‌ ଏହି ଦୁର୍ଘଟଣା ଘଟିଛି। ଏମ୍‌ଆଇ ସିରିଜର ଏହି ହେଲିକପ୍ଟରଟି ଅତ୍ୟନ୍ତ ସୁରକ୍ଷିତ ବୋଲି ବିବେଚନା କରାଯାଏ।


Enter your email to get our daily news in your inbox.

All Right Reserved By Dharitri.Com

ହିଜାବ ସପକ୍ଷବାଦୀ ପିଏଫ୍‌ଆଇ ପାଇଁ କାମ କରୁଛନ୍ତି: ସୁପ୍ରିମକୋର୍ଟଙ୍କୁ ଜଣାଇଲେ କର୍ନାଟକ ସରକାର

ନୂଆଦିଲ୍ଲୀ,୨୧ା୯: ୨୦୨୧ ପର୍ଯ୍ୟନ୍ତ ଶିକ୍ଷାନୁଷ୍ଠାନରେ କୌଣସି ଛାତ୍ରୀ ହିଜାବ ପରିଧାନ କରୁ ନ ଥିଲେ। ପପୁଲାର ଫ୍ରଣ୍ଟ ଅଫ୍‌ ଇଣ୍ଡିଆ (ପିଏଫ୍‌ଆଇ) ଦ୍ୱାରା ହିଜାବକୁ ନେଇ...

ବଢ଼ୁଛି ସୁସ୍ଥ ସଂଖ୍ୟା, ହ୍ରାସ ପାଉଛି ସକ୍ରିୟ ମାମଲା: ସ୍ବାସ୍ଥ୍ୟମନ୍ତ୍ରଣାଳୟ

ନୂଆଦିଲ୍ଲୀ,୨।୭: ଦେଶରେ କରୋନା ଭାଇରସ୍‌ର ଦ୍ୱିତୀୟ ଲହରରେ ଦୈନିକ ସଂକ୍ରମଣ ମାମଲା ହ୍ରାସ ପାଇବାରେ ଲାଗିଛି। ଏପ୍ରିଲ ଓ ମେ’ରେ ଦେଶରେ କରୋନା ଆତଙ୍କ ଖେଳାଇବା...

ବନ୍ୟା ପରିସ୍ଥିତିକୁ ନେଇ ମୋଦି ସରକାରଙ୍କୁ ଅନୁରୋଧ କଲେ ତେଜସ୍ବୀ

ପାଟନା.୨୦।୭: ବିହାରରେ ଚଳିତ ବର୍ଷ ବନ୍ୟା ପରିସ୍ଥିତି ଗମ୍ଭୀର ହୋଇଛି। ଏଠାରେ ପ୍ରାୟ ୫ ଲକ୍ଷରୁ ଊର୍ଦ୍ଧ୍ୱ ଲୋକ ପ୍ରଭାବିତ ହୋଇଥିବା ବେଳେ ବନ୍ୟା ମୃତ୍ୟୁ...

ଦେଶରେ କରୋନାର ଚତୁର୍ଥ ଲହର ନେଇ ଏମ୍ସ୍‌ର ପୂର୍ବତନ ନିର୍ଦ୍ଦେଶକ ଦେଲେ ଏଭଳି ଉତ୍ତର…

ନୂଆଦିଲ୍ଲୀ, ୨୧।୫ : ଦେଶରେ କରୋନା ମହାମାରୀ ସଂକ୍ରମଣର ଚତୁର୍ଥ ଲହର ନେଇ ଏମ୍ସ୍‌ର ପୂର୍ବତନ ନିର୍ଦ୍ଦେଶକ ଡାକ୍ତର ଏମସି ମିଶ୍ର କହିଛନ୍ତି ଯେ ତୃତୀୟ...

ଯାତ୍ରୀ ଚଳାଚଳକୁ ନେଇ କଟକଣା ହଟାଇଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ, ୧୨।୧୦: ଦେଶରେ କୋଭିଡ ସଂକ୍ରମଣ ମାମଲା ହ୍ରାସ ପାଉଥିବାରୁ ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ପକ୍ଷରୁ ମଙ୍ଗଳବାର ବଡ଼ ନିଷ୍ପତ୍ତି ନିଆଯାଇଛି। ମହାମାରୀ ଯୋଗୁ...

କ୍ଷୁଧା ମେଣ୍ଟାଇ ପାରିବନି ଚନ୍ଦ୍ର ମିଶନ: ରାହୁଲ

ଲାତୁର,୧୪ା୧୦(ପି.ଟି.): ଦେଶର ଯୁବପିଢ଼ି ନିଯୁକ୍ତି ଖୋଜୁଥିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱାଧୀନ କେନ୍ଦ୍ର ସରକାର ସେମାନଙ୍କୁ ଜହ୍ନ ଦେଖିବାକୁ କହୁଛନ୍ତି। ଭାରତର ଅର୍ଥନୀତି ଭୁଶୁଡ଼ିବା ଏବେ...

ଇସ୍ତଫା ଘୋଷଣା ସମୟରେ ଭାବୁକ ହୋଇଗଲେ ୟେଦୁରପ୍ପା

ବେଙ୍ଗାଲୁରୁ,୨୬ ।୭: ବହୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଶେଷରେ  ଇସ୍ତଫା ଦେଲେ କର୍ନାଟକର ମୁଖ୍ୟମନ୍ତ୍ରୀ ବିଏସ୍ ୟେଦୁରପ୍ପା । ସୋମବାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା...

ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର

ନୂଆଦିଲ୍ଲୀ,୩।୪: ଦିଲ୍ଲୀର ମହେନ୍ଦ୍ର ପାର୍କ ଅଞ୍ଚଳରେ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି କରି ପୋଲିସ ପଡୋଶୀ ୨୪ ବର୍ଷୀୟ...

Advertisement
Archives

Model This Week