ଓଡ଼ିଶାକୁ ପ୍ରଶଂସା କଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୨।୪(ବ୍ୟୁରୋ): ଅକ୍ସିଜେନ ଯୋଗାଣ ପାଇଁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଓଡ଼ିଶାକୁ ପ୍ରଶଂସା କରିଛନ୍ତି । ସେ କହିଛନ୍ତି ଯେ, ଦିଲ୍ଲୀକୁ ଆସୁଥିବା ଅକ୍ସିଜେନ ଟ୍ରକ ବିଭିନ୍ନ ରାଜ୍ୟରେ ଅଟକାଯାଉଛି। ଏଭଳି ସ୍ଥିତିରେ ଓଡ଼ିଶା ପକ୍ଷରୁ ଆମକୁ ଯଥେଷ୍ଟ ଅକ୍ସିଜେନ ମିଳିଛି । ଓଡ଼ିଶାରୁ ବିମାନ ଯୋଗେ ଅକ୍ସିଜେନ ଆସୁ ବୋଲି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ କହିଛନ୍ତି ।
ସେହିପରି ଦିଲ୍ଲୀ ଅକ୍ସିଜେନ କୋଟା ୪୮୦ ଟନ୍‌ ବୃଦ୍ଧି ପାଇଁ କେଜରିଓ୍ବାଲ କେନ୍ଦ୍ର ସରକାରଙ୍କୁ ପ୍ରଶଂସା କରିଛନ୍ତି । ଅନ୍ୟ ରାଜ୍ୟମାନଙ୍କୁ ସହଯୋଗର ହାତ ବଢ଼ାଇବାକୁ କେଜରିଓ୍ବାଲ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌ରେ ଯାଉଥିବାବେଳେ ଯୁବକଙ୍କ ଉପରେ ଭାଙ୍ଗିପଡ଼ିଲା ଗଛ ଡାଳ, ପେଟରେ ଗଳିଯିବାରୁ…

କେନ୍ଦ୍ରାପଡ଼ା,୧୮ା୯(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ବ୍ଲକ ସଦର ଥାନା ଅନ୍ତର୍ଗତ ଗଣ୍ଡାକିଆ ରାସ୍ତାରେ ଶୁକ୍ରବାର ଏକ ଅଘଟଣ ଘଟିଛି।ଏହି ରାସ୍ତାର କଂସାରଠାରେ ଗଛଡାଳ ବାଇକ୍‌ ଉପରେ ପଡ଼ିବା ସହ…

ଗୋଟିଏ ରୁମ୍‌ରେ ଯୁବତୀଙ୍କ ସହ ରାତି କାଟିଲେ ଫାଣ୍ଡି ଅଧିକାରୀ, ଗ୍ରାମବାସୀ ଦେଖିବା ପରେ ବାହାରୁ ତାଲା ପକାଇ…

ଉମରକୋଟ,୧୮।୯(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଡାବୁଗାଁ ଥାନା ଅଧୀନ ସିଂସାରି ଫାଣ୍ଡି ଅଧିକାରୀ ଫାଣ୍ଡି ପରିସରରେ ଥିବା ଏକ ରୁମ୍‌ରେ ଜଣେ ଯୁବତୀଙ୍କ ସହ ବୁଧବାର ରାତିରେ…

ନିର୍ବାଚନ ଆୟୋଗଙ୍କ ଉପରେ ବର୍ଷିଲେ ରାହୁଲ, ପ୍ରଥମେ ଶିବସେନା-ଏନସିପି ପରେ ଏବେ TMC…

ନୂଆଦିଲ୍ଲୀ,୧୮।୯: ତୃଣମୂଳ କଂଗ୍ରେସ (TMC)ର ନାମ ଓ ନିର୍ବାଚନୀ ଚିହ୍ନକୁ ଅନ୍ତରୀଣ ଭାବେ ଫ୍ରିଜ୍‌ କରିବା ପରେ ଭାରତୀୟ ନିର୍ବାଚନ କମିଶନ (ECI)କୁ ନେଇ ରାଜନୈତିକ ବିବାଦ…

ସୁରକ୍ଷାକର୍ମୀଙ୍କ ସାମ୍ନାରେ ହାତ ଯୋଡ଼ିଲେ ସଲମାନ; ଗଣେଶ ଦର୍ଶନ ପରେ…

ମୁମ୍ବାଇ: ବଲିଉଡର ‘ଭାଇଜାନ’ ସଲମାନ ଖାନ ତାଙ୍କ ଅଭିନୟ ଏବଂ ଚଳଚ୍ଚିତ୍ର ପାଇଁ ବେଶ ଜଣାଶୁଣା, କିନ୍ତୁ ସମ୍ପ୍ରତି ସେ ନିଜର ସୋସିଆଲ ମିଡିଆ ପୋଷ୍ଟ ଏବଂ…

ସୁପ୍ରିମକୋର୍ଟଙ୍କ ପରାମର୍ଶ, ଆଗାମୀ ବର୍ଷଠାରୁ ୬ଷ୍ଠ ଶ୍ରେଣୀ ପାଇଁ ତ୍ରିଭାଷା ନୀତି ଲାଗୁ…

ନୂଆଦିଲ୍ଲୀ,୧୮।୯: ଛାତ୍ରୀଛାତ୍ରମାନଙ୍କୁ ଆଶ୍ୱସ୍ତି ଏବଂ ମାନସିକ ଚାପରୁ ମୁକ୍ତ ରଖିବା ଉଦ୍ଦେଶ୍ୟରେ ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛନ୍ତି । ଆଗାମୀ ୨୦୨୭ ଶିକ୍ଷାବର୍ଷ ଠାରୁ…

ଘରେ ବାହାର ପଟୁ ତାଲା ପକାଇ ୫ ଛେଳି ଚୋରି, ୨ ଜଣଙ୍କୁ ଧରି…

ପାରପାଟଣା,୧୮ା୯(ବୀରକିଶୋର ଦାଶ): କିଛିଦିନ ହେବ ପାଟଣା, ଘଟଗାଁ, ତୁରୁମୁଙ୍ଗା ଥାନା ଅଞ୍ଚଳର ପାଟଣା ଓ ସାହାରପଡ଼ା ବ୍ଲକ ଅଞ୍ଚଳରେ ଛେଳି ଚୋରି ବୃଦ୍ଧି ପାଇଛି। ବହୁ ସଂଖ୍ୟକ…

ଡିଜିପି ଚୟନ: ୨୨ ଶୁଣାଣିକୁ ଅପେକ୍ଷା

ଭୁବନେଶ୍ୱର,୧୮ା୯(ସୁନିତ୍‌ ମିଶ୍ର): ଓଡ଼ିଶା ଡିଜିପି ଚୟନ ନେଇ ଆସନ୍ତା ୨୨ ତାରିଖ ଦିନ ସୁପ୍ରିମକୋର୍ଟରେ ଶୁଣାଣି ହେବ। ଗୁରୁବାର ଏହି ବାବଦରେ ସର୍ବୋଚ୍ଚ ନ୍ୟାୟଳୟରେ ଶୁଣାଣି ହେବାର…

ପୃଥିବୀ ଭୂଗର୍ଭରେ ରହିଛି ବିପୁଳ ଜଳରାଶି, ୨,୯୦୦ କିମି ଗଭୀରରେ ବଡ଼ ରହସ୍ୟ

ଲଣ୍ଡନ,୧୮ା୯: ‘ଜଳ ହିଁ ଜୀବନ’। ପୃଥିବୀରେ ସମସ୍ତ ଜୀବଜଗତର ସୃଷ୍ଟି ଓ ସ୍ଥିତି ପାଇଁ ଜଳର ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। କେବଳ ଭୂପୃଷ୍ଠରେ ନୁହେଁ, ପୃଥିବୀର ଭୂଗର୍ଭୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?