ବ୍ରାହ୍ମଣୀଗାଁରେ ଅତିରିକ୍ତ ତହସିଲଦାର ନିଯୁକ୍ତି ଦାବି ଜୋର୍‌ ଧରିଲା

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୨୪ା୭:(ଅରୁଣ ସାହୁ/ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳର ୮ଟି ପଞ୍ଚାୟତକୁ ପରିଚାଳନା କରିବା ପାଇଁ ଜଣେ ଅତିରିକ୍ତ ତହସିଲଦାରଙ୍କୁ ନିଯୁକ୍ତି ଦିଆଯିବା ପାଇଁ ଦାବି ଜୋର୍‌ ଧରିଲା। ଏନେଇ ଅଞ୍ଚଳବାସୀ ଓ ଲୋକପ୍ରତିନିଧିଙ୍କ ପକ୍ଷରୁ କନ୍ଧମାଳ ଜିଲାପାଳ ଆଶିଷ ଈଶ୍ୱର ପାଟିଲଙ୍କୁ ମଙ୍ଗଳବାର ଭେଟି ଦାବିପତ୍ର ପ୍ରଦାନ କରାଯାଇଛି। ଦାବିପତ୍ର ପ୍ରଦାନ ସମୟରେ ବ୍ରାହ୍ମଣୀଗାଁ ସରପଞ୍ଚ ସଂଯୁକ୍ତା ମଲ୍ଲିକଙ୍କ ସମେତ ଝିଞ୍ଜିରିଗୁଡ଼ା ସରପଞ୍ଚ ଚାନ୍ଦିନୀ ପ୍ରଧାନ, କୁମ୍ଭାରୀ ଗାଁ ସରପଞ୍ଚ ସୁମିତ୍ରା ଦଳବେହେରା, ହାତୀମୁଣ୍ଡା ସରପଞ୍ଚ ନବନିତା କପାଟ ପାତ୍ର, ଜାତୀୟ ମାନବାଧିକାର ଜିଲ୍ଲା ସଂଯୋଜକ ବିକ୍ରମାଦିତ୍ୟ ବସ୍ତିରାୟ ,ବ୍ରାହ୍ମଣୀଗାଁ ମଣ୍ଡଳ ଭାଜପା ସଭାପତି ଦିବ୍ୟସିଂହ ପାତ୍ର, ବ୍ରାହ୍ମଣୀଗାଁ ମଣ୍ଡଳ ଭାଜପା ସାଧାରଣ ସମ୍ପାଦକ ଗଣେଶ ଡାକୁଆ, ବନବାସୀ ସୁରକ୍ଷା ପରିଷଦ ସଂଗଠକ ବଳଭଦ୍ର ମଲ୍ଲିକ, ଭାଜପା ଓବିସି ମୋର୍ଚ୍ଚା ଜିଲ୍ଲା କାର୍ଯ୍ୟ କାରିଣୀ ସଦସ୍ୟ ଶ୍ୟାମ ମହାକୁଡ଼, ଅଶୋକ ସିଂ ଓ ମାଧବ ପାଇକ ପ୍ରମୁଖ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟି-୨୦ ବିଶ୍ୱକପ ପୂର୍ବରୁ ଭାରତକୁ ଜୋରଦାର୍‌ ଝଟ୍‌କା: ଯନ୍ତ୍ରଣାରେ ଛଟ୍‌ପଟ୍‌ ହୋଇ…

ନୂଆଦିଲ୍ଲୀ,୫।୨: ICC ଟି-୨୦ ବିଶ୍ୱକପ ୨୦୨୬ ପୂର୍ବରୁ ଟିମ ଇଣ୍ଡିଆର ଖେଳାଳିଙ୍କ ଆଘାତର ଧାରା ଜାରି ରହିଛି। ଦ୍ରୁତ ବୋଲର ହର୍ଷିତ ରାଣା ଏବେ ଏହି ତାଲିକାରେ…

ସାଙ୍ଗ ନେଲା ସାଙ୍ଗର ଜୀବନ, ହତ୍ୟା କରି ଜରିରେ କରିଦେଲେ ପ୍ୟାକ୍‌, ୫ ଦିନ ପରେ ମିଳିଲା…

ବ୍ରଜରାଜନଗର, ୫।୨(ବିଜୟ ବରାଡ଼): ଝାରସୁଗୁଡା ବ୍ରଜରଜନଗର ଥାନା ରାମପୁର ଫାଣ୍ଡି ଆନ୍ତର୍ଗତ କୁକୁରିକାନୀ ପଡ଼ାର ଟାଙ୍ଗର ଘାଟ ଜଙ୍ଗଲରେ ଏକ ଯୁବକଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି…

ଗୋବିନ୍ଦାଙ୍କ ପତ୍ନୀ ସୁନିତାଙ୍କ ଚମକିଲା ଭାଗ୍ୟ, ୫୮ ବର୍ଷ ବୟସରେ…

ମୁମ୍ବାଇ: ଗୋବିନ୍ଦାଙ୍କ ପତ୍ନୀ ସୁନିତା ଆହୁଜା, ଯିଏ ପ୍ରାୟତଃ ତାଙ୍କ ବୟାନ ପାଇଁ ଶିରୋନାମାରେ ଥାନ୍ତି। ଏବ ପୁଣି ଥରେ ଖବରରେ ଅଛନ୍ତି। ଏଥର, ତାଙ୍କର ବିବାଦୀୟ…

ଏହି କାରଣକୁ ନେଇ ୧୨ ଘଣ୍ଟିଆ ଲାଞ୍ଜିଗଡ ବନ୍ଦ ଡାକରା: ସ୍କୁଲ, କଲେଜ, ଦୋକାନ ବଜାର ସବୁ ଠପ୍‌

ଲାଞ୍ଜିଗଡ,୫।୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ସବ-ରେଜିଷ୍ଟାର କାର୍ଯ୍ୟାଳୟକୁ ଜିଲା ପ୍ରଶାସନ ପକ୍ଷରୁ ବିଶ୍ୱନାଥପୁରଠାରେ ସ୍ଥାପନ ନେଇ ଲାଞ୍ଜିଗଡ ଅଞ୍ଚଳବାସୀ ବିରୋଧ କରିଛନ୍ତି।…

ବିବାହର କିଛି ଘଣ୍ଟା ପରେ ଏକ ସନ୍ତାନକୁ ଜନ୍ମ ଦେଲେ କନ୍ୟା, ଆଶ୍ଚର୍ଯ୍ୟ ହୋଇଗଲା ବର, ପୂରା ଘଟଣା ଜାଣିଲେ…

ଲକ୍ଷ୍ନୌ,୫।୨: ଉତ୍ତର ପ୍ରଦେଶର ରାମପୁର ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ଆଜିମନଗର ଥାନା ଅଞ୍ଚଳ ଅନ୍ତର୍ଗତ…

ବଲାଙ୍ଗୀରରେ ଚର୍ଚ୍ଚା: ମା’ ପାଟଣେଶ୍ବରୀଙ୍କ ମନ୍ଦିରରେ କେଭି-କଳିକେଶ, ଏକାଠି ବସିଲେ ହୋମଯଜ୍ଞ କଲେ

ବଲାଙ୍ଗୀର,୫।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଇଷ୍ଟଦେବି ମାଁ ପାଟଣେଶ୍ବରୀଙ୍କ ମନ୍ଦିରକୁ ଶହେ ପଚାଶ ବର୍ଷ (୧୫୦) ପୂରଣ ହୋଇଛି । ତେଣୁ ଯାକଜମକରେ ଦେବାଳୟ ଐତିହ୍ୟ…

ନଡ୍ଡା-ଖାର୍ଗେ କଥା କଟାକଟି: ରାହୁଲଙ୍କୁ ନେଇ ହଙ୍ଗାମା

ନୂଆଦିଲ୍ଲୀ,୫।୨: ସଂସଦର ବଜେଟ ଅଧିବେଶନର ସପ୍ତମ ଦିନରେ ମଧ୍ୟ ଗୃହରେ ହୋହଲ୍ଲା ଜାରି ରହିଛି। ଗୁରୁବାର ଲୋକ ସଭା କାର୍ଯ୍ୟ ସକାଳ ୧୧ଟାରେ ଆରମ୍ଭ ହୋଇଥିଲା। କିନ୍ତୁ…

UPI New Rules: ବଦଳିଲା UPI ଟ୍ରାଞ୍ଜାକ୍ସନ ପଦ୍ଧତି, ଜାଣନ୍ତୁ କେଉଁମାନେ ହେବେ ପ୍ରଭାବିତ

ନୂଆଦିଲ୍ଲୀ,୫।୨: ଭାରତରେ ଡିଜିଟାଲ ପେମେଣ୍ଟ ଆମ ଦୈନନ୍ଦିନ ଜୀବନର ଏକ ଅବିଚ୍ଛେଦ୍ୟ ଅଂଶ ପାଲଟିଛି। ପନିପରିବା କିଣିବା ଠାରୁ ଆରମ୍ଭ କରି ଅନଲାଇନ ସପିଂ, ବିଦ୍ୟୁତ୍‌ ବିଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri