ଡେପୁଟି ମେୟରଙ୍କ ଘରେ ଲାଗିଲା ଉଚ୍ଛେଦ ନୋଟିସ୍‌

କଟକ ଅଫିସ,୩।୫: କଟକ ଡେପୁଟି ମେୟରଙ୍କ ଘରେ ଉଚ୍ଛେଦ ନୋଟିସ୍‌ ଲଗାଯାଇଛି। ଇଡ୍‌କୋ ଜାଗାରେ ଥିବା ତାଙ୍କ ଏହି ଘରକୁ ଭାଙ୍ଗିବାକୁ  ନୋଟିସ ଜାରି ହୋଇଛି। ୭ ଦିନ ମଧ୍ୟରେ ଜାଗା ଖାଲି କରିବାକୁ ନୋଟିସ୍ ରେ ଉଲ୍ଲେଖ ରହିଛି।
ସୂଚନାଯୋଗ୍ୟ, କଟକ ଜଗତପୁର ଶିଳ୍ପାଞ୍ଚଳରେ ଥିବା ଡେପୁଟି ମେୟର ଦମୟନ୍ତୀ ମାଝୀଙ୍କ  ଘରେ ଉଚ୍ଛେଦ ଲାଗି ନୋଟିସ୍‌ ଲାଗିଛି । ବସ୍ତି ଅଞ୍ଚଳଟି ଇଡ୍‌କୋ ଜାଗାରେ ଥିବାରୁ ଘରଗୁଡ଼ିକ ଉଚ୍ଛେଦ ପାଇଁ ଏହି ପଦକ୍ଷେପ ନିଆଯାଇଛି। ସମସ୍ତଙ୍କୁ ଘର ଖାଲି କରିବାକୁ ସମୟ ଦିଆଯାଇଛି। ଆସନ୍ତା ୧୦ ତାରିଖ ସୁଦ୍ଧା ଜାଗା ଖାଲି କରି ଛାଡିବାକୁ କୁହାଯାଇଛି। ଯଦି ଏହି ସମୟରେ ଘର ଖାଲି ନ କରାଯାଏ। ତେବେ ଆସନ୍ତା ମଙ୍ଗଳବାର ବେଆଇନ ନିର୍ମାଣ ଉଚ୍ଛେଦ କରାଯିବ ବୋଲି ଇଡ୍‌କୋ  ପକ୍ଷରୁ ଚେତାବନୀ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁବପିଢ଼ିଙ୍କ ମଧ୍ୟରେ କ୍ରୀଡ଼ା ପ୍ରତି ଆଗ୍ରହ: ବିଜୟୀ ଛାତ୍ରଛାତ୍ରୀଙ୍କୁ ପୁରସ୍କାର

କର୍ଲାମୁଣ୍ଡା, ୨୯।୮ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଯୋରାଡବରାସ୍ଥିତ ରାଧାମାଧବ ଯୁବକ ସଂଘ ପକ୍ଷରୁ ଶନିବାର ଜାତୀୟ କ୍ରୀଡ଼ା ଦିବସ ପାଳିତ ହୋଇଯାଇଛି।…

ରାଜସ୍ବ ଆଦାୟରେ ଆଗୁଆ, ସୁରକ୍ଷା ଦିଗରେ ପଛୁଆ: ଆରଟିଓଙ୍କ ପାଖରେ ସୂଚନା ମିଳୁନି, କିରାଣି ସର୍ବେସବା, ବୈଠକରେ ସୀମିତ

ଭବାନୀପାଟଣା,୨୯।୮(ଉତ୍ତମ କୁମାର ଦାଶ): ଜିଲା ସ୍ତରରେ ସଡ଼କ ଦୁର୍ଘଟଣା ରୋକିବା ଏବଂ ଯାତାୟତ ବ୍ୟବସ୍ଥାର ସୁଧାର ପାଇଁ ଜିଲା ସ୍ତରରେ ଏକ ସଡ଼କ ସୁରକ୍ଷା ସମିତି କମିଟି…

ଗାଧୋଇବା ବେଳେ ନଦୀରେ ବୁଡ଼ି ନାବାଳିକାଙ୍କ ମୃତ୍ୟୁ

ପଟ୍ଟାମୁଣ୍ଡାଇ, ୨୯/୮ (କଳ୍ପତରୁ ନାୟକ): ପଟ୍ଟାମୁଣ୍ଡାଇ ପୌରାଞ୍ଚଳ ଅନ୍ତର୍ଗତ ତନୂପୁର ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବ୍ରାହ୍ମଣୀ ନଦୀର ଶାଖା ନାଳରେ ଗାଧୋଇବା ସମୟରେ…

ବହୁ ଚର୍ଚ୍ଚିତ ସୁଧୀର ପାତ୍ର ଅପହରଣ, ହତ୍ୟା ମାମଲା: ଅଭିଯୁକ୍ତ ତୁଷାରଙ୍କ ଜାମିନ ଖାରଜ

ବ୍ରହ୍ମପୁର,୨୯୮(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଗୋପାଳପୁର ଥାନା ଅନ୍ତର୍ଗତ ସତ୍ୟ ନାରାୟଣପୁର ମୁଖ୍ୟ ରାସ୍ତାରେ ପ୍ଲଟ ବ୍ୟବସାୟୀ ସୁଧୀର କୁମାର୍‌ ପାତ୍ରଙ୍କୁ ଗତ ଏପ୍ରିଲ ୧୫…

NDAରେ ବଡ଼ ଫାଟ: କେନ୍ଦ୍ରମନ୍ତ୍ରୀଙ୍କ ଇସ୍ତଫା ମାଗିଲେ ଚିରାଗ ପାଶୱାନ, ଦିଲ୍ଲୀରେ ପଡିଲା ଚହଳ…

ନୂଆଦିଲ୍ଲୀ,୨୯।୮: NDAରେ ଦଳିତ ସଂରକ୍ଷଣକୁ ନେଇ ଫାଟ ସ୍ପଷ୍ଟ ଦେଖାଯାଉଛି। ଲୋକ ଜନଶକ୍ତି ପାର୍ଟି (ରାମବିଲାସ) ର ମୁଖ୍ୟ କେନ୍ଦ୍ରମନ୍ତ୍ରୀ ଚିରାଗ ପାଶୱାନ, ମୋଦି କ୍ୟାବିନେଟରେ ଥିବା…

ରାକ୍ଷୀ ପୂର୍ଣ୍ଣିମା ପାଇଁ ବାପଘରକୁ ଆସିଥିଲେ: ମାଟି କାନ୍ଥ ଭୁଶୁଡ଼ି ଶିଶୁ ସମେତ ୩ ଗୁରୁତର

ବାରିପଦା, ୨୯।୮ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ଅନ୍ତର୍ଗତ ପଟିସାରି ଗ୍ରାମପଞ୍ଚାୟତର ଜଡ଼ିପଦା ଗାଁରେ ମାଟି କାନ୍ଥ ଭୁଶୁଡ଼ି ଶିଶୁ ସମେତ ୩…

ଗଣତନ୍ତ୍ରକୁ ସଶକ୍ତ କରିବା ପାଇଁ ଯୁବପିଢ଼ିଙ୍କୁ ଆହ୍ବାନ: ସଚେତନ ନାଗରିକ ହେବାକୁ ଛାତ୍ରୀଛାତ୍ରଙ୍କ ଶପଥ

ଭଞ୍ଜନଗର,୨୯ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଅନ୍ତର୍ଗତ ପିଏମ ସରକାରୀ ଉଚ୍ଚ ବିଦ୍ୟାଳୟ, ମୁଜାଗଡ଼ ଏବଂ କବିସମ୍ରାଟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, କୁଲାଡ଼ରେ ନିର୍ବାଚନ ସାକ୍ଷରତା…

ନିଟ୍‌ରେ ୧୫,୨୭୨ ରାଙ୍କ: ଆଦିତ୍ୟଙ୍କୁ ସମ୍ବର୍ଦ୍ଧନା

ରାଇକିଆ, ୨୯।୮ (ପ୍ରଦୀପ ବେହେରା): ଚଳିତ ବର୍ଷ ନିଟ୍‌ ପରୀକ୍ଷାରେ ସଫଳତା ହାସଲ କରିଥିବା ରାଇକିଆର ଛାତ୍ର ଆଦିତ୍ୟ ପାତ୍ରଙ୍କୁ ରାଇକିଆ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri