ଉନ୍ନୟନ କାର୍ଯ୍ୟ ଅନୁଧ୍ୟାନ କଲେ ଇଓ

ଗଞ୍ଜାମ,୪ା୬(ଡି.ଏନ୍‌.ଏ.): ଗତକିଛି ମାସ ହେବ ଦ୍ରୁତଗତିରେ ଚାଲିଛି ସହରର ଉନ୍ନୟନ କାର୍ଯ୍ୟ। ଏନ୍‌ଏସି ପ୍ରଶାସନ ପକ୍ଷରୁ ସହରର ବିଭିନ୍ନ ଓ୍ବାର୍ଡରେ ପ୍ରକଳ୍ପ ନିର୍ମାଣ ତଥା ଉନ୍ନତିକରଣ କାର୍ଯ୍ୟକୁ ତ୍ୱରାନ୍ବିତ କରାଯାଉଥିବା ଜଣାପଡ଼ିଛ। ୪ ନଂ ଓ୍ବାର୍ଡରେ ଚାଲିଥିବା ରାସ୍ତା ମରାମତି କାର୍ଯ୍ୟ ଅନୁଧ୍ୟାନ କରିଛନ୍ତି ଗଞ୍ଜାମ ଏନ୍‌ଏସି କାର୍ଯ୍ୟ ନିର୍ବାହୀ ଅଧିକାରୀ ଅବିନାଶ ମିଶ୍ର। ଏଥିସହ ଅର୍ଦ୍ଧ ନିର୍ମିତ କଲ୍ୟାଣୀ ମଣ୍ଡପ, ଜୟଶ୍ରୀ ଛକ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଆଦି ବୁଲି ଦେଖିଥିଲେ ଇଓ। ଇଓଙ୍କ ଅନୁଧ୍ୟାନ ବେଳେ କନିଷ୍ଠ ଯନ୍ତ୍ରୀ ମାନସ ରଞ୍ଜନ ପଣ୍ଡା, ସାନିଟେସନ ଏକ୍ସପର୍ଟ ସୁମିତ ବେହେରା, ସିଏମ୍‌ଏମ୍‌ ଭାଗ୍ୟଶ୍ରୀ ନାୟକ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପରକୀୟା ପ୍ରୀତିରୁ ମହାଭାରତ: ୨ ପରିବାର ମଧ୍ୟରେ ଖଣ୍ଡଯୁଦ୍ଧ, ୬ ଆହତ; ୫ ଗିରଫ ହୋଇ ଜେଲ୍‌ରେ

ଦିଗପହଣ୍ଡି/ଚିକିଟି,୬|୧୦(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ରାମଚନ୍ଦ୍ରପୁର ଗ୍ରାମରେ ପାରିବାରିକ ହିଂସାକୁ ନେଇ ଦୁଇ ପରିବାର ମଧ୍ୟରେ ଘଟିଛି ରକ୍ତାକ୍ତ…

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

ରାସ୍ତା କାମ ବିଳମ୍ବକୁ ନେଇ ବଣିକ ସଂଘର ଅସନ୍ତୋଷ

ପାତ୍ରପୁର, ୬/୧୦ (ଉମା ଚରଣ ନେପାକ): ପାତ୍ରପୁର ଏନ୍‌ଏସି ଅନ୍ତର୍ଗତ ତଳ ବସଷ୍ଟାଣ୍ଡ ଛକରେ ରାସ୍ତା ନିର୍ମାଣ କାର୍ଯ୍ୟରେ ବିଳମ୍ବକୁ ନେଇ ମା’ ଦୁର୍ଗାଦେବୀ ବଣିକ ସଂଘ…

ଧରିତ୍ରୀ ପ୍ରଭାବ: ମୁକୁଳା ଡ୍ରେନରେ ପଡ଼ିଲା କଭର ପ୍ଲେଟ୍

ଗଞ୍ଜାମ, ୬/୧୦ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ମୁକୁଳା ଡ୍ରେନରେ ଗତକାଲି ବିଳମ୍ବିତ ରାତିରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ଖବର ପାଇ ଛତ୍ରପୁର…

ଛାତ୍ର ସଂସଦ ନିର୍ବାଚନ: ଅଣଛାତ୍ରଙ୍କ ପ୍ରବେଶ ଉପରେ ନଜର

ବ୍ରହ୍ମପୁର,୬ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ଛାତ୍ର ସଂସଦ ନିର୍ବାଚନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସୋମବାର ଘୋଷଣା କରାଯିବା ପରେ ମହାବିଦ୍ୟାଳୟ ଓ ବିଶ୍ୱ ବିଦ୍ୟାଳୟଗୁଡ଼ିକରେ ରାଜନୈତିକ ମାହୋଲ…

ଛାତ୍ର ସଂସଦ ନିର୍ବାଚନ ପାଇଁ ବାଜିଲା ବିଗୁଲ: ଚଳଚଞ୍ଚଳ ଗଞ୍ଜାମ ମହାବିଦ୍ୟାଳୟ, ୮ ବର୍ଷ ପରେ ଫେରିବ କ୍ୟାମ୍ପସ ରାଜନୀତି

ଗଞ୍ଜାମ, ୬।୧୦ (ବିଦ୍ୟାଧର ସାହୁ): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ରାଜ୍ୟରେ ପୁଣି ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଥିବାରୁ ଗଞ୍ଜାମ ମହାବିଦ୍ୟାଳୟ ପରିସର ଚଳଚଞ୍ଚଳ…

ମୁକୁଳା ଡ୍ରେନ୍‌ରେ ପଡ଼ିଛି ଗାଈ

ଗଞ୍ଜାମ, ୬ ।୧୦ (ବିଦ୍ୟାଧର ସାହୁ): ବିଳମ୍ବିତ ରାତିରେ ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ଏକ ମୁକୁଳା ଡ୍ରେନରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ରାସ୍ତା ଦେଇ…

ଖୋଲିଲା ମା’ ତାରାତାରିଣୀଙ୍କ ଦାନହୁଣ୍ଡି; ସୁନା-ରୁପା ଅଳଙ୍କାର ସହ ମିଳିଲା…

ପୁରୁଷୋତ୍ତମପୁର,୬।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ଦାନହୁଣ୍ଡି ସୋମବାର ଖୋଲାଯାଇଛି । ମନ୍ଦିର ନିର୍ବାହୀ ଅଧିକାରୀ ତଥା ପୁରୁଷୋତ୍ତମପୁର ତହସିଲଦାର ବିନୋଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?