ଦୃଷ୍ଟି ଶକ୍ତି ବଢ଼ାଇବ ଡିଭାଇସ

ଆମେ ଯଦି କୌଣସି ଦୃଷ୍ଟିଶକ୍ତିଜନିତ ସମସ୍ୟାର ସମ୍ମୁଖୀନ ହେଉ, ତେବେ ବିଳମ୍ବ ନ କରି ଡାକ୍ତରଙ୍କ ସହ ପରାମର୍ଶ କରିଥାଉ। ହେଲେ ଏପରି ସମସ୍ୟାର ସମାଧାନ କରିବା ଲାଗି ଏକ ନୂଆ ଉପାୟ ଉଦ୍ଭାବନ ହୋଇଛି। ଚାଇନାର ବୈଜ୍ଞାନିକମାନେ ଦୀର୍ଘ ତିନିବର୍ଷ ଗବେଷଣା କରି ଏକ ହାଇଟେକ୍‌ ଡିଭାଇସ୍‌ ପ୍ରସ୍ତୁତ କରିଛନ୍ତି। ଏହି ସୂକ୍ଷ୍ମ ଡିଭାଇସକୁ ଲେନ୍‌ସରେ ସଂଯୋଗ କରାଯାଇଥାଏ। କୌଣସି ଦୃଷ୍ଟିଶକ୍ତିଜନିତ ସମସ୍ୟା ଥିଲେ ତାହାକୁ କେତେକାଂଶରେ ଦୂର କରିବାରେ ଏହା ସକ୍ଷମ ହୋଇଥାଏ ବୋଲି ପ୍ରକାଶିତ ରିପୋର୍ଟରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦାନ୍ତ ପାଇଁ କ୍ଷତିକାରକ ସୁଗାର ଫ୍ରି ଖାଦ୍ୟ

ସାଧାରଣତଃ ଡାଇବେଟିସ୍‌ ରୋଗୀ ନିଜର ଖାଦ୍ୟପେୟ ପ୍ରତି ଅଧିକ ସତର୍କତା ଅବଲମ୍ବନ କରିଥାଆନ୍ତି। ବିଶେଷଭାବରେ ଡାକ୍ତର ସେମାନଙ୍କୁ ସୁଗାର ଫ୍ରି ଖାଦ୍ୟ ଖାଇବାକୁ ପରାମର୍ଶ ଦେଇଥାଆନ୍ତି,...

ଫିଟ୍‌ ରଖେ ଅଁଳା

ପ୍ରତିଦିନ ଅଁଳା ଖାଇବା ଏକ ଭଲ ଅଭ୍ୟାସ। କାରଣ ଏଥିରେ ଭରି ରହିଛି ଅନେକ ଔଷଧିୟ ଗୁଣ ଯାହାକି ବିଭିନ୍ନ ପ୍ରକାର ସ୍ବାସ୍ଥ୍ୟ ସମସ୍ୟାଠୁ ଦୂରେଇ...

ନ୍ୟୁରୋଷ୍ଟିମ୍ୟୁଲେଟର ଡିଭାଇସ୍‌

ପାର୍କିନସନ ପରି ସ୍ନାୟୁଗତ ରୋଗର ସହଜ ଚିକିତ୍ସା ପାଇଁ ‘ନ୍ୟୁରୋଷ୍ଟିମ୍ୟୁଲେଟର’ ନାମକ ଡିଭାଇସ୍‌ ପ୍ରସ୍ତୁତ କରାଯାଇଛି। ଆମେରିକାସ୍ଥିତ କାଲିଫର୍ନିଆ ୟୁନିଭର୍ସିଟିର ବିଶେଷଜ୍ଞମାନେ ଏପରି ଏକ ଡିଭାଇସ୍‌...

ଡିଜିଟାଲ ଲାଇଫ୍‌

ଓ୍ବାର୍କିଂ ଲାଇଫ୍‌ ହେଉ ଅବା ପର୍ସନାଲ୍‌ ଲାଇଫ୍‌, ସବୁକିଛି ସମୟ ସହ ପାଦ ଦେଇ ବଦଳିବାରେ ଲାଗିଛି। ଡିଜିଟାଲ ଲାଇଫ୍‌ ଦିନକୁ ଦିନ ଆଡ୍‌ଭାନ୍ସ ହେବା...

ଏହି ୫ ବ୍ୟକ୍ତିଙ୍କୁ ନିଜ ବ୍ୟବସାୟ ସହ ଜଡିତ କିଛି କଥା କୁହନ୍ତୁ ନାହିଁ: ନଚେତ ହୋଇପାରନ୍ତି ବିଫଳ

ଜଣେ ମହାନ ଅର୍ଥନୀତିଜ୍ଞ ତଥା ରାଜନେତା ଭାବେ ବିବେଚିତ ଆଚାର୍ଯ୍ୟ ଚାଣକ୍ୟ ଜୀବନ ସହ ଜଡିତ ଅନେକ କଥା ବିଷୟରେ ଗଭୀର ଅଧ୍ୟୟନ କରିଛନ୍ତି। ସେ...

ହାର୍ଟଆଟାକ୍‌ରୁ ଦୂରେଇ ରହିବା ପାଇଁ ପିଅନ୍ତୁ ଏହି ପାଣି…

ଶରୀର ପାଇଁ ଉଷୁମ ପାଣି ଚିକିତ୍ସା ବେଶ୍‌ ଉପଯୋଗୀ ସାବ୍ୟସ୍ତ ହୋଇଥାଏ। ଏହାଦ୍ୱାରା ରକ୍ତ ସଞ୍ଚାଳନ ପ୍ରକିୟା ସ୍ବାଭାବିକ ହେବା ସହିତ ହାର୍ଟଆଟାକ୍‌ ଆଶଙ୍କା ଦୂର...

ଶୀତଦିନେ ମେକ୍‌ଅପ

ଶୀତଦିନେ ମେକଅପ୍‌ ହେବା ପୂର୍ବରୁ ସ୍କିନ୍‌କୁ ପୂରା ମଶ୍ଚରାଇଜ୍‌ କରିଦିଅନ୍ତୁ। ଏଥିପାଇଁ ମେକଅପ୍‌ ପୂର୍ବରୁ ନିଜ ସ୍କିନ୍‌କୁ ଭଲ କ୍ଲିଞ୍ଜିଂ ମିଲ୍‌କ ସାହାଯ୍ୟରେ ସଫା କରନ୍ତୁ।...

ଘରେ ଏସବୁ ଥିଲେ ବଢ଼େ କଳହ, ଧନହାନିର ସମ୍ଭାବନା: ଅଶୁଭ ଯୋଗୁ ତୁରନ୍ତ କରନ୍ତୁ ଏପରି…

ବାସ୍ତୁଶାସ୍ତ୍ର ଅନୁଯାୟୀ ଘରର ବାସ୍ତୁ ଖରାପ ଥିଲେ ପରିବାର ଲୋକଙ୍କ ଉନ୍ନତି ହୋଇ ନ ଥାଏ। ଘରେ ଅଭାବ ଅନଟନ ଲାଗି ରହିଥାଏ। ଫଳରେ ଘରେ...

Advertisement
Archives

Model This Week