Posted inଖେଳ

କ୍ରିକେଟରଙ୍କ ଜୋତା ଫିତା ବାନ୍ଧି ଚର୍ଚ୍ଚାରେ ଏହି ଖେଳାଳି

କ୍ରମାଗତ ପରାଜୟ ପରେ କିଙ୍ଗସ ଏକାଦଶ ପଞ୍ଜାବର ଦଳ ବିଜୟ ଧାରାକୁ ଫେରିଛି। ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ଦୁଇଟି ସୁପରଭରରେ ପଞ୍ଜାବ ଜିତିବାରେ କ୍ରିସ୍‌ ଗେଲ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛନ୍ତି। ମଙ୍ଗଳବାର ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ଗେଲ ଝଡ଼ ଆରମ୍ଭ ହେବା ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସ ବୋଲର ଆର ଅଶ୍ୱିନ ଗେଲଙ୍କୁ ଆଉଟ୍‌ କରିଦେଇଥିଲେ। ଉକ୍ତ ମ୍ୟାଚ୍‌ରେ ଅଶ୍ୱିନ ନିଜ ସୋସିଆଲ ମିଡିଆରେ ଶେୟାର କରିଥିବା ଫଟୋରେ ସେ କ୍ରିସ ଗେଲଙ୍କ ଜୋତାର ଲେସ ବାନ୍ଧୁଥିବାର ନଜର ଆସିଛନ୍ତି। ଫଟୋ କ୍ୟାପସନରେ ସେ ଏକ ମଜାଳିଆ ଢଙ୍ଗରେ କହିଛନ୍ତି ଯେ ଯଦି ଗେଲଙ୍କୁ ଆଉଟ୍‌ କରାଯାଏ ତେବେ ତାଙ୍କର ଦୁଇ ଗୋଡ ବାନ୍ଧିବା ଆବଶ୍ୟକ। ଏହି ମ୍ୟାଚ୍‌ରେ ଅଶ୍ୱିନ ଚମତ୍କାର ବୋଲିଂ କରି ୪ ଓଭରରେ ୨୭ ରନ ସଂଗ୍ରହ କରି କ୍ରିସ ଗେଲଙ୍କ ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଇଣ୍ଡିଆନ ସୁପର ଲିଗ୍‌ : ଓଡ଼ିଶା ପୁଣି ହାରିଲା

ବାମ୍ବୋଲିମ୍‌,୭।୨: ଚଳିତ ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଓଡ଼ିଶା ଏଫ୍‌ସି ପୁଣି ପରାସ୍ତ ହୋଇଛି। ସ୍ଥାନୀୟ ଜିଏମ୍‌ସି ଷ୍ଟାଡିୟମରେ ଖେଳାଯାଇଥିବା ଏହି...

ହୁଡାଙ୍କ କମାଲ: ଭାରତ ବିଜୟୀ

ଡବଲିନ୍‌,୨୭।୬: ଦୁଇ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ୍‌ରେ ଭାରତ ଆୟାରଲାଣ୍ଡକୁ ୭ ଉଇକେଟ୍‌ରେ ପରାସ୍ତ କରିଛି। ବର୍ଷା ହେତୁ ପ୍ରାୟ ଅଢେଇ ଘଣ୍ଟା...

୨୦୧୮-୧୯ ଘରୋଇ ସେସନ: ୬,୪୭୧ଜଣ ଖେଳିଲେ ୨,୦୦୦ ମ୍ୟାଚ୍‌

ନୂଆଦିଲ୍ଲୀ,୧ା୫ (ପି.ଟି.)- ୨୦୧୮-୧୯ ଭାରତୀୟ ଘରୋଇ କ୍ରିକେଟ ସେସନ ଐତିହାସିକ ଥିଲା। ଏଥିରେ ମୋଟ ୨,୦୦୦ରୁ ଉର୍ଦ୍ଧ୍ୱ ମ୍ୟାଚ୍‌ ଖେଳାଯାଇଥିଲା। ୨୩ ବର୍ଷରୁ କମ୍‌ ମହିଳା...

ପ୍ରୋ-କବାଡ଼ି ଲିଗ: ଉଦ୍‌ଘାଟନୀ ମ୍ୟାଚରେ ୟୁ ମୁମ୍ବାର ବିଜୟ

ହାଇଦ୍ରାବାଦ,୨୧ା୭: ସ୍ଥାନୀୟ ଗୋଚିବାଓ୍ବଲି ଇନ୍‌ଡୋର ଷ୍ଟାଡ଼ିୟମରେ ପ୍ରୋ-କବାଡ଼ି ଲିଗ୍‌ର ସିଜନ-୭ ଶନିବରଠାରୁ ଆରମ୍ଭ ହୋଇଛି। ପ୍ରତିଯୋଗିତାର ଉଦ୍‌ଘାଟନୀ ମ୍ୟାଚରେ ୟୁ ମୁମ୍ବା ୬ ପଏଣ୍ଟରେ ତେଲଗୁ...

ଭାରତୀୟ ବିଶ୍ୱକପ୍‌ ଦଳ ପାଇଁ ରାଇନାଙ୍କ ସ୍ବତନ୍ତ୍ର ମେସେଜ୍‌

ଦୁବାଇ,୧୭।୧୦: ୟୁଏଇ ଏବଂ ଓମାନଠାରେ ରବିବାର ଆରମ୍ଭ ହୋଇଯାଇଛି ଟି୨୦ ବିଶ୍ୱକପ୍‌। ଏହି କ୍ରିକେଟ ମହାକୁମ୍ଭ ପୂର୍ବରୁ ଭାରତୀୟ ଦଳର ଖେଳାଳିଙ୍କୁ ଏକ ସ୍ବତନ୍ତ୍ର ମେସେଜ...

ଶେଷ ହେଲା ଜାଡେଜାଙ୍କ କ୍ୱାରେଣ୍ଟିନ

ମୁମ୍ବାଇ,୧।୪: ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା କ୍ୱାରେଣ୍ଟିନ ପରିୟଡ୍‌ ଶେଷ କରିବା ପରେ ଗୁରୁବାର ଯୋଗ ଦେଇଛନ୍ତି ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) କ୍ୟାମ୍ପରେ। ଆହତ ଜନିତ...

ଆହୁରି ଭଲ ଖେଳିବା ଲକ୍ଷ୍ୟରେ ରହିଛି: ନାଗାଲ

ନ୍ୟୁୟର୍କ,୨୮।୮- ଗ୍ରାଣ୍ଡସ୍ଲାମ ଡେବ୍ୟୁ ମ୍ୟାଚ୍‌ ମୋ ପାଇଁ ବିଶେଷ ଅଭିଜ୍ଞତା ଆଣିଦେଇଛି। ଟେନିସର ଭଗବାନ କୁହାଯାଉଥିବା ରୋଜର ଫେଡରରଙ୍କ ବିପକ୍ଷରେ ଗ୍ରାଣ୍ଡସ୍ଳାମ ପଦାର୍ପଣ କରିବାର ଓ...

ଧୋନୀଙ୍କ ରେକର୍ଡ ଭାଙ୍ଗିଲେ ଜାଡେଜା; ଦେଖାଇଥିଲେ ଫିଲ୍ଡିଂରେ…

ନୂଆଦିଲ୍ଲୀ,୧୭।୪: ଆଇପିଏଲ୍‌-୨୦୨୧ର ଶୁକ୍ରବାର ଅନୁଷ୍ଠିତ କିଙ୍ଗ୍ସ ଲଢ଼େଇରେ ଚେନ୍ନାଇ ସୁପରକିଙ୍ଗ୍ସ ୬ ଉଇକେଟରେ ପଞ୍ଜାବ କିଙ୍ଗ୍ସକୁ ପରାସ୍ତ କରିଛି। ମୁକାବିଲାରେ ପ୍ରଥମେ ବ୍ୟାଟିଂ କରିଥିଲା ପଞ୍ଜାବ...

Advertisement
Archives

Model This Week