ଡହଡହ ଖରାକୁ ଖାତିର କଲେନି ଭକ୍ତ

ଗଞ୍ଜାମ,୧୪।୪(ବିଦ୍ୟାଧର ସାହୁ ): ପ୍ରବଳ ଗ୍ରୀଷ୍ମ ପ୍ରବାହ ସତେ ଡହ ଡହ ଖରାରେ ଦାମୋଦର ପୁରସ୍ଥିତ ମା’ ଦକ୍ଷିଣ କାଳୀ ମନ୍ଦିରରେ ମେରୁସଂକ୍ରାନ୍ତି ଦେଖିବାକୁ ଭକ୍ତ ମାନଙ୍କ ଭିଡ଼ ଜମି ଥିଲା। ପ୍ରବଳ ଖରା ଓ ଭକ୍ତଙ୍କ ଭିଡ଼କୁ ଆଖି ଆଗରେ ରଖି ସ୍ବେଚ୍ଛାସେବୀ ସୁଧୀର କୁମାର ପାଢ଼ୀ ତତ୍ୱାବଧାନରେ ଦହି ଓ ନବାତ ପଣା ବଣ୍ଟନ କରାଯାଇଥିଲା l ମନୋଜ କୁମାର ପ୍ରଧାନ, ବିଭୁତି ପଲାଇ, ଏଲେୟା ରେଡି, ଆକାଶ ଗୌଡ଼,ବାପୁନି ପଣ୍ଡା, ସୁଦର୍ଶନ ପଣ୍ଡା, ନୀଳା ଗୌଡ଼,ଅରୁଣ ଗୌଡ଼, ନୀଳାଞ୍ଚଳ ଗୌଡ଼, ପ୍ରଶାନ୍ତ ପାଢ଼ୀ ପ୍ରମୁଖ ଉପସ୍ଥିତ ରହି ପଣା ବଣ୍ଟନରେ ସହଯୋଗ କରିଥିଲେ l ୨୧ ଦିନ ଧରି ଚାଲିଥିବା ମା’ ଦଣ୍ଡକାଳୀଙ୍କ ପର୍ବ ମେରୁ ଯାତ୍ରା ଶାନ୍ତି ଶୃଙ୍ଖଳାର ଶହ ସମ୍ପର୍ଣ ହୋଇଛି l ସେହିପରି ଚୌଧୁରୀ ସାହି ଦଣ୍ଡ ଯାତ୍ରା ମଧ୍ୟ ସୋମବାର ଉଦଯାପିତ ହୋଇଛି। ସାନ ବଜାର ଠାରୁ ମା’ଙ୍କ ମଦିର ପର୍ଯ୍ୟନ୍ତ ଶହ ଶହ ଭକ୍ତଙ୍କ ଲମ୍ବା ଲାଇନ ଦେଖିବାକୁ ମିଳିଥିଲା l


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକରୁ କରୁଥିଲେ ଡିଜେଲ ଚୋରି: ମହଙ୍ଗା ପଡ଼ିଲା…

କୋରାପୁଟ,୨୨।୩(ଅମିତାଭ ବେହେରା ): କୋରାପୁଟ ସଦର ଥାନା ପୋଲିସ ଡିଜେଲ ଚୋରି ଘଟଣାରେ ୧୧ ଜଣଙ୍କୁ ଗିରଫ କରିଥିବା ନେଇ ରବିବାର ମଧ୍ୟାହ୍ନରେ ସ୍ଥାନୀୟ ସଦର ଥାନା…

ରାତିରେ ଲାଗିଲା ନିଆଁ: ଜୀବନ୍ତ ଜଳିଲେ ଗୋରୁ

ବନ୍ତ,୨୨।୩(କିଶୋର କୁମାର ସେଠି):ଭଦ୍ରକ ଜିଲା ବନ୍ତ ତହସିଲ ଅନ୍ତର୍ଗତ ଓଡ଼ଙ୍ଗ ପଞ୍ଚାୟତର ଏରଝାଟିଆ ଗ୍ରାମରେ ଶନିବାର ବିଳମ୍ବିତ ରାତିରେ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି। ବିଦ୍ୟୁତ୍‌ ସର୍ଟଶର୍କିଟ…

ନନ୍ଦପୁର ପରେ ପାଡୁଆ ଥାନା ଅଞ୍ଚଳରେ ଚାଞ୍ଚଲ୍ୟ: ଶନିବାର ରାତିରେ ୧ ବୋଲେରୋ ୨ଟି ବାଇକ ଚୋରି

ନନ୍ଦପୁର/ପାଡୁଆ, ୨୨।୩ (ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଥାନା ଅଞ୍ଚଳରେ ଦିନକୁ ଦିନ ଗାଡ଼ି ଚୋରି ସଂଖ୍ୟା ବଢିବାରେ ଲାଗିଛି।…

ମା‘ ତାରିଣୀ ମନ୍ଦିରର ବାର୍ଷିକ ଉତ୍ସବ: ଚଳଚଞ୍ଚଳ ପରଜଙ୍ଗ ଗାଁ

ପରଜଙ୍ଗ,୨୨।୩ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବଜାର ମଧ୍ୟରେ ମା’ ତାରିଣୀଙ୍କ ମନ୍ଦିର ରହିଛି ।ଏହି ମନ୍ଦିରରେ ୩ ଦିନ ଧରି ହେବାକୁ ଥିବା ୧୨…

ମୁନିଗୁଡାରେ ୩ ଘର ଉପରକୁ ମାଡ଼ିଗଲା ଟ୍ୟାଙ୍କର: ପରେ…

ମୁନିଗୁଡା,୨୨।୩(ନନ୍ଦ କିଶୋର ପଟ୍ଟନାୟକ): ମୁନିଗୁଡା ଥାନା ଅନ୍ତର୍ଗତ ମୁନିଖୋଲ କନକ ପରମେଶ୍ୱରୀ ମନ୍ଦିର ନିକଟରେ ରବିବାର ଭୋର ସମୟରେ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ ବକ୍ସାଇଟ…

ମା’ ସମଲେଶ୍ବରୀଙ୍କ କୁଷ୍ମାଣ୍ଡା ବେଶ: ସକାଳୁ ଦର୍ଶନ ପାଇଁ ଭକ୍ତଙ୍କ ଭିଡ଼

ବରଗଡ଼,୨୨।୩( ପ୍ରେମାନନ୍ଦ ଖମାରୀ) : ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଚାଲିଛି । ଚତୁର୍ଥ ଦିବସ ରବିବାରରେ ଦେବୀ କୁଷ୍ମାଣ୍ଡା ବେଶରେ…

ସୁନାଖଳା ପାହାଡ଼ରେ ବାଘ ଆତଙ୍କ, ଲୋକେ ଭୟଭୀତ

ପାତ୍ରପୁର୨୧।୩(ଉମାଚରଣ ନେପାକ): ଗଞ୍ଜାମ ଜିଲା ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଲଙ୍କା-ସୁନାଖଳା ପାହାଡ଼ ନିକଟରେ ଶନିବାର ସନ୍ଧ୍ୟାରେ ଏକ କଲରାପତିରିଆ ବାଘ ବସିଥିବା ସ୍ଥାନୀୟ ଲୋକେ ଦେଖିଥିବା ଚର୍ଚ୍ଚା…

ବିଜେଡି ଛାଡ଼ିଲେ ବସ୍ତା ବ୍ଲକ ସଭାପତି ଅନିଲ ମହାନ୍ତି, କହିଲେ ଏହି ବଡ଼ କାରଣ…

ବାଲେଶ୍ୱର, ୨୧।୩(ବାଞ୍ଛାନିଧି ଦେ): ବିଜେଡି ଛାଡ଼ିଲେ ବାଲେଶ୍ୱର ଜିଲା ବସ୍ତା ବ୍ଲକ ସଭାପତି ଅନିଲ କୁମାର ମହାନ୍ତି l ସେ ଶନିବାର ଦଳର ପ୍ରାଥମିକ ସଦସ୍ୟ ପଦରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri