ଦିଶିଲାନି ଚକାଆଖି: ଶ୍ରଦ୍ଧାଳୁ ଅସନ୍ତୋଷ

ପୁରୀ,୯ା୭(ଅଜିତ୍‌ କୁମାର ମହାନ୍ତି):ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ନବଦିନାତ୍ମକ ଘୋଷଯାତ୍ରା ମଙ୍ଗଳବାର ଶେଷ ହୋଇଛି। ହେଲେ ରଥ ଉପରେ ଶ୍ରୀବିଗ୍ରହଙ୍କ ସମ୍ପୂର୍ଣ୍ଣ ମୁଖ ଦର୍ଶନ କରିପାରି ନ ଥିବାରୁ ଶ୍ରଦ୍ଧାଳୁ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ଏମିତି କୌଣସି ଏକ ମୁହୂର୍ତ୍ତ ଆସିଲାନି, ଯେଉଁଥିରେ ଠାକୁରଙ୍କୁ ପରିଷ୍କାର ଦେଖିବାର ସୁଯୋଗ ମିଳିଲା। ଟେଲିଭିଜନ, ୟୁଟ୍ୟୁବ ଚ୍ୟାନେଲ ମାଧ୍ୟମରେ ମହାପ୍ରଭୁଙ୍କୁ ଦର୍ଶନ କରୁଥିବା ଶ୍ରଦ୍ଧାଳୁ ଠାକୁରମାନଙ୍କୁ ଠିକ୍‌ ଭାବେ ଦେଖିପାରିଲେ ନାହିଁ ବୋଲି କହିଛନ୍ତି। ରଥାରୁଢ଼ ଠାକୁରଙ୍କ ସମ୍ମୁଖରେ ଅନେକେ ହାଉଜାଉ ହେଉଥିବା ଦୃଷ୍ଟିରୁ ଶ୍ରଦ୍ଧାଳୁମାନେ କେବଳ ଚକାଆଖିର ଫଟୋ ପାଇପାରି ନ ଥିବା କହୁଛନ୍ତି।

ବଡ଼ଭାଇ ପ୍ରଭୁ ବଳଭଦ୍ର ଏବଂ ଭଉଣୀ ଦେବୀ ସୁଭଦ୍ରାଙ୍କ ସହିତ ମହାପ୍ରଭୁ ଶ୍ରୀଜଗନ୍ନାଥ ନବଦିନାତ୍ମକ ଯାତ୍ରା ସାରି ଆଷାଢ଼ ଶୁକ୍ଳ ତ୍ରୟୋଦଶୀ ତିଥି ନୀଳାଦ୍ରି ବିଜେ ଅବସରରେ  ଶ୍ରୀମନ୍ଦିର ରତ୍ନସିଂହାସନକୁ ବାହୁଡ଼ା ବିଜେ କରିଛନ୍ତି। ଏଥିସହ ଚଳିତ ବର୍ଷର ଘୋଷଯାତ୍ରା ସମ୍ପନ୍ନ ହୋଇଛି। ବୁଧବାରଠାରୁ ଭକ୍ତଙ୍କୁ ଶ୍ରୀମନ୍ଦିରରେ ଚତୁର୍ଦ୍ଧାମୂର୍ତ୍ତି ଦର୍ଶନ ଦେବେ। ସେହିପରି ଭକ୍ତମାନେ ନୀଳାଚଳ ଅବଢ଼ା ପାଇପାରିବେ।

 


Enter your email to get our daily news in your inbox.

All Right Reserved By Dharitri.Com

ଘରୋଇ ହସ୍ପିଟାଲରେ ଅସ୍ତ୍ରୋପଚାରରେ ତ୍ରୁଟି: ମହିଳାଙ୍କ ଚାଲିଗଲା ଜୀବନ

ଧର୍ମଶାଳା,୯।୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅଧୀନରେ ଥିବା ଜାରକାସ୍ଥିତ ଏକ ଘରୋଇ ହସ୍ପିଟାଲରେ ତ୍ରୁଟିଜନିତ ଅସ୍ତ୍ରୋପଚାର ଯୋଗୁ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବା...

IPL 2026 Auction: ଅକ୍ସନର ଫାଇନାଲ ଲିଷ୍ଟରେ ବାଜିଲା ମୋହର, ୧୦୦୦ ଖେଳାଳି ଆଉଟ, ଷ୍ଟାର ଖେଳାଳିଙ୍କ ସରପ୍ରାଇଜ ଏଣ୍ଟ୍ରି

ନୂଆଦିଲ୍ଲୀ,୯।୧୨: ଇଣ୍ଡିଆନ ପ୍ରିମିୟର ଲିଗର ୧୯ତମ ସିଜିନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଡିସେମ୍ବର ୧୬ରେ ଆବୁଧାବିରେ ଏକ ମିନି-ନିଲାମ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି।...

ୟୁଟ୍ୟୁବରୁ ଶିଖି ୫ ଏକର ଜମି କଲେ ଚାଷ: ଦୁଇମାସରେ…

ଭବାନୀପାଟଣା,୯ା୧୨(ଉତ୍ତମ କୁମାର ଦାଶ):ନେପିଆର୍‌ ଘାସ ଚାଷ କଳାହାଣ୍ଡି ଜିଲା ଭବାନୀପାଟଣା ସଦର ବ୍ଲକ ସିକେରଗୁଡା ଗାଁର ଅଜିତ ପ୍ରଧାନଙ୍କୁ ସ୍ବାବଲମ୍ବୀ କରିଛି। ଏଥିରେ ସେ ଆତ୍ମ...

ବିମାନରେ ଗୀତା ପଢିଲେ ରୁଷିଆ ରାଷ୍ଟ୍ରପତି, ବନ୍ଧୁଙ୍କୁ ପ୍ରଧାନମନ୍ତ୍ରୀ ମୋଦି ଦେଇଥିଲେ ବିଶେଷ ଉପହାର

ମସ୍କେ/ନୂଆଦିଲ୍ଲୀ,୯।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ସମ୍ପ୍ରତି ତାଙ୍କର ଦୁଇ ଦିନିଆ ଭାରତ ଗସ୍ତ ଶେଷ କରିଛନ୍ତି। ତାଙ୍କ ଗସ୍ତ ସମୟରେ ଦୁଇ ଦେଶ ମଧ୍ୟରେ...

ଆଦର୍ଶ ବିଦ୍ୟାଳୟରେ ପାଠପଢ଼ା ସହ ଖାଦ୍ୟ ସମସ୍ୟା, ତେଜିଲେ ଅଭିଭାବକ

ଅତାବିରା,୯ା୧୨(ଯୁଧିଷ୍ଠିର ମହାପାତ୍ର):ଅତାବିରା ଏନ୍‌ଏସି ଅନ୍ତର୍ଗତ ଭୋଇପୁରା ଆଦର୍ଶ ବିଦ୍ୟାଳୟରେ ପିଲାଙ୍କ ପାଠପଢ଼ାରେ ବ୍ୟାଘାତ ହେବା ସହିତ ରନ୍ଧା ଖାଦ୍ୟ ସମସ୍ୟା ଦେଖାଦେଇଛି। ସୋମବାର କେତେକ ପିଲାମାନେ...

ଆଇପିଏଲ ନାଁରେ ଏନଏଚଆରସିରେ ଅଭିଯୋଗ: ଦୂଷିତ ପାଣି ଗନ୍ଧରେ ଫାଟି ପଡୁଛି ଅଞ୍ଚଳ

ଭବାନୀପାଟଣା,୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ତଳଜାରିଙ୍ଗରେ ଅବସ୍ଥାପିତ ଥିବା ଆଇପିଏଲ (ଇଣ୍ଡିଆନ ପଟାସ ଲିମିଟେଡ) କମ୍ପାନୀ ଇଥାନଲ ଉତ୍ପାଦନ କରୁଥିବା ସମୟରେ...

ପିତୃତ୍ୱ ପାଇଁ ଜନ୍ମ ସାର୍ଟିଫିକେଟ ନୁହେଁ ବାଧକ: ଶିଶୁପୁତ୍ର ହସ୍ତାନ୍ତର ପାଇଁ ଅଜାଙ୍କୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୯ା୧୨(କାର୍ତ୍ତିକ ସାହୁ): ପିତୃତ୍ୱର ପ୍ରମାଣ ପାଇଁ ଜନ୍ମ ସାର୍ଟିଫିକେଟ ବାଧକ ନୁହେଁ। ଶିଶୁପୁତ୍ରର ଜନ୍ମ ସାର୍ଟିଫିକେଟ ଦାଖଲ କରି ନ ପାରିବା କାରଣରୁ ଜନ୍ମିତ ପିତାଙ୍କୁ...

ଆନ୍ଧ୍ରର ଚକ୍ରାନ୍ତ: ଓଡ଼ିଶା ଯୋଜନାକୁ ସୀମାନ୍ତବର୍ତ୍ତୀ ୭ ଗାଁର ବର୍ଜନ ନିଷ୍ପତ୍ତି

ପଟ୍ଟାଙ୍ଗି,୯ା୧୨(ଶରତ କୁମାର ଧଳ):କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ କୋଟିଆ ପଞ୍ଚାୟତ ଫାଟୁସିନେରୀ ଗ୍ରାମ ନିକଟ ଓଡ଼ିଶା-ଆନ୍ଧ୍ର ସୀମାନ୍ତ ଏକ ସ୍ଥାନରେ ୭ ଗ୍ରାମର ମୁଖିଆ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri