ତଦନ୍ତ ପରିସରକୁ ଆସିବେ ଡିଏଫ୍‌ଓ

ପାରଳାଖେମୁଣ୍ଡି,୨୧।୭(ଡି.ଏନ୍‌.ଏ.): ଗଜପତି ଜିଲା ପାରଳାଖେମୁଣ୍ଡି ସହକାରୀ ବନ ସଂରକ୍ଷକ (ଏସିଏଫ୍‌) ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରେ ଡିଏଫଓଙ୍କୁ ପଚରାଉଚରା କରାଯିବା ନେଇ ଗଜପତି ଏସପ କହିଛନ୍ତି। ଏତଲାରେ ଡିଏଫଓଙ୍କ ନାଁ ଥିବାରୁ ତାଙ୍କୁ ତଦନ୍ତ ପରିସରଭୁକ୍ତ କରାଯାଇଛି ବୋଲି ସେ ସୂଚନା ଦେଇଛି । ଠିକ ସମୟରେ ଡିଏଫଓଙ୍କୁ ପଚରାଉଚରା କରାଯିବ ବୋଲି ସେ କହିଛନ୍ତି । କ୍ରାଇମବ୍ରାଞ୍ଚ ଟିମରେ ସାଇବର ଏକ୍ସପର୍ଟ ଅଛନ୍ତି, ତଦନ୍ତରେ ସହଯୋଗ କରିବାକୁ କ୍ରାଇମବ୍ରାଞ୍ଚ ଟିମ ଆସିଛନ୍ତି। କ୍ରାଇମବ୍ରାଞ୍ଚ ମୋବାଇଲ କଲ ଡିଟେଲ୍ସ ଆଦି ଯାଞ୍ଚ କରିବ । ତଦନ୍ତ ଠିକ ଭାବେ ଚାଲିଥିବା ସେ କହିଛନ୍ତି। ମୃତକଙ୍କ ଡାଇଂ ଡିକ୍ଲାରେସନ ରେକର୍ଡ ହୋଇଛି, ଭିଡିଓଗ୍ରାଫି ହୋଇଛି। ତେବେ ପୋଷ୍ଟମର୍ଟମ ରିପୋର୍ଟ ଏଯାବତ୍‌ ମିଳିପାରିନି। ଏହା ଏକ ଜଟିଳ ମାମଲା, ସବୁ ଦିଗକୁ ନେଇ ଆମେ ତଦନ୍ତ କରୁଛୁ ବୋଲି ଏସ୍‌ପି କହିଛନ୍ତି।
ସେହିଭଳି ଗୁରାଣ୍ଡି ଥାନା ଓଆଇସି ମମତା ପଣ୍ଡାଙ୍କୁ ମଧ୍ୟ ପଚରାଉଚରା କରାଯିବ। କେଉଁ ପରିସ୍ଥିତିରେ ଆମ୍ବୁଲାନ୍ସ ଅଟକା ଯାଇଥିଲା ସେ ନେଇ ତଦନ୍ତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଓଜନ କମାଇବାର ସହଜ ଉପାୟ

ଆମ ଶରୀରର ଓଜନ ସନ୍ତୁଳିତ ରହିବା ନିହାତି ଦରକାର। ହେଲେ ଏହାର ଏକ ସରଳ ଉପାୟ ରହିଛି। ଏହାକୁ ଜଣେ ଅତି ସହଜରେ ଆପଣେଇ ପାରିବ। ତାହା…

ଆଜି ରାଜ୍ୟ କ୍ୟାବିନେଟ୍‌: ୯ ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର,୭ା୯(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ସୋମବାର ଅପରାହ୍ନ ୫ଟାରେ ରାଜ୍ୟ କ୍ୟାବିନେଟ ବୈଠକ ବସିବ। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଏହି…

ଗୋ’ ଚାଲାଣବେଳେ ଫାଟିଲା ପିକ୍‌ଅପ୍‌ ଟାୟାର, ୩ ବଳଦ ମୃତ

ଜଗନ୍ନାଥପ୍ରସାଦ,୭ା୯(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅଞ୍ଚଳରେ ରବିବାର ମଧ୍ୟରାତ୍ରିରେ ବେଆଇନ ଗୋ-ଚାଲାଣ ବେଳେ ଏକ ବଡ଼ ଦୁର୍ଘଟଣା ଘଟିଛି। ଜିରାବାଡ଼ି ଗ୍ରାମ ନିକଟରେ…

ପୁଣି ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ICC ଏକ ଯୋଜନା ପ୍ରସ୍ତୁତ କରିଛି

ନୂଆଦିଲ୍ଲୀ,୭।୯: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଦୀର୍ଘ ସମୟ ଧରି କୌଣସି ଦ୍ୱିପାକ୍ଷିକ କିମ୍ବା ତ୍ରି-ସିରିଜ ଖେଳାଯାଇ ନାହିଁ। ଭାରତ ଏପରି କାର୍ଯ୍ୟକ୍ରମକୁ ନିରନ୍ତର ମନା କରିଆସିଛି,…

୭ ଦିନରେ ସାଇନ୍‌ବୋର୍ଡ ବନାନ ସଂଶୋଧନ କରିବାକୁ କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର,୭ା୯(ରବିନାରାୟଣ ଜେନା): ଓଡ଼ିଆ ଉଚ୍ଚାରଣ ସହ ସମନ୍ବୟ ରଖି ସଂଶୋଧିତ ହୋଇଥିବା ବିଭିନ୍ନ ସ୍ଥାନ ନାମର ଇଂଲିଶ ବନାନକୁ ସମସ୍ତ ସରକାରୀ କାର୍ଯ୍ୟାଳୟ ଓ ପ୍ରତିଷ୍ଠାନରେ ସମାନ…

ବୃହତ୍ତମ ‘ଟି-ରେକ୍ସ’ ଡାଇନୋସର ମୃତ୍ୟୁ ରହସ୍ୟରୁ ହଟିଲା ପରଦା

ସାସ୍କାଚେୱାନ(କାନାଡା),୭ା୯: ପ୍ରାୟ ୬ କୋଟି ୬୦ ଲକ୍ଷ ବର୍ଷ ପୂର୍ବେ ପୃଥିବୀ ପୃଷ୍ଠରୁ ବିଲୁପ୍ତ ହୋଇଯାଇଥିବା ବିଶ୍ୱର ସବୁଠାରୁ ବୃହତ୍ତମ ‘ଟାଇରାନୋସରସ୍‌ ରେକ୍ସ’ (ଟି-ରେକ୍ସ) ଡାଇନୋସର ‘ସ୍କଟି’…

ପ୍ରତି ୪ ଜନଧନ ଆକାଉଣ୍ଟରୁ ଗୋଟିଏ ଅଚଳ

ବ୍ୟାଙ୍କ ସେବା ସହ ସମସ୍ତଙ୍କୁ ଯୋଡ଼ିବା ଉଦ୍ଦେଶ୍ୟରେ ୨୦୧୪ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଧାନମନ୍ତ୍ରୀ ଜନ ଧନ ଯୋଜନା ଆରମ୍ଭ କରିଥିଲେ। ଏପରି କି ଏହି ଯୋଜନାରେ…

ଏଇ ଭାରତରେ

ରବିବାର ଭୋର ୪ଟା ହୋଇଗଲେ ମୁମ୍ବାଇର ପୂଜା ଓ ଦୀପେଶ ଡେଢ଼ିହାଙ୍କ ଘରେ ରୋଷେଇ ଆରମ୍ଭ ହୋଇଯାଏ । ଯେ କେହି ଭାବିବେ, ଏହି ଦମ୍ପତି ଏତେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri