ବାରବାଟୀରେ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କଲେ ଡିଜିପି

କଟକ ଅଫିସ,୧୦।୬: ଭାରତ-ଦକ୍ଷିଣ ଆଫ୍ରିକା ଟି-୨୦ ପୂର୍ବରୁ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି ପୋଲିସ ଡିଜିପିି ସୁନୀଲ ବଂଶଲ।ତାଙ୍କ ସହ ପୋଲିସ କମିଶନର, ଆଇନଶୃଙ୍ଖଳା ଏଡିଜି, କଟକ ଡିସିପି ପିନାକ ମିଶ୍ର ମଧ୍ୟ ଉପସ୍ଥିତ ଥିଲେ । ସୁରକ୍ଷା ବ୍ୟବସ୍ଥାର ତଦାରଖ କରିବା ସହ ବରିଷ୍ଠ ଅଧିକାରୀଙ୍କ ସହ ଡିଜିପି ଆଲୋଚନା କରିଛନ୍ତି । ତେବେ ସମୀକ୍ଷା ପରେ ପୋଲିସ ଡିଜି ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି ଖେଳ ପାଇଁ କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ଆବଶ୍ୟକ ଅନୁସାରେ ପୋଲିସ ଫୋର୍ସ ଓ ଅଫିସରଙ୍କୁ ମୁତୟନ କରାଯିବ । ସେଥିପାଇଁ ପୋଲିସ ମୁଖ୍ୟାଳୟ ପକ୍ଷରୁ ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଡ. ଗାୟତ୍ରୀବାଳା ପଣ୍ଡା ପାଇବେ ସାହିତ୍ୟ ଏକାଡେମୀ ପୁରସ୍କାର

ଭୁବନେଶ୍ୱର,୨୨ା୧୨(ବ୍ୟୁରୋ): ୨୦୨୨ ମସିହା ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇବେ କବୟିତ୍ରୀ ଡ. ଗାୟତ୍ରୀବାଳା ପଣ୍ଡା। ସେ ତାଙ୍କର କବିତା ସଂକଳନ ‘ଦୟାନଦୀ’ ପାଇଁ...

ମାଟ୍ରିକ ପରୀକ୍ଷା : ଇଂଲିଶରେ ଫେଲ୍‌ ହୋଇଛନ୍ତି ୬୦ ହଜାର

ଭୁବନେଶ୍ୱର,୧୪।୬(ବ୍ୟୁରୋ) : ଚଳିତବର୍ଷ ମାଟ୍ରିକ ପାସ୍‌ ହାର ଚିନ୍ତାଜନକ ହୋଇଛି। ଏଥର ପରୀକ୍ଷାରେ ଇଂଲିଶ ବିଷୟରେ ଫେଲ୍‌ ହାର ରାଜ୍ୟ ସରକାରଙ୍କ ଚିନ୍ତା ବଢ଼ାଇଛି। ମୋଟ...

ସୂଚନା ଅଧିକାର ଆଇନକୁ ଅବମାନନା

ନୀଳଗିରି, ୨୨।୧୧(ସ୍ବ.ପ୍ର.): ବାଲେଶ୍ୱର ଜିଲା ନୀଳଗିରିର ପୂର୍ବତନ ବିଧାୟକ ଚିତ୍ତରଞ୍ଜନ ଷଡ଼ଙ୍ଗୀ ନୀଳଗିରି ଆଇଟିଡ଼ିଏର ବିଭିନ୍ନ ଯୋଜନା ଓ ପ୍ରକଳ୍ପ ବାବଦରେ ତଥ୍ୟ ସୂଚନା ଆଇନ୍‌...

ବିଶ୍ୱ ଏଡ୍‌ସ ଦିବସ: ସମସ୍ତ ଯୁବତୀ ଯୁବକ ସଚେତନ ହେଲେ ଦୂରେଇବ ଏଡ୍‌ସ

ଭୁବନ,୧।୧୨(ଡି.ଏନ୍‌.ଏ): ଢେଙ୍କାନାଳ ଜିଲା ଭୁବନ ମହିଳା କଲେଜରେ ରବିବାର ବିଶ୍ୱ ଏଡ୍‌ସ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଏଡ୍‌ସ ସମ୍ପର୍କିତ ଏକ ସଚେତନତା ସଭା...

୧୮, ୭୭୦ ଗୃହପାଳିତ ପ୍ରାଣୀ ପ୍ରଭାବିତ

ଖୋର୍ଦ୍ଧା ଅଫିସ,୨୪ା୮: ଖୋର୍ଦ୍ଧା ଜିଲାରେ ବନ୍ୟା ବିପନ୍ନଙ୍କ ଦୁର୍ଦ୍ଦଶା ବଢ଼ିବାରେ ଲାଗିଛି। ପ୍ରଶାସନର କ୍ଷୟକ୍ଷତି ରିପୋର୍ଟ ଅନୁଯାୟୀ ଖୋର୍ଦ୍ଧା, ବେଗୁନିଆ ଓ ଜଟଣୀ ବ୍ଲକର ୧୩ଟି...

ଖରାରେ ସର୍ବତ ବାଣ୍ଟିଲେ ସ୍ବେଚ୍ଛାସେବୀ

କେନ୍ଦୁଝର, ୨୦।୪(ସ୍ବ.ପ୍ର.)-କେନ୍ଦୁଝରରେ କୋରନା ମୁକାବିଲା ପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ପଦକ୍ଷେପ ନିଆଯାଇଛି। ଏହାସହିତ ପ୍ରବଳ ଖରା ଯୋଗୁ ଜନଜୀବନ ବ୍ୟତିବ୍ୟସ୍ତ ହୋଇପଡ଼ିଛନ୍ତି। ତାପମାତ୍ରା ପାଖାପାଖି...

ପୂର୍ବଭଳି ଚାଲିବ ସ୍ପେଶାଲ ଟ୍ରେନ୍‌

ଭୁବନେଶ୍ୱର,୨୭ା୬(ବ୍ୟୁରୋ): ଦେଶରେ କରୋନା ପରିସ୍ଥିତିକୁ ଦୃଷ୍ଟିରେ ରଖି ରେଳ ମନ୍ତ୍ରଣାଳୟ ନିୟମିତ ଯାତ୍ରୀବାହୀ ଟ୍ରେନ୍‌ ଚଳାଚଳକୁ ଅଗଷ୍ଟ ୧୨ ପର୍ଯ୍ୟନ୍ତ ବନ୍ଦ ରଖିଛି। ହେଲେ ସ୍ପେଶାଲ...

ଘରଭଙ୍ଗା କାର୍ଯ୍ୟରେ ଲଗାଇଲେ ପ୍ରଧାନ ଶିକ୍ଷକ: ଛାତ୍ରୀଛାତ୍ରଙ୍କ ହାତରେ ଶାବଳ, କୋଡ଼ି

ବନ୍ତଳା,୧୦ା୧୧(ଡି.ଏନ.ଏ.) – ଅନୁଗୋଳ ଜିଲା ବନ୍ତଳା ଥାନା ବଡ଼କଣ୍ଟକୁଳ ପଞ୍ଚାୟତ ଜମ୍ବୁଗଡ଼ିଆ ପ୍ରକଳ୍ପ ଉପ୍ରା ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶନିବାର ଛାତ୍ରୀଛାତ୍ରମାନଙ୍କୁ ଘର ଭଙ୍ଗା କାର୍ଯ୍ୟରେ...

Advertisement
Archives

Model This Week