ବନ୍ୟାଞ୍ଚଳରେ ବଢ଼ୁଛି ରୋଗ

ଭୁବନେଶ୍ୱର,୨୨।୮(ବ୍ୟୁରୋ): ରାଜ୍ୟର କେତେକ ଜିଲାରେ ବନ୍ୟା ହୋଇଥିବା ବେଳେ ସେଠାରେ ରୋଗ ବଢ଼ୁଥିବା ଦେଖାଯାଉଛି। ବିଶେଷ କରି ଜଳବାହିତ ରୋଗ, ମ୍ୟାଲେରିଆ, ଡେଙ୍ଗୁ ବଢିବା ସହ ସାପ କାମୁଡ଼ା ଭୟ ମଧ୍ୟ ଦେଖିବାକୁ ମିଳିଛି। ବନ୍ୟା ପ୍ରପୀଡ଼ିତ ୧୪ ଜିଲାରେ ୨୩,୩୬୭ ଜଣ ଲୋକ ଚିକତ୍ସା ହେଉଛନ୍ତି । ୩୨ଜଣ ସାପ କାମୁଡ଼ା ରୋଗୀ ଚିକିତ୍ସିତ ହୋଇଛନ୍ତି ବୋଲି ଜନ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ପ୍ରତିକ୍ରିୟା ରଖିଛନ୍ତି ।
ବିଶେଷ କରି ଜଳ ବିଶୋଧନ କିଭଳି ହେବ ସେଥିପାଇଁ କାମ ଚାଲିଛି । ୫ ଲକ୍ଷ ୩୭ ହଜାର ହାଲୋଜିନ ବଟିକା ବଣ୍ଟା ଯାଇଥିବା ବେଳେ ୧ ଲକ୍ଷ ୨୨ ହଜାର ଓଆରଏସ ବଣ୍ଟା ଯାଇଛି।
ବର୍ତ୍ତମାନ ବାଲେଶ୍ବରରେ ରୋଗୀ ସଂଖ୍ୟା ବଢିବା ଆଶଙ୍କାରେ ବାଲେଶ୍ବର ସିଡିଏମଓଙ୍କ ସହ ସ୍ବାସ୍ଥ୍ୟ ବିଭାଗ ଆଲୋଚନା କରିଛି । ସ୍ବାସ୍ଥ୍ୟ ବିଭାଗ ଟିମ ଅଞ୍ଚଳକୁ ଯାଇ ସ୍ଥିତି ଅନୁଧ୍ୟାନ କରୁଥିବା ଜନ ସ୍ବାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରେ ବଡ଼ ହଲଚଲ: ୪୦ ପରେ ୩ ନେତାଙ୍କୁ ନେଇ ଚର୍ଚ୍ଚା

ଭୁବନେଶ୍ୱର,୨୧ା୧୨(ସୁନିତ୍‌ ମିଶ୍ର): ବିଜେଡିର ପ୍ରାୟ ୪୦ ଜଣ ପୂର୍ୱତନ ବିଧାୟକ ଏବଂ ୨୦୨୪ରେ ବିଧାୟକ ପ୍ରାର୍ଥୀ ହୋଇଥିବା ନେତା ଭୁବନେଶ୍ୱର ଉପକଣ୍ଠରେ ଶୁକ୍ରବାର ଏକ ଭୋଜି...

ପିୟୁସିସି ନ ଥିଲେ ପେଟ୍ରୋଲ ପମ୍ପରେ ତେଲ ମିଳିବନି

ଭୁବନେଶ୍ୱର/କଟକ,୨୧ା୧୨ (ତ୍ରିନାଥ ମହାନ୍ତି/କାର୍ତ୍ତିକ ସାହୁ): ଦିଲ୍ଲୀ ଭଳି ଭୁବନେଶ୍ୱର ଏବଂ ରାଜ୍ୟର ବିଭିନ୍ନ ସହରରେ ବାୟୁ ପ୍ରଦୂଷଣ ମାତ୍ର ଦିନକୁ ଦିନ ବଢ଼ିବାରେ ଲାଗିଛି। ପ୍ରତିଦିନ...

‘ଉସମାନ ହାଦି ଆମ ହୃଦୟରେ ରହିବେ’ ହାଦିଙ୍କ ଶେଷ ଯାତ୍ରାରେ ଯୋଗଦେଇ ୟୁନୁସ କହିଲେ…

ଢାକା,୨୧।୧୨: ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସ ଛାତ୍ର ନେତା ଏବଂ ଇନକିଲାବ ମଞ୍ଚର ମୁଖପାତ୍ର ସରିଫ ଓସମାନ ହାଦିଙ୍କ ଆଦର୍ଶକୁ ଆଗକୁ...

୧୮ ମାଓବାଦୀଙ୍କ ନଁାରେ ୮.୪ କୋଟି ପୁରସ୍କାର

ବୌଦ୍ଧ,୨୧ା୧୨(ଅଜିତ କୁମାର ବାରିକ): ୨୦୨୬ ମାର୍ଚ୍ଚ ୩୧ ସୁଦ୍ଧା ଦେଶରୁ ମାଓବାଦୀ ମୂଳୋତ୍ପାଟନ କରିବାକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି। ଏହି କ୍ରମରେ ବୌଦ୍ଧ...

କେବଳ ବାହାନା

ଡିସେମ୍ୱର ୧୭ରେ ୱାୟାନାଡ ସାଂସଦ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ବିକଶିିତ ଭାରତ ଗ୍ୟାରେଣ୍ଟି ଫର୍‌ ରୋଜଗାର ଆଣ୍ଡ୍‌ ଆଜୀବିକା ମିଶନ ବିଲ୍‌, ୨୦୨୫ ଉପରେ ପରାମର୍ଶ...

ରାଜଧାନୀରେ ନାବାଳିକାଙ୍କୁ ଗଣବଳାତ୍କାର: ପୁରୁଷବନ୍ଧୁ ସାଥିରେ ଆଣି…

ଭୁବନେଶ୍ୱର,୨୧।୧୨(ତ୍ରିନାଥ ମହାନ୍ତି): ଧଉଳିରେ ନାବାଳିକାଙ୍କୁ ଗଣବଳାତ୍କାର ଘଟଣା ମନରୁ ଲିଭି ନ ଥିବାବେଳେ ପୁଣି ଶହୀଦନଗର ଥାନା ଅଞ୍ଚଳରେ ଆଉ ଜଣେ ୧୭ ବର୍ଷର ନାବାଳିକା...

ଏବେ ବଢ଼ିବନି ରାତି ତାପମାତ୍ରା, ୩ ଜିଲାକୁ କୁହୁଡ଼ି ଓ୍ୱାର୍ନିଂ

ଭୁବନେଶ୍ୱର,୨୧ା୧୨(ବନ୍ଦନା ସେଠୀ): ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ ମିଳୁଛି। ବିଶେଷକରି...

ଆହୁଜା ନା ନୂଆ: କିଏ ହେବେ ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ?

ଭୁବନେଶ୍ୱର,୨୧ା୧୨(ସୁନିତ୍‌ ମିଶ୍ର): ରାଜ୍ୟର ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ କିଏ ହେବେ ତାକୁ ନେଇ କିଛିଦିନ ହେଲା ଚର୍ଚ୍ଚା ଜୋର୍‌ ଧରିବାରେ ଲାଗିଛି। ଓଡ଼ିଶା ମୁଖ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri