ଘର ଘର ବୁଲି ସ୍ବାସ୍ଥ୍ୟଯାଞ୍ଚର ଶୁଭାରମ୍ଭ କଲେ ଜିଲାପାଳ

ଶେରଗଡ଼,୧୦ା୭(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାପାଳ ବିଜୟ ଅମୃତ କୁଲାଙ୍ଗେ ଶୁକ୍ରବାର ଶେରଗଡ଼ ବ୍ଲକ ଅଲାରିଗଡ଼ରେ ପହଞ୍ଚତ୍ ଘର ଘର ବୁଲି ସ୍ବାସ୍ଥ୍ୟ ଯାଞ୍ଚର ଶୁଭାରମ୍ଭ କରିଛନ୍ତି। କୌଣସି ଘର ଯେପରି ବାଦ୍‌ ନ ପଡିବ ସେଥିପ୍ରତି ଦୃଷ୍ଟି ଦେବାକୁ ସ୍ବାସ୍ଥ୍ୟ ଟିମ୍‌କୁ କହିଥିଲେ। ପ୍ରତ୍ୟେକ ପରିବାରର ସମସ୍ତ ସଦସ୍ୟଙ୍କ ଯେପରି ସ୍ବାବ୍‌ ଟେଷ୍ଟ ହେବ ସେଥିପ୍ରତି ଗୁରତ୍ୱ ଦେବାକୁ ନିର୍ଦ୍ଦେଶ ଦେଇଥିଲେ। ଏହାପରେ ଶେରଗଡ଼ ବାଲିସାହିରୁ ସ୍ବାସ୍ଥ୍ୟ ଯାଞ୍ଚର ଶୁଭାରମ୍ବ କରିଛନ୍ତି। ବିଡ଼ିଓ ସୁରଞ୍ଜନ କୁମାର ସାହୁ, ତହସିଲଦାର ଡ଼. ଦୟାସିନ୍ଧୁ ପରିଡା, କୁଞ୍ଜ ବିହାରୀ ନାୟକ, ଅଲାରିଗଡ଼ର ସନ୍ତୋଷ ପଟନାୟକ, ଦିଗାମ୍ବର ନାହାକ, ସରପଞ୍ଚ ଅଶୋକ କୁମାର ସ୍ବାଇଁଙ୍କ ସମେତ ବହୁ ବକ୍ତି ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସରେ ଯୋଗ ଦେଲେ ପୂର୍ବତନ ମୁଖ୍ୟ ଶାସନ ସଚିବ ବିଜୟ ପଟ୍ଟନାୟକ

ଭୁବନେଶ୍ୱର,୧୦।୨(ବ୍ୟୁରୋ): କଂଗ୍ରେସରେ ମିଶିଲେ ପୂର୍ବତନ ମୁଖ୍ୟ ଶାସନ ସଚିବ ବିଜୟ ପଟ୍ଟନାୟକ। ଶୁକ୍ରବାର ଦିଲ୍ଲୀସ୍ଥିତ ଏଆଇସିସି କାର୍ଯ୍ୟାଳୟରେ ବିଧିବଦ୍ଧ ଭାବେ କଂଗ୍ରେସରେ ଯୋଗ ଦେଇଛନ୍ତି। କିଛି...

ଆଜିଠୁ ଗଡ଼ିବ ବନ୍ଦେ ଭାରତ ଏକ୍ସପ୍ରେସ୍‌

ଭୁବନେଶ୍ୱର,୧୮ା୫(ବ୍ୟୁରୋ): ପୁରୀ-ହାଓଡା ବନ୍ଦେ ଭାରତ ଏକ୍ସପ୍ରେସ୍‌ ଗୁରୁବାର ଠାରୁ ଗଡ଼ିବା ଆରମ୍ଭ ହେବ। ଭର୍ଚୁଆଲ ମୋଡ୍‌ରେ ଏହି ହାଇସ୍ପିଡ୍‌ ଟ୍ରେନ୍‌ର ଶୁଭାରମ୍ଭ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି...

ଆଜି ୧୨ ଘଣ୍ଟିଆ ସୁବର୍ଣ୍ଣପୁର ବନ୍ଦ

ଭବାନୀପାଟଣା,୨୮।୧୦(ସ୍ବ.ପ୍ର): କଳାହାଣ୍ଡି ଜିଲା ମହାଲିଙ୍ଗ ସନସାଇନ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ହତ୍ୟା ଘଟଣାରେ ଅସନ୍ତୋଷ ଦେଖାଦେଉଛି। ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କୁ ଫାଶି...

ସେତୁ ନ ହେଲେ ଭୋଟ୍‌ ବର୍ଜନ

ଖୋର୍ଦ୍ଧା ଅଫିସ,୨୩ା୧: ଗ୍ରାମାଞ୍ଚଳ ଭିତ୍ତିଭୂମିର ବିକାଶ ଉପରେ ସରକାର ଗୁରୁତ୍ୱ ଦେଉଛନ୍ତି। ତେବେ ସ୍ବାଧୀନତାର ୭୫ବର୍ଷ ପରେ ବି ଏମିତି ଗାଁ ଅଛି, ଯେଉଁଠି ଲୋକେ...

ହନୁମାନ ପଇସା ଜବତ, ଜଣେ ଗିରଫ

ଦେବଗଡ଼,୧୪ା୯(ଡି.ଏନ୍‌.ଏ.): ରିଆମାଳ ଥାନା କତ୍ରାପାଲି ଛକ ନିକଟରେ ହନୁମାନ ପଇସା ଡିଲ୍‌ ହେଉଥିବା ଖବର ପାଇଥିଲା ପୋଲିସ। ୫ ଲକ୍ଷ ଟଙ୍କାରେ ୨ଟି ହନୁମାନ ପଇସା...

ଡରାଇଲାଣି କରୋନା: ବିଏମ୍‌ସି ଅଞ୍ଚଳରେ ବଢ଼ୁଛି ମାଇକ୍ରୋ କଣ୍ଟେନମେଣ୍ଟ ଜୋନ୍‌

ଭୁବନେଶ୍ୱର,୧୪।୧(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଅଞ୍ଚଳରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବା ସହିତ ମାଇକ୍ରୋ କଣ୍ଟେନମେଣ୍ଟ ଜୋନ ସଂଖ୍ୟା ବି ବୃଦ୍ଧି ପାଇଛି। ଶୁକ୍ରବାର...

କୋରେଇ ପାଇଁ ଚିନ୍ତାରେ ବିଜେଡି

ଯାଜପୁର ଅଫିସ,୧ା୪: ଯାଜପୁର ଜିଲାର କୋରେଇ ନିର୍ବାଚନ ମଣ୍ଡଳୀରେ ୨୦୦୦ ମସିହା ପରେ କେହି ଜଣେ ନେତା ତିଷ୍ଠି ପାରିନାହାନ୍ତି। ଏବେ ପୁଣି ବାହାର ଅଞ୍ଚଳ...

ପୁରୀ-ରଙ୍ଗପଡ଼ା ନର୍ଥ-ପୁରୀ ବିଶେଷ ଟ୍ରେନ୍‌ ସେବା ଜୁଲାଇ ୨୫ ପର୍ଯ୍ୟନ୍ତ ବୃଦ୍ଧି

ଭୁବନେଶ୍ୱର,୧୫ା୬(ବ୍ୟୁରୋ): ଯାତ୍ରୀଙ୍କ ସୁବିଧା ପାଇଁ ୦୫୮୭୦-୦୫୮୬୯ ରଙ୍ଗପଡ଼ା ନର୍ଥ-ପୁରୀ-ରଙ୍ଗପଡ଼ା ନର୍ଥ (ଆସାମ) ବିଶେଷ ଟ୍ରେନ୍‌ ସେବାକୁ ରଙ୍ଗପଡ଼ା ନର୍ଥଠାରୁ ଜୁଲାଇ ୨୫ ତାରିଖ ପର୍ଯ୍ୟନ୍ତ ବୃଦ୍ଧି...

Advertisement
Archives

Model This Week