ଜିଲାପାଳଙ୍କ ପିଏ ହତ୍ୟା ମାମଲା: ରିପୋର୍ଟ ଦାଖଲ ନେଇ ଡିଜିଙ୍କୁ ଏନ୍‌ଏଚ୍‌ଆର୍‌ସିଙ୍କ ନିର୍ଦ୍ଦେଶ

ଜୟପୁର ୧୪ା୩ (ନି.ପ୍ର.): ମାଲକାନଗିରିର ପୂର୍ବତନ ଜିଲାପାଳ ମନୀଷ ଅଗ୍ରଓ୍ବାଲଙ୍କ ପିଏ ସ୍ବର୍ଗତ ଦେବ ନାରାୟଣ ପଣ୍ଡାଙ୍କ ହତ୍ୟା ମାମଲାରେ ଜାତୀୟ ମାନବାଧିକାର କମିଶନ (ଏନ୍‌ଏଚ୍‌ଆର୍‌ସି) ହସ୍ତକ୍ଷେପ କରି ଅଭିଯୁକ୍ତ ଏଯାଏ ଗିରଫ ହୋଇ ନ ଥିବା ନେଇ ପ୍ରଶ୍ନ ଉଠାଇଛନ୍ତି। ୧୮ା୪ା୨୨ ସୁଦ୍ଧା ଏହି ଘଟଣାର ଏକ ତଥ୍ୟ ସମ୍ବଳିତ ରିପୋର୍ଟ ଦାଖଲ କରିବାକୁ କମିଶନର ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ(ଡିଜି)ଙ୍କୁ ଶୁକ୍ରବାର ନିର୍ଦ୍ଦେଶ ଦେଇଛନ୍ତି।
ସତୀଗୁଡା ଜଳଭଣ୍ଡାର ନିକଟରୁ ପିଏ ପଣ୍ଡାଙ୍କ ମୃତଦେହ ଉଦ୍ଧାର ଘଟଣାରେ ରାଜ୍ୟ ସରକାରଙ୍କ ତଦନ୍ତରେ ଅସନ୍ତୋଷ ବ୍ୟକ୍ତ କରି ସ୍ବର୍ଗତଃ ପଣ୍ଡାଙ୍କ ସ୍ତ୍ରୀ ବନଜା ଏନ୍‌ଏଚ୍‌ଆର୍‌ସିଙ୍କ ଦ୍ୱାରସ୍ଥ ହୋଇଥିଲେ। ଉକ୍ତ ଅଭିଯୋଗର ଶୁଶାଣି କରି କମିଶନ କ୍ଷୋଭ ପ୍ରକାଶ କରି ଏହି ମାମଲାରେ ରାଜ୍ୟ ସରକାରଙ୍କୁ ବିଭିନ୍ନ ପ୍ରଶ୍ନ କରିଛନ୍ତି। କ୍ରାଇମବ୍ରାଞ୍ଚ ମୁଖ୍ୟ ଅଭିଯୁକ୍ତମାନଙ୍କୁ ଏ ପର୍ଯ୍ୟନ୍ତ କାହିଁକି ଥରେ ହେଲେ ଜେରା କରିନାହିଁ। ସମସ୍ତ ଅଭିଯୁକ୍ତଙ୍କ କଲ ଡିଟେଲସର ରେକର୍ଡ କାହିକି ସଂଗ୍ରହ କରାଯାଇନାହିଁ ବୋଲି କମିଶନ ଜାଣିବାକୁ ଚାହିଁଛନ୍ତି। ଦୋଷୀ ପୋଲିସ ଅଧିକାରୀଙ୍କ ବିରୋଧରେ ବିଭାଗୀୟ କାର୍ଯ୍ୟାନୁଷ୍ଠାନର ତଥ୍ୟ ଶୀଘ୍ର ଜଣାଇବାକୁ କମିଶନ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମିକାଙ୍କୁ ହତ୍ୟା କରି ଜଙ୍ଗଲରେ ପୋତିଥିଲେ ପ୍ରେମିକ, ୨୬ ଦିନ ପରେ…

କେନ୍ଦୁଝର/ବଡ଼ବିଲ୭।୬(ନରେଶ ଚନ୍ଦ୍ର ପଟ୍ଟନାୟକ/ଜୟନ୍ତୀ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅଧୀନ ଝାଡ଼ଗାଁରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ପ୍ରେମିକାଙ୍କୁ ଗଳାକାଟି ହତ୍ୟା ପରେ ପ୍ରେମିକ ଜଙ୍ଗଲରେ…

କ୍ରଶରରେ ବିସ୍ଫୋରଣ: ଜଣେ ମୃତ, ଏକାଧିକ ଆହତ ଚର୍ଚ୍ଚା

ଢେଙ୍କାନାଳ,୭ା୬(ରତନ ନାୟାର): ଢେଙ୍କାନାଳ ଜିଲା ଗଁଦିଆ ତହସିଲ ନିହଲପ୍ରସାଦ ଥାନା କଷ୍ଟିପାଳ ଅଞ୍ଚଳରେ ଥିବା ଏକ କ୍ରଶରରେ ରବିବାର ଅପରାହ୍ନରେ ବିସ୍ଫୋରଣ ଘଟି ଜଣଙ୍କର ମୃତ୍ୟୁ ଘଟିଥିବା…

NEET-UG ୨୦୨୬, ପରୀକ୍ଷା ପାଇଁ ସହର ଆଲର୍ଟମେଣ୍ଟ କଲା NTA

ନୂଆଦିଲ୍ଲୀ,୭ା୬(ପି.ଟି.): ଏନ୍‌ଇଇଟି-ୟୁଜି ପରୀକ୍ଷା ଆସନ୍ତା ୨୧ରେ ହେବାକୁ ଯାଉଛି । ଏଥିପାଇଁ ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ପରୀକ୍ଷା ସହର ଆଲର୍ଟମେଣ୍ଟ କରିଛି । ପରୀକ୍ଷାର୍ଥୀ କେଉଁ…

ଗୁପ୍ତେଶ୍ୱର ଶୈବପୀଠରେ ଏକାଠି ହେଲେ ୧୯୮୨ ମାଟ୍ରିକ ବ୍ୟାଚର ଛାତ୍ର, ସରକାରୀ ସ୍କୁଲର ଅଭାବ….

ଦିଗପହଣ୍ଡି,୭।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ୧୯୮୨ ମାଟ୍ରିକ ବ୍ୟାଚ ପୁରାତନ ଛାତ୍ରସଂଘର ଆଲୋଚନା ସଭା ରବିବାର ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ଶ୍ରୀ…

ସରିଲା ମା’ ଫୁଲସୁନ୍ଦରୀଙ୍କ ଠାକୁରାଣୀ ଯାତ୍ରା, ମନ୍ଦିରକୁ ଫେରିଲେ ଫୁଲସୁନ୍ଦରୀ-ବରାହୀ ଠାକୁରାଣୀ

ପୁରୁଷୋତ୍ତମପୁର,୭।୬(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ଚାଲିଥିବା ମା’ ଫୁଲସୁନ୍ଦରୀଙ୍କ ଦ୍ବିବାର୍ଷିକ ଯାତ୍ରା ରବିବାର ଉଦଯାପନ ହୋଇଛି । ରାତିରେ ମା’ ଫୁଲସୁନ୍ଦରୀ ଓ ମା’ ବରାହୀ…

ବାଘ ଛାଲ ଜବତ, ଧରାପଡ଼ିଲେ ଦୁଇ ଅଭିଯୁକ୍ତ

ପାତ୍ରପୁର,୭।୬(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡ଼ା ଥାନା ପୋଲିସ ଶନିବାର ୨ଟି କଲରାପତିରିଆ ବାଘ ଛାଲ ଜବତ କରିଛି। ଏପରିକି ପୋଲିସ ବନ୍ଧୁକ ବ୍ୟାଗ, ଧାରୁଆ…

ଇସ୍ରାଏଲର ପାଲଟା ଆକ୍ରମଣ; ହିଜବୋଲାର କମାଣ୍ଡ ସେଣ୍ଟର ଧ୍ବସଂ, ନେତାନ୍ୟାହୁ…

ଜେରୁଜେଲମ, ୭।୬: ଇସ୍ରାଏଲ ଏବଂ ଲେବାନନ ମଧ୍ୟରେ ଚାଲିଥିବା ସଂଘର୍ଷ ଏବଂ ଉତ୍ତେଜନା ମଧ୍ୟରେ, ରବିବାର ଏକ ନୂତନ ଘଟଣା ସାମ୍ନାକୁ ଆସିଛି । ଇସ୍ରାଏଲୀ ସେନା…

ଏୟାରଫୋର୍ସ Y ଗ୍ରୁପ ପରୀକ୍ଷା, ଓଡ଼ିଶାରେ ପ୍ରଥମ ସ୍ଥାନ ହାସଲ କଲେ ଆସୁରାଳୀର ସୌରଜ୍ୟୋତି ଦାସ

ତିହିଡ଼ି,୭ା୬(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ବ୍ଲକର ଆସୁରାଳୀ ଅଞ୍ଚଳ ପାଇଁ ଗର୍ବ ଓ ଗୌରବ ଆଣିଛନ୍ତି ଅସୁରାଳିର ଯୁବ ପ୍ରତିଭା ସୌରଜ୍ୟୋତି ଦାସ । ପ୍ରଥମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri