ସ୍ବତନ୍ତ୍ର ବିଦ୍ୟାଳୟରେ ତ୍ରିରଙ୍ଗା ଉଡ଼ାଇଲେ ଜିଲାପାଳ

ନବରଙ୍ଗପୁର,୧୫।୮(ବି.ପ୍ର.): ନବରଙ୍ଗପୁର ଜିଲା ସ୍ବତନ୍ତ୍ର ବିଦ୍ୟାଳୟ ଆଶାକିରଣରେ ୭୬ତମ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଜିଲାପାଳ ଡ. କମଳଲୋଚନ ମିଶ୍ର ଯୋଗଦେଇ ପତାକା ଉତ୍ତୋଳନ କରିଥିଲେ। ଏହି ଅବସରରେ ପିଲାମାନଙ୍କୁ ସେମାନଙ୍କ ନିତ୍ୟବ୍ୟବହାର୍ଯ୍ୟ ସାମଗ୍ରୀ ବଣ୍ଟନ କରିଥିଲେ। ପିଲାମାନଙ୍କ ସହ ଦୀର୍ଘ ସମୟ ବିତାଇ ସେମାନଙ୍କୁ ଉତ୍ସାହିତ କରିଥିଲେ। ପରେ ସ୍ଥାନୀୟ ବିଧାୟକ ସଦାଶିବ ପ୍ରଧାନୀ ନିଜ କର୍ମୀମାନଙ୍କ ସହ ହଷ୍ଟେଲ ପରିଦର୍ଶନ କରିଥିଲେ। ଏହା ଉପରେ ଆଉ ଏକ ନୂତନ ଘର ନିର୍ମାଣ ପାଇଁ ସେ ପ୍ରତିଶ୍ରୁତି ଦେଇଥିଲେ। ଜିଲା ସାମାଜିକ ସୁରକ୍ଷା ଅଧିକାରୀ ସୁଧାଂଶୁ ପାତ୍ର ସମସ୍ତ କାର୍ଯ୍ୟ ତଦାରଖ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ଧନୁର୍ଜୟ ରାଓ, ବରିଷ୍ଠ କିରାଣି ବୃନ୍ଦାବନ ବେବର୍ତ୍ତା, ଆଶାକିରଣ ଅଧ୍ୟକ୍ଷ ଜଗନ୍ନାଥ ବେହେରାଙ୍କ ସହିତ ବିଦ୍ୟାଳୟର ସମସ୍ତ କର୍ମଚାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭୟାବହ ଅଗ୍ନିକାଣ୍ଡ: କ୍ଷତିପୂରଣ ଦାବିରେ ରାସ୍ତାରୋକୋ କଲେ ଫଳ ଦୋକାନୀ, ତହସିଲଦାର କଲେ ଆଲୋଚନା

ବଲାଙ୍ଗୀର, ୮।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ବସଷ୍ଟାଣ୍ଡ ସମ୍ମୁଖ ତଥା ଜିଲାପାଳ କାର୍ଯ୍ୟାଳୟ ନିକଟ ଫଳ ମାର୍କେଟରେ ସୋମବାର ଅପରାହ୍ନ ପ୍ରାୟ ୩ଟା ସମୟରେ...

ଓଡ଼ିଶା ସରକାରଙ୍କ ବିଭିନ୍ନ ଯୋଜନାକୁ ଗ୍ରହଣ କରିବେନି ବୋଲି ଏକାଠି ହେଲେ୭ ଗ୍ରାମବାସୀ  

ପଟ୍ଟାଙ୍ଗି,୮।୧୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତର ଫାଟୁସିନେରୀ ଗ୍ରାମ ନିକଟ ଓଡିଶା-ଆନ୍ଧ୍ର ସୀମାନ୍ତ ଏକ ସ୍ଥାନରେ ପଞ୍ଚାୟତର ୭ଟି...

ଡିସେମ୍ବର ୩୧ ସୁଦ୍ଧା ଶେଷ କରନ୍ତୁ ଏହି ଗୁରୁତ୍ୱପୂର୍ଣ୍ଣ କାମ, ନଚେତ୍‌ ଆଉ ମିଳିବନି ବାରମ୍ବାର ସୁଯୋଗ

ନୂଆଦିଲ୍ଲୀ,୮।୧୨: ଡିସେମ୍ବର ଆରମ୍ଭ ହେବା ସହିତ, ଟିକସ, ଡକ୍ୟୁମେଣ୍ଟ ଏବଂ ସରକାରୀ ଯୋଜନା ସହିତ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟର ଶେଷ ତାରିଖ ପାଖେଇ ଆସୁଛି।...

୫ ବର୍ଷ ପରେ ଭାରତରେ ଏହି ସେବା ଆରମ୍ଭ କରିବାକୁ ଯାଉଛି ଚାଇନା, ଜାଣନ୍ତୁ କ’ଣ ହେବ ବଡ଼ ଫାଇଦା

ନୂଆଦିଲ୍ଲୀ,୮।୧୨: ପ୍ରାୟ ପାଞ୍ଚ ବର୍ଷ ପୂର୍ବେ ଭାରତ ଏବଂ ଚାଇନା ମଧ୍ୟରେ ସମ୍ପର୍କରେ ତିକ୍ତତା ଦେଖାଦେବା ପରେ, ଉଭୟ ଦେଶ ଏବେ ପୂର୍ବ ତିକ୍ତତାକୁ ପଛରେ...

ନ୍ୟାୟ ପାଇଁ ପିଏମ ମୋଦିଙ୍କୁ ଏହି ନିବେଦନ କଲେ ପାକିସ୍ତାନୀ ମହିଳା, କରାଚୀରୁ ଭିଡିଓ ଶେୟାର କରି କହିଲେ…

ନୂଆଦିଲ୍ଲୀ,୮।୧୨: ପାକିସ୍ତାନରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଜଣେ ପାକିସ୍ତାନୀ ମହିଳା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିକଟରେ ନ୍ୟାୟ ପାଇଁ ନିବେଦନ କରିଛନ୍ତି।...

 ଚାଲିଥିଲା ପାଟ୍ରୋଲିଂ: ଡକାୟତି କରିବାକୁ ଯାଉଥିବା ବେଳେ ୬ ଜଣଙ୍କୁ

ପାପଡାହାଣ୍ଡି,୮।୧୨(ସ୍ବପ୍ନଜିତ ପଟନାୟକ): ଜଙ୍ଗଲ ନିକଟରେ ଚାଲିଥିଲା ଡକାୟତ ଉଦ୍ୟମ ମାଡି  ବସିଲା ପୋଲିସ । ଡକାୟତ ଉଦ୍ୟମକୁ ପଣ୍ଡ କରି ୬ ଅଭିଯୁକ୍ତକୁ ଗିରଫ କରି...

ଜଳୁଛି ଗାଁ : ପୋଲିସ ଉପସ୍ଥିତରେ ମହିଳା-ପୁରୁଷ ମିଶି କରୁଛନ୍ତି ଭଙ୍ଗାରୁଜା

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଏମ୍ଭି-୨୬ ଗାଁରେ...

ମାଲକାନଗିରିରେ ୨୪ ଘଣ୍ଟା ଇଣ୍ଟରନେଟ ବନ୍ଦ ଘୋଷଣା: ଜାଣନ୍ତୁ କେବେ ଯାଏ ବଳବତ୍ତର ରହିବ…

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଫଳରେ ମାଲକାନଗିରିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri