ସୀମାନ୍ତବାସୀଙ୍କୁ ଭେଟି ସମସ୍ୟା ବୁଝିଲେ ଜିଲାପାଳ

ବରଗଡ଼ ଅଫିସ,୨୮।୨- ବରଗଡ଼ ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନ ରବିବାର ପଡୋଶୀ ଛତିଶଗଡ଼ ରାଜ୍ୟକୁ ଲାଗି ରହିଥିବା ଝାରବନ୍ଧ ବ୍ଲକ ଅନ୍ତର୍ଗତ ଶିକାରିପାଲି, ଭଏଁଷାଦର୍ହା, ବଡ଼ ଅନକି ଆଦି ସୀମାନ୍ତବର୍ତ୍ତୀ ଗାଁ ଗସ୍ତ କରିଥିଲେ। ଏହି ଅବସରରେ ଜିଲାପାଳ ସୀମାନ୍ତବାସୀଙ୍କୁ ଭେଟି ବିଭିନ୍ନ ସମସ୍ୟା ପଚାରି ବୁଝିଥିଲେ। ଗ୍ରାମବାସୀ ମୌଳିକ ସୁବିଧା ସୁଯୋଗ ପାଉନ ଥିବା ଅଭିଯୋଗ କରିଥିଲେ। ତୁରନ୍ତ ସମସ୍ୟାର ସମାଧାନ କରିବାକୁ ପ୍ରଶାସନିକ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଗସ୍ତରେ ଅନ୍ୟମାନଙ୍କ ମଧ୍ୟରେ ଝାରବନ୍ଧ ତହସିଲଦାର ସୀମା ସବିତା କୁଲୁ, ବିଡିଓ ରୁନୁ ଲାକ୍ରା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯଶୋବନ୍ତ ପୀଠକୁ ପର୍ଯ୍ୟଟନ କ୍ଷେତ୍ରର ମାନ୍ୟତା ଦାବି

ବିରିଡି,୨୯।୧୧(ଡି.ଏନ.ଏ.): ଓଡ଼ିଆ ଭାଷା, ସଂସ୍କୃତିକୁ ଆଧ୍ୟାମତ୍ିକ ରଚନାବଳୀ ଦ୍ୱାରା ରୁଦ୍ଧିମନ୍ତ କରି ଓଡ଼ିଆ ସାହିତ୍ୟର ଭିତ୍ତିଭୂମିକୁ ସୁଦୃଢ କରିବାକୁ ମଧ୍ୟଯୁଗୀୟ ପଞ୍ଚସଖାଙ୍କ ମଧ୍ୟରୁ ଅନ୍ୟତମ ସିଦ୍ଧ...

ହରପାର୍ବତୀଙ୍କ ବିବାହ ଲାଗି ଲଗ୍ନଧରା

ବାହାନଗା,୨୯।୫(ଡି.ଏନ.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ଅଞ୍ଜି ପଞ୍ଚାୟତର ଖରିଦା ଗ୍ରାମରେ ଥିବା ବିଶାଳପୋଖରୀର ମା’ଶକ୍ତି ପୀଠ ପରିସରରେ ହରପାର୍ବତୀଙ୍କ ବିବାହ ନିମନ୍ତେ ଲଗ୍ନଧରା କାର୍ଯ୍ୟ ଅନୁଷ୍ଠିତ...

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ୨୦ ବୋମାମାଡ଼

ବ୍ରହ୍ମଗିରି,୨୫।୨(ଡି.ଏନ୍‌.ଏ.): ରାଜନୈତିକ ବିବାଦ ଓ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ବ୍ରହ୍ମଗିରି ଥାନା ଅନ୍ତର୍ଗତ ଦଣ୍ଡୁଆସିପଡ଼ା ଗ୍ରାମରେ ଗୁରୁବାର ପୁଣିଥରେ ଗୋଷ୍ଠୀ ସଂଘର୍ଷ ସହ ୨୦ରୁ ଊର୍ଦ୍ଧ୍ୱ...

କ୍ୱାରାଣ୍ଟାଇନ କେନ୍ଦ୍ର ପମ୍ପ ଅଚଳ: ପାଣି ପାଇଁ ଧାରଣା

ଭଞ୍ଜନଗର,୨୯।୪(ଡି.ଏନ୍‌.ଏ.)- ଭଞ୍ଜନଗର ଏନ୍‌ଏସି ପକ୍ଷରୁ ଟାଉନ ହଲ୍‌ରେ ହୋଇଥିବା କ୍ୱାରାଣ୍ଟାଇନ କେନ୍ଦ୍ର ପାଣିପମ୍ପ ସୋମବାର ରାତିରେ ଅଚଳ ହୋଇପଡ଼ିଥିଲା। ମଙ୍ଗଳବାର ସକାଳେ ଲୋକେ ପାଣି ପାଇପାରିନଥିଲେ।...

ପୁରୀରୁ ଆଉ ୫ କରୋନା ପଜିଟିଭ ଚିହ୍ନଟ: ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୬ ଛୁଇଁଲା

ପୁରୀ ଅଫିସ,୨।୬: ପୁରୀ ଜିଲାରେ ପୁଣି ୫ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏ ନେଇ ମଙ୍ଗଳବାର ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ...

ଠେଙ୍ଗାରେ ବନ କର୍ମଚାରୀଙ୍କୁ ଆକ୍ରମଣ: ଅଭିଯୁକ୍ତ ଗଲେ ଜେଲ

ଦିଗପହଣ୍ଡି,୧୧।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣପୁର ପଞ୍ଚାୟତ ବନମାଳୀ ଗ୍ରାମରେ ଜଣେ ବନ କର୍ମଚାରୀଙ୍କୁ ଠେଙ୍ଗାରେ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି। ଘଟଣାରେ...

ମହୁଲ ଫୁଲ ବିକି ପରିବାର ପୋଷୁଛନ୍ତି ଆଦିବାସୀ

ଆର.ଉଦୟଗିରି,୧୬ା୫(ଡି.ଏନ୍‌.ଏ.): ପ୍ରକୃତିର ଋତୁ ପରିବର୍ତ୍ତନ ଅନୁଯାୟୀ ବୃକ୍ଷରାଜି ଫୁଲ ଫଳରେ ପରିବର୍ତ୍ତନ ଘଟେ। ଫଳରେ ଋତୁ ଅନୁଯାୟୀ ଏବେ ମହୁଲ ଫୁଲର ବାସ୍ନାରେ ମହକୁଛି ପ୍ରକୃତି।...

ନମ୍ବର ପ୍ଲେଟ ଖୋଲି ମୋରମ ଚୋରାଚାଲାଣ

ଜଳେଶ୍ୱର, ୨୯ା୮(ଡି.ଏନ.ଏ.): ଜଳେଶ୍ୱର ବ୍ଲକ ରାଇବଣିଆର ବିଭିନ୍ନ ଜଙ୍ଗଲ ଅଞ୍ଚଳରୁ ପଶ୍ଚିମବଙ୍ଗକୁ ବ୍ୟାପକ ମୋରମ ଚାଲାଣ ହେଉଥିବା ଅଭିଯୋଗ ହୋଇଛି। ମୋରମ ଖନନ ଓ ପରିବହନ...

Advertisement
Archives

Model This Week