ଗରିବ ଛାତ୍ରଙ୍କୁ ବହି ବାଣ୍ଟିଲେ ଜିଲାପାଳ

ପୁରୁଷୋତ୍ତମପୁର,୨୮।୨(ଡିଏନଏ): ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ରବିବାର ଜଉଗଡ଼ ମହୋତ୍ସବର ତଦାରଖ ଲାଗି ଯାଇଛନ୍ତି। ଏହି ସମୟରେ ଅଞ୍ଚଳର ଗରିବ ଶ୍ରେଣୀର ଛାତ୍ରଙ୍କୁ ବିଭିନ୍ନ ପ୍ରକାରର ବହି ବଣ୍ଟନ କରିଛନ୍ତି। ଏଭଳି କାର୍ଯ୍ୟ କରି ଜିଲାପାଳ ଏକ ଉଦାହରଣ ସୃଷ୍ଟି କରିିଛନ୍ତି। ଏଭଳି ମହାନତା କାର୍ଯ୍ୟକୁ ବିଭିନ୍ନ ମହଲରେ ପ୍ରସଂଶା କରାଯାଇଛି। ଏହି ସମୟରେ ପିଡି ଦତ୍ତତ୍ରୟ ଭାଉସାହେବ, ବିଡିଓ ବିଜୟ କୁମାର ବେହେରା, ତହସିଲଦାର ନିତିଶ କୁମାର ତ୍ରିପାଠୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀଙ୍କ ମୃତ୍ୟୁଖବର ଶୁଣି ହାଇଓ୍ବା ଆଗକୁ ଡେଇଁପଡ଼ିଲେ ସ୍ତ୍ରୀ: ଆଉ ତା’ପରେ…

ଝାରସୁଗୁଡ଼ା/ଲୋଇସିଂହା, ୮ା୭ (ଆଶିଷ ରଞ୍ଜନ ଦାଶ/ ସୁଶାନ୍ତ ବାରିକ):ବିବାହ ବେଦୀରେ ସାତଜନ୍ମର ସାଥୀ ହୋଇ ବାଟ ଚାଲିବା ପାଇଁ ନିଷ୍ପତ୍ତି ନେଇଥିଲେ। ହେଲେ ସ୍ବାମୀଙ୍କ ଆକସ୍ମିକ ମୃତ୍ୟୁଖବର…

କେତନ ହତ୍ୟା ମାମଲାର ନାଟକୀୟ ମୋଡ଼: ୪ ମାସ ପୂର୍ବରୁ ଚେତନଙ୍କୁ ଗୋପନରେ ବାହା ହୋଇଥିଲେ ସିୟା

ପୁଣେ,୮ା୭: ପୁଣେ ରିୟଲ ଇଷ୍ଟେଟ୍‌ ବ୍ୟବସାୟୀ କେତନ ଅଗ୍ରଓ୍ବାଲ ହତ୍ୟା ମାମଲାର ତଦନ୍ତ ଏକ ନାଟକୀୟ ମୋଡ଼ ନେଇଛି। ମୁଖ୍ୟ ଅଭିଯୁକ୍ତ ସିୟା ଗୋୟଲ ତାଙ୍କ ଭାବୀ…

ଭାକୁର କେଜି ୧୦୦, ଦେଶୀ ମାଛ ୫୦ ଟଙ୍କାରେ ବିକ୍ରି

ନୂଆପଡ଼ା,୮ା୭(ମକାରୁ ବେମାଲ):ନୂଆପଡ଼ା ଜିଲାରେ ଶୁକ୍ରବାରଠାରୁ ଲଘୁଚାପ ଜନିତ ଲଗାଣ ବର୍ଷା ଲାଗିରହିଛି। ବର୍ଷା ପାଣିରେ ତିଖାଳି ଲୋୟର ଇନ୍ଦ୍ର ଜଳସେଚନ ପ୍ରକଳ୍ପ ଓ ଜଡାମୁଣ୍ଡା ସୁନ୍ଦର ଜଳସେଚନ…

ଲଗାଣ ବର୍ଷାରେ ଉଜୁଡ଼ିଲା କପାଚାଷ: ଚାଷଜମି ଜଳମଗ୍ନ

ଅମରପାଲି,୮ା୭(ପୀତାମ୍ବର ସାହୁ):ଲଘୁଚାପଜନିତ ଲଗାଣ ବର୍ଷା ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର କପାଚାଷୀଙ୍କ ପାଇଁ ବଡ଼ ବିପର୍ଯ୍ୟୟ ଆଣିଛି। ଜୁନରେ ବର୍ଷା ନ ଥିବା ବେଳେ ଜୁଲାଇ ଆରମ୍ଭରେ…

ଭଙ୍ଗା ଦଦରା ଘରେ ବିତୁଛି ଦିନ: ଆବାସ ଯୋଜନାରୁ ବଞ୍ଚିତ ଦମ୍ପତି

ଲୋଇସିଂହା,୮।୭(ସୁଶାନ୍ତ ବାରିକ):ସମାଜର ତଳ ସ୍ତରର ଲୋକଙ୍କୁ ସରକାରୀ ଯୋଜନାରେ ପ୍ରାଥମିକତା ଦେବାକୁ ସରକାର ଗୁରୁତ୍ୱାରୋପ କରୁଛନ୍ତି। କିନ୍ତୁ ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା…

କପିଳେନ୍ଦ୍ର ଦାସଙ୍କୁ ଭାରତ ରତ୍ନ ଗୌରବ ସମ୍ମାନ: ଅଞ୍ଚଳରେ ଖେଳିଗଲା ଖୁସିର ଲହରୀ

ନୂଆପଡ଼ା,୮ା୭ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକ ଭେଳା ଗାଁର ଶିକ୍ଷାବିତ୍‌ ତଥା ଖଡିଆଳ ରାଜା ଏଟି ଉଚ୍ଚ ବିଦ୍ୟାଳୟର ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ଡ. କପିଳେନ୍ଦ୍ର…

ହର୍ମୁଜ୍‌ରେ ୩ ଟ୍ୟାଙ୍କର ଉପରେ ଆକ୍ରମଣ

ତେହରାନ୍‌,୮ା୭: ଇରାନରେ ପୂର୍ବତନ ସୁପ୍ରିମ ଲିଡର ଆୟାତୋଲ୍ଲା ଅଲି ଖାମେନେଇଙ୍କ ଅନ୍ତିମ ସଂସ୍କାର କାର୍ଯ୍ୟକ୍ରମ ଚାଲିଥିବାବେଳେ ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌ରେ ୩ଟି ଟ୍ୟାଙ୍କର ଉପରେ ଆକ୍ରମଣ ହୋଇଛି।…

ସହରାଞ୍ଚଳରେ ସ୍ବଚ୍ଛ ବାୟୁ ପାଇଁ ‘ଲିକ୍ୱିଡ୍‌ ଟ୍ରି’

ଧାନବାଦ,୮ା୭(ପିଟି): କାଉନ୍‌ସିଲ ଅଫ୍‌ ସାଇଣ୍ଟିଫିକ୍‌ ଆଣ୍ଡ ଇଣ୍ଡଷ୍ଟ୍ରିଆଲ୍‌ ରିସର୍ଚ୍ଚ ଏବଂ ସେଣ୍ଟ୍ରାଲ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମାଇନିଂ ଆଣ୍ଡ ଫୁଏଲ ରିସର୍ଚ୍ଚ (ସିଏସ୍‌ଆଇଆର-ସିଆଇଏମ୍‌ଏଫ୍‌ଆର)ର ଗବେଷକମାନେ ଭାରତର ପ୍ରଥମ ମୋବାଇଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri