ଛତ୍ରପୁର, ୧୬।୮(ଡି.ଏନ୍.ଏ.): ଗଞ୍ଜାମ ଜିଲା ଜଜ୍ ରାମ ଶଙ୍କର ହୋତା ରବିବାର ଛତ୍ରପୁର ସବ୍ ଜେଲ ପରିଦର୍ଶନ କରିଛନ୍ତି। ଏହି ସବ୍ ଜେଲରେ ୧୩୨ ଜଣ ପୁରୁଷ ଓ ୫ ଜଣ ମହିଳା ସମୁଦାୟ ୧୩୭ ଅନ୍ତେବାସୀ ଅଛନ୍ତି ପରିଦର୍ଶନ ବେଳେ ଜେଲ ସୁପରିଟେଣ୍ଡେଣ୍ଟ ଶୁଭସ୍ମିତା ବିଶ୍ୱାଳ ଉପସ୍ଥିତ ଥିଲେ।
ଛତ୍ରପୁର, ୧୬।୮(ଡି.ଏନ୍.ଏ.): ଗଞ୍ଜାମ ଜିଲା ଜଜ୍ ରାମ ଶଙ୍କର ହୋତା ରବିବାର ଛତ୍ରପୁର ସବ୍ ଜେଲ ପରିଦର୍ଶନ କରିଛନ୍ତି। ଏହି ସବ୍ ଜେଲରେ ୧୩୨ ଜଣ ପୁରୁଷ ଓ ୫ ଜଣ ମହିଳା ସମୁଦାୟ ୧୩୭ ଅନ୍ତେବାସୀ ଅଛନ୍ତି ପରିଦର୍ଶନ ବେଳେ ଜେଲ ସୁପରିଟେଣ୍ଡେଣ୍ଟ ଶୁଭସ୍ମିତା ବିଶ୍ୱାଳ ଉପସ୍ଥିତ ଥିଲେ।
ଭୁବନେଶ୍ୱର,୭ା୧୦: ଆଗାମୀ ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପୂଜା କମିଟିଗୁଡ଼ିକ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ଭୁବନେଶ୍ୱର ମହାନଗର ନିଗମ (BMC) ଅଞ୍ଚଳରେ…
ଭୁବନେଶ୍ୱର, ୭ା୧୦ (ସୌମ୍ୟରଞ୍ଜନ ରାଉତ)- ରାଜ୍ୟରେ କିଛିଦିନ ହେବ ଖରାତାତି ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଥିବାବେଳେ ଦିନର ତାପମାତ୍ରା ୩୬ ଡିଗ୍ରୀ ପାର୍ କରୁଛି। ତେବେ…
ରାଞ୍ଚି,୭।୧୦: ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ମା’ ରୂପୀ ସୋରେନଙ୍କ ପରଲୋକ ହୋଇଛି । ରାଞ୍ଚିର ଏକ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ…
ଦିଗପହଣ୍ଡି,୭|୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଅନ୍ତର୍ଗତ ଜକର ପଞ୍ଚାୟତ ତେଣ୍ଟୁଆପଡ଼ା ଗ୍ରାମର ଜଣେ ଚାଷୀଙ୍କ ଗୁହାଳରୁ ଛେଳି ଚୋରି ଘଟଣାରେ ପୋଲିସ ୪…
ନୂଆଦିଲ୍ଲୀ,୭।୧୦: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବ ଶର୍ମା ବଡ଼ ବୟାନ ଦେଇଛନ୍ତି । ବୁଧବାର ଏକ କାର୍ଯ୍ୟକ୍ରମରେ ଉଦ୍ବୋଧନ ଦେଇ…
ଭୁବନେଶ୍ୱର,୭।୧୦: ରାଜ୍ୟର ବିଶ୍ୱବିଦ୍ୟାଳୟଗୁଡ଼ିକରେ ଛାତ୍ର ସଂସଦ ପ୍ରକ୍ରିୟା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି। ନିଷ୍ପତ୍ତି ଅନୁଯାୟୀ, ରାଜ୍ୟର ୧୩ଟି ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ…
ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ)-କଲେଜ ନିର୍ବାଚନ ତାରିଖ ନିକଟତର ହେଉଥିବା ବେଳେ କଳାହାଣ୍ଡି ଜିଲାରେ କ୍ୟାମ୍ପସ ରାଜନୀତି ସରଗରମ ହେବାରେ ଲାଗିଛି। ବୁଧବାର ଅପରାହ୍ନରେ ଭବାନୀପାଟଣା କଲେଜ ଛକ…
ଲକ୍ଷ୍ନୌ,୭।୧୦: ଉତ୍ତରପ୍ରଦେଶର ବାରାବଙ୍କିରୁ ସାମ୍ନାକୁ ଆସିଛି ଚକିତ କରିଦେବା ଭଳି ଭିଡିଓ । ଚଳନ୍ତା ଟ୍ରେନରୁ ଡେଇଁ ଯାତ୍ରୀମାନେ ଦୌଡ଼ି ପଳାଉଥିବାର ଦୃଶ୍ୟ ଏବେ ସୋସିଆଲ୍ ମିଡିଆରେ…