ଲାଞ୍ଚ ନେଇ ଧରାପଡ଼ିଲେ ଜିଲା ଶ୍ରମ ଅଧିକାରୀ

ତରବୋଡ଼,୮।୧: ନୂଆପଡ଼ା ଜିଲା ଖରିଆରରୋଡସ୍ଥିତ ଅଫିସରେ ଜଣେ ବ୍ୟକ୍ତିଙ୍କଠାରୁ ଲେବର କାର୍ଡ କରାଇ ଦେବା ପାଇଁ ୪୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଶୁକ୍ରବାର ଜିଲା ଶ୍ରମ ଅଧିକାରୀ ଶରତ କୁମାର ପାଣିଗ୍ରାହୀ ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ନୂଆପଡା ଜିଲା ବୋଡେନ ଥାନା ପଲସଦା ଗାଁର ଶ୍ରୀନିବାସ ବେହେରା ୨୦୦ ଜଣଙ୍କ ଲେବର କାର୍ଡ କରାଇବା ପାଇଁ ଜିଲା ଶ୍ରମ ଅଧିକାରୀ ପାଣିଗ୍ରାହୀଙ୍କୁ କହିଥିଲେ। କାର୍ଡ ପ୍ରତି ସରକାରୀ ଦର ୭୦ ଟଙ୍କା ହିସାବରେ ୧୪ ହଜାର ଟଙ୍କା ଡିପୋଜିଟ କରିବା କଥା । କିନ୍ତୁ ଜିଲା ଶ୍ରମ ଅଧିକାରୀ ତାଙ୍କୁ ୪୦ ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ଶୁକ୍ରବାର ଅଫିସରେ ସେ ୪୦ ହଜାର ଟଙ୍କା ଲାଞ୍ଚ ନେଉଥିଲେ। ସେତିକିବେଳେ ପୂର୍ବରୁ ଜଗିରହିଥିବା ଭବାନୀପାଟଣା ଭିଜିଲାନ୍ସ ଡିଏସ୍‌ପି ସତ୍ୟବାନ ମହାନନ୍ଦଙ୍କ ନେତୃତ୍ୱରେ ଏକ ଟିମ୍‌ ତାଙ୍କୁ ଗିରଫ କରି ୪୦ ହଜାର ଟଙ୍କା ଜବତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହତ୍ୟାକାରୀଙ୍କ ଘର ଜାଳିଦେଲେ ଉତ୍ତ୍ୟକ୍ତ ଲୋକେ: ମୃତଦେହ ରଖି ରାସ୍ତା ଅବରୋଧ, ପୋଲିସ ମୁତୟନ

ଘସିପୁରା/ରାମଚନ୍ଦ୍ରପୁର,୧୫।୧୦(ନିରଞ୍ଜନ ସାହୁ/ଗଣେଶ୍ୱର ସା): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଧୀନ ପଣ୍ଡୁଆ ଛକରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ପୂର୍ବ...

ଚଳିତବର୍ଷ ବାଲିଯାତ୍ରାରେ ଖୋଲିବ ୧୧ ଶହ ଦୋକାନ, ଜାଣନ୍ତୁ କିପରି କରିବେ ପଞ୍ଜିକରଣ

କଟକ,୧୫।୧୦: ପ୍ଲଟ ପଞ୍ଜୀକରଣ କଟକର ଐତିହାସିକ ବାଲିଯାତ୍ରା ଆସନ୍ତା ମାସ ୧୫ରୁ ୨୨ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ । ଏଥିନିମନ୍ତେ ପ୍ଲଟ୍ ଆବଣ୍ଟନ ପାଇଁ...

ଲଢ଼ିଲେ ଗନ୍‌ମ୍ୟାନ, ନିସ୍ତୁକ ମାଡ଼ ଖାଇ ବଞ୍ଚାଇଦେଲେ ୩୮ ଲକ୍ଷ ଟଙ୍କା, ଖସିଗଲେ ୨ ଲୁଟେରା

କେନ୍ଦୁଝର,୧୫।୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): ଯୋଡ଼ା ଥାନା ଅନ୍ତର୍ଗତ କମାରଯୋଡ଼ା ନିକଟରେ ବ୍ୟାଙ୍କ୍ ଅଫ୍ ଇଣ୍ଡିଆର ଏଟିଏମ କାଉଣ୍ଟରରେ ଟଙ୍କା ଭରିବାକୁ ଯାଉଥିବା ଏକ ଭ୍ୟାନରୁ ଟଙ୍କା...

ଗଜପତିରେ ଅଭାବୀ ବର୍ଷା: ଧାନ ଅମଳ ହେବ କି ନାହିଁ ଆଶଙ୍କାରେ

ପାରଳାଖେମୁଣ୍ଡି,୧୫ା୧୦(ଗିରିଧାରୀ ପରିଛା): ଗଜପତି ଜିଲାରେ ଅଭାବୀ ବର୍ଷା ଯୋଗୁ ଚିନ୍ତାରେ ରହିଛନ୍ତି ଚାଷୀ। କ୍ଷେତରେ ଧାନ ଗର୍ଭରେ ଥିବା ବେଳେ ଆଉ କିଛି ଧାନ ଗଛ...

ମୋହନ ସରକାରଙ୍କ ବଡ଼ ନିଷ୍ପତ୍ତି: ଧାନ କିଣାବେଳେ ସିଲ୍‌ ହେବ ପଡ଼ୋଶୀ ରାଜ୍ୟ ସୀମା

ଭୁବନେଶ୍ୱର,୧୫।୧୦: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଖରିଫ୍‌ ଧାନ କିଣା ସଂକ୍ରାନ୍ତରେ ମଙ୍ଗଳବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ରାଜ୍ୟରେ ଧାନ...

ନବୀନଙ୍କ ବଢୁଛି ଟେନଶନ, ରୋକିବାର ନା ନେଉନି ବିଜେଡିର ଗୋଷ୍ଠୀ କନ୍ଦଳ

ଭୁବନେଶ୍ୱର,୧୫।୧୦: ୨୪ବର୍ଷ ଶାସନରେ ଥିବା ବିଜେଡିକୁ ଏବେ ଘାରିଛି ଗୋଷ୍ଠୀ କନ୍ଦଳର ଡର। କ୍ଷମତା ଗଲା ପରେ ଗୋଟିଏ ଦଳରେ ଏ କେଉଁ ପ୍ରକାର ପରିସ୍ଥିତି...

ଓଡ଼ିଶା ଛାଡ଼ିଲା ‘ମୌସୁମୀ’

ଭୁବନେଶ୍ୱର,୧୫।୧୦: ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାରୁ ବିଦାୟ ନେଇଛି। ୧୩ ତାରିଖରେ ମୌସୁମୀ ପ୍ରତ୍ୟାବର୍ତ୍ତନ ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ବୁଧବାର ସୁଦ୍ଧା ଏହା...

ମୁଖ୍ୟମନ୍ତ୍ରୀ ଦେଲେ ସୂଚନା: ଏହି ଦିନ ଆସିବ ‘ସୁଭଦ୍ରା’ ଟଙ୍କା

ଭୁବନେଶ୍ୱର/କେନ୍ଦୁଝର,୧୫।୧୦: ‘ସୁଭଦ୍ରା ଯୋଜନା’କୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌। ଏହାର ପ୍ରଥମ ପର୍ଯ୍ୟାୟର ତୃତୀୟ କିସ୍ତି କେବେ ଆସିବ ସେନେଇ ମହିଳାମାନେ ଚାହିଁ ରହିଛନ୍ତି। ଏମିତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri