ଲାଞ୍ଚ ନେଇ ଧରାପଡ଼ିଲେ ଜିଲା ଶ୍ରମ ଅଧିକାରୀ

ତରବୋଡ଼,୮।୧: ନୂଆପଡ଼ା ଜିଲା ଖରିଆରରୋଡସ୍ଥିତ ଅଫିସରେ ଜଣେ ବ୍ୟକ୍ତିଙ୍କଠାରୁ ଲେବର କାର୍ଡ କରାଇ ଦେବା ପାଇଁ ୪୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଶୁକ୍ରବାର ଜିଲା ଶ୍ରମ ଅଧିକାରୀ ଶରତ କୁମାର ପାଣିଗ୍ରାହୀ ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ନୂଆପଡା ଜିଲା ବୋଡେନ ଥାନା ପଲସଦା ଗାଁର ଶ୍ରୀନିବାସ ବେହେରା ୨୦୦ ଜଣଙ୍କ ଲେବର କାର୍ଡ କରାଇବା ପାଇଁ ଜିଲା ଶ୍ରମ ଅଧିକାରୀ ପାଣିଗ୍ରାହୀଙ୍କୁ କହିଥିଲେ। କାର୍ଡ ପ୍ରତି ସରକାରୀ ଦର ୭୦ ଟଙ୍କା ହିସାବରେ ୧୪ ହଜାର ଟଙ୍କା ଡିପୋଜିଟ କରିବା କଥା । କିନ୍ତୁ ଜିଲା ଶ୍ରମ ଅଧିକାରୀ ତାଙ୍କୁ ୪୦ ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ଶୁକ୍ରବାର ଅଫିସରେ ସେ ୪୦ ହଜାର ଟଙ୍କା ଲାଞ୍ଚ ନେଉଥିଲେ। ସେତିକିବେଳେ ପୂର୍ବରୁ ଜଗିରହିଥିବା ଭବାନୀପାଟଣା ଭିଜିଲାନ୍ସ ଡିଏସ୍‌ପି ସତ୍ୟବାନ ମହାନନ୍ଦଙ୍କ ନେତୃତ୍ୱରେ ଏକ ଟିମ୍‌ ତାଙ୍କୁ ଗିରଫ କରି ୪୦ ହଜାର ଟଙ୍କା ଜବତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହିମାନନ୍ଦ ମିଶ୍ରଙ୍କୁ ଜାମିନ: ତଳକୋର୍ଟ ନିର୍ଦ୍ଧାରଣ କରିବେ ଜାମିନ ସର୍ତ୍ତ

କଟକ ଅଫିସ, ୧୪ା୧୧- ପାରାଦୀପ ସିୱେଜ ଶିପିଙ୍ଗ କମ୍ପାନୀ ମ୍ୟାନେଜର ମହେନ୍ଦ୍ର ସ୍ବାଇଁ ହତ୍ୟା ମାମଲାରେ ଗିରଫ ହୋଇ ଜେଲ୍‌ରେ ଥିବା ଶିଳ୍ପପତି ମହିମାନନ୍ଦ ମିଶ୍ରଙ୍କୁ...

ମହିଳାଙ୍କୁ ସ୍ବାବଲମ୍ବୀ କରିବାକୁ ଜେଏସ୍‌ଡବ୍ଲ୍ୟୁର ପ୍ରୟାସ

ପାରାଦୀପ, ୧୧ା୧ (ସ୍ବ.ପ୍ର.): ପାରାଦୀପଠାରେ ହେବାକୁ ଥିବା ଜେଏସ୍‌ଡବ୍ଲ୍ୟୁ ଉତ୍କଳ ଷ୍ଟିଲ କମ୍ପାନୀ ପକ୍ଷରୁ ଶୁକ୍ରବାର ଶିଳ୍ପ ପ୍ରଭାବିତ ଗ୍ରାମର ସ୍ବୟଂ ସହାୟିକା ଗୋଷ୍ଠୀର ମହିଳାଙ୍କ...

ଅସ୍ତ୍ରୋପଚାର ବେଳେ ରହିଗଲା ଛୁଞ୍ଚି

ନୟାଗଡ଼ ଅଫିସ,୩୦।୧୨: ନିରାପଦ ପ୍ରସବ ପାଇଁ ଜଣେ ମହିଳାଙ୍କୁ ତାଙ୍କ ପରିବାର ଲୋକେ ନୟାଗଡ଼ ଜିଲା ଖଣ୍ଡପଡ଼ା ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ନର୍ମାଲ ଡେଲିଭରି ବି...

ଅବହେଳିତ ଅବସ୍ଥାରେ ବକ୍ସି ଜଗବନ୍ଧୁଙ୍କ ପ୍ରତିମୂର୍ତ୍ତି

ଖୋର୍ଦ୍ଧା ଅଫିସ,୧୪ା୧୧: ଭାରତୀୟ ମୁକ୍ତି ସଂଗ୍ରାମର କଥା ଉଠିଲେ, ପ୍ରଥମ ସ୍ବାଧୀନତା ଆନ୍ଦୋଳନର ପାଇକ ବିଦ୍ରୋହ ଓ ପାଇକ ବୀରଙ୍କ କଥା ମନେପଡ଼େ। ପାଇକ ବିଦ୍ରୋହର...

ବ୍ଲକସ୍ତରୀୟ ସ୍ବାଧୀନତା ଦିବସ ପ୍ରସ୍ତୁତି ବୈଠକ

ନୂଆପଡା ଅଫିସ/ବୋଡେନ,୧୨ା୮: ନୂଆପଡା ଜିଲା ବୋଡେନ ବ୍ଲକ ସଭାଗୃହରେ ବିଡିଓ ପୂର୍ଣ୍ଣ ନ୍ଦ୍ର ଭୋଇଙ୍କ ସଭାପତିତ୍ୱରେ ସ୍ବାଧୀନତା ଦିବସ ପାଳନ ଲାଗି ଏକ ପ୍ରସ୍ତୁତି ବୈଠକ...

ଏନ୍‌ଏଚ୍‌ରେ ଜଳୁନି ହାଇମାଷ୍ଟ

କେନ୍ଦୁଝର, ୨୦ା୩ (ସ୍ବ.ପ୍ର.)-କେନ୍ଦୁଝର ଜିଲାର ୨୦ନମ୍ବର ଜାତୀୟରାଜପଥର ବିଭିନ୍ନ ସ୍ଥାନରେ ଥିବା ଓଭର ବ୍ରିଜ ଉପରେ ଓ ଜନଗହଳିପୂର୍ଣ୍ଣ ଛକ ରାସ୍ତା ଗୁଡ଼ିକରେ ଲୋକ ତଥା...

ବୁଗୁଡ଼ା ବ୍ଲକ: ୩ ସନ୍ଦିଗ୍ଧଙ୍କୁ ପରୀକ୍ଷା ପାଇଁ ପଠାଗଲା ବ୍ରହ୍ମପୁର

ବୁଗୁଡ଼ା,୨୮ା୪(ଡି.ଏନ.ଏ.)-ବୁଗୁଡ଼ା ବ୍ଲକର ୩ ସନ୍ଦିଗ୍ଧଙ୍କୁ ପରୀକ୍ଷା ପାଇଁ ସୋମବାର ବ୍ରହ୍ମପୁର ବଡ ମେଡିକାଲକୁ ପଠାଯାଇଥିବା ବିଡିଓ ତଥା ନୋଡାଲ ଅଧିକାରୀ ତନ୍ମୟ ପାତ୍ର କହିିଛନ୍ତି। ଭୁବନେଶ୍ୱର...

ଡରାଇଲାଣି ଭଦ୍ରକ : ଆଜି ଚିହ୍ନଟ ସମସ୍ତ ଆକ୍ରାନ୍ତ ସ୍ଥାନୀୟ ଅଞ୍ଚଳର

ଭଦ୍ରକ ଅଫିସ,୨୫।୮: ଭଦ୍ରକ ଜିଲାରେ ମଙ୍ଗଳବାର ୫୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ପଜିଟିଭ୍‌ଙ୍କୁ ମିଶାଇ ଜିଲାରେ ମୋଟ ଆକ୍ରନ୍ତଙ୍କ ସଂଖ୍ୟା ୨୨୨୩ରେ...

Advertisement
Archives

Model This Week