ନିୟନ୍ତ୍ରଣ ବାହାରେ କରୋନା: ରାୟଗଡ଼ାକୁ ୭ ଦିନ ପାଇଁ ଶଟ୍‌ଡାଉନ୍‌ ଘୋଷଣା କଲେ ଜିଲାପାଳ

ରାୟଗଡ଼ା ଅଫିସ,୨୨।୭: ରାୟଗଡ଼ା ଜିଲାକୁ ୭ ଦିନ ପାଇଁ ଶଟ୍‌ଡାଉନ୍‌ ଘୋଷଣା କରାଯାଇଛି। ବୁଧବାର ଗୋଟିଏ ଦିନରେ ୯୬ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। କରୋନା ସଂକ୍ରମଣ ନିୟନ୍ତ୍ରଣ ପାଇଁ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଛି। ତଦନୁଯାୟୀ ଗୁରୁବାରଠାରୁ ୨୯ ତାରିଖ ଯାଏ ଜିଲା ଶଟ୍‌ଡାଉନ୍‌ ରହିବ ବୋଲି ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ଅତି ଜରୁରୀ ନ ଥିଲେ ଘରୁ ନ ବାହାରିବା ପାଇଁ କୁହାଯାଇଛି। ତେବେ ଏହି ସମୟରେ ଅତ୍ୟାବଶ୍ୟକ ସେବାଗୁଡ଼ିକ ଖୋଲା ରହିବ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ତାଳଚେର ବିଧାୟକଙ୍କ ସୁରକ୍ଷା ପାଇଁ ଦାବିପତ୍ର: ୧୬ ଭିତରେ ଦୁର୍ବୃତ୍ତ ଗିରଫ ନ ହେଲେ ଧାରଣା

ଅନୁଗୋଳ ଅଫିସ, ୯।୧୨ – ଅନୁଗୋଳ ଜିଲା ତାଳଚେର ବିଧାୟକ ବ୍ରଜ କିଶୋର ପ୍ରଧାନଙ୍କୁ କେହି ଟାର୍ଗେଟ୍‌ କରୁଛନ୍ତି। ବାରମ୍ବାର ତାଙ୍କ ଗାଡ଼ି ପୋଡ଼ି ଦେଉଛନ୍ତି।...

ଆଜି ରାଜ୍ୟରୁ ୮୪୯ କରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୨୬।୮(ବ୍ୟୁରୋ): ଗୁରୁବାର ରାଜ୍ୟରୁ ୨୮୦୩ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୦୪,୦୫୯ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ...

ହାଇକୋର୍ଟ ସ୍ଥାୟୀ ବେଞ୍ଚ ପୁନଃ ପ୍ରତିଷ୍ଠା ଦାବିରେ ଦୁଇଦିନିଆ ସରକାରୀ ଅଫିସ ବନ୍ଦ

ବଲାଙ୍ଗୀର ଅଫିସ, ୧୬।୧୦: ବଲାଙ୍ଗୀରରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପୁନଃ ପ୍ରତିଷ୍ଠା ଦାବିରେ ଜିଲା ଓକିଲ ସଂଘ ପକ୍ଷରୁ ବୁଧବାରଠାରୁ ଦୁଇଦିନିଆ କେନ୍ଦ୍ର ଓ ରାଜ୍ୟ...

ଅବସରପ୍ରାପ୍ତ ପ୍ରଶାସନିକ ଅଧିକାରୀଙ୍କ ପରଲୋକ

ପାଟଣା,୮।୨(ସ୍ବ. ପ୍ର.): କେନ୍ଦୁଝର ଜିଲା ସଦର ବ୍ଲକ ନେଲୁଙ୍ଗ ଗ୍ରାମରେ ଅବସର ପ୍ରାପ୍ତ ପ୍ରଶାସନିକ ଅଧିକାରୀ ତଥା ଶିକ୍ଷାବିତ ପ୍ରହ୍ଲାଦ ଦାଶଙ୍କ ସୋମବାର ରାତ୍ରିରେ ପରଲୋକ...

ଚକିତ ନୁହେଁ, ଚିନ୍ତିତ

ଅନୁଗୋଳ ଅଫିସ, ୨୨।୪:  ରାଜ୍ୟରେ କରୋନା ଯେପରି କାୟା ମେଲାଇ ଚାଲିଛି, ତହିଁରେ ମାଟ୍ରିକ ପରୀକ୍ଷା କରିବା ସମ୍ଭବ ନୁହେଁ। ଏହା ଉପଲବ୍ଧି କରିବା ପରେ...

କୋଭିଡ ଯୋଦ୍ଧାଙ୍କୁ ସମ୍ମାନ ଜଣାଇଲା ଗଞ୍ଜାମ ପୋଲିସ

ଛତ୍ରପୁର,୩୦ା୫(ଡି.ଏନ.ଏ.)-ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁରୋଧକ୍ରମେ ଶନିବାର ଅପରାହ୍ନରେ ଛତ୍ରପୁରସ୍ଥିତ ପୋଲିସ ପଡିଆରେ ବନ୍ଦେ ଉତ୍କଳ ଜନନୀ ସଙ୍ଗୀତ ଗାନ ପାଇଁ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।...

କୋଇଲା ବୋଝେଇ ଟ୍ରକରେ ଲାଗିଲା ନିଆଁ

ରାୟଗଡ଼ା ଅଫିସ,୨୭।୧: ରାୟଗଡ଼ା ବ୍ଲକ ଲାଡ଼ା ଗ୍ରାମ ନିକଟରେ ସର୍ଟସର୍କିଟ ଘଟି ଏକ କୋଇଲା ବୋଝେଇ ଟ୍ରକରେ ବୁଧବାର ସକାଳେ ନିଆଁ ଲାଗି ଯାଇଛି। ଗାଡ଼ି...

ବିଦ୍ୟୁତ୍‌ ଷ୍ଟ୍ରକ୍ଚର କାର୍ଯ୍ୟକ୍ଷମ ହେବାରେ ବିଳମ୍ବ

ଚାନ୍ଦବାଲି,୧୭।୪(ଡି.ଏନ୍‌.ଏ.)-ଭଦ୍ରକ ନେସ୍କୋ ବିଦ୍ୟୁତ୍‌ ଡିଭିଜନ, ତିହିଡ଼ି ସବ୍‌ଡିଭିଜନ ଓ ଚାନ୍ଦବାଲି ସେକ୍ସନ ଅଧୀନ ମତୋ  ୩୩/୧୧ କେଭି ବିଦ୍ୟୁତ୍‌ ଷ୍ଟ୍ରକ୍ଚର କାର୍ଯ୍ୟକ୍ଷମ ହେବାରେ ବିଳମ୍ବ ହେଉଛି।...

Advertisement
Archives

Model This Week