ତଳିଆ ଅଞ୍ଚଳରେ ଜଳମଗ୍ନ: ପରିଦର୍ଶନ କଲେ ବଲାଙ୍ଗୀର ଜିଲାପାଳ

ବଲାଙ୍ଗୀର ଅଫିସ,୧୪।୯: ତିନି ଦିନର ଲଗାଣ ବର୍ଷାରେ ବଲାଙ୍ଗୀର ସହରର ବିଭିନ୍ନ ଗାଁର ତଳିଆ ଅଞ୍ଚଳରେ ଜଳମଗ୍ନ ପରିସ୍ଥିତି ସୃଷ୍ଟି ହୋଇଛି। ବିଭିନ୍ନ ଲୋକଙ୍କ ଘର ଭିତରକୁ ପାଣି ପଶି ଆସବାବପତ୍ର ନଷ୍ଟ ହୋଇଛି। ଜିଲାପାଳ ଚଞ୍ଚଳ ରାଣା ମଙ୍ଗଳବାର ତୁଲସୀନଗର ପଡ଼ାର ଜଳପ୍ଲାବିତ ଅଞ୍ଚଳ ପରିଦର୍ଶନ କରିଛନ୍ତି। ତାଙ୍କ ସହ ଡିଆରଡିଏ ପିଡି ସୁଶାନ୍ତ ସିଂ, ପୂର୍ତ୍ତ ବିଭାଗ ନିର୍ବାହୀ ଯନ୍ତ୍ରୀ ନଳିନୀକାନ୍ତ ଦାଶ ପରିଦର୍ଶନ କରିଛନ୍ତି । ବର୍ଷା ପାଣି ନିଷ୍କାସନ ପାଇଁ ସରକାରୀ ଆୟୁର୍ବେଦ କଲେଜର ପାଚେରି ଭଙ୍ଗା ଯାଇଛି। ମାଳପଡା, ବରପାଲିପଡା, ରୁଗୁଡିପଡା, ସତ୍ୟନାରାୟଣପଡା ଓ ଅନ୍ୟ ଅଞ୍ଚଳରେ ଲୋକଙ୍କ ଘର ଭିତରକୁ ପାଣି ପଶି ଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

‘ଅନ୍‌ଲାଇନ୍‌ ବ୍ୟବସାୟ ଟ୍ରେଡର୍ସଙ୍କ ସମସ୍ୟା ବଢ଼ାଉଛି’

ଅନୁଗୋଳ ଅଫିସ, ୩୦।୮: ଓଡ଼ିଶା ଫୁଟ୍‌ ଓ୍ବେୟାର ଟ୍ରେଡର୍ସ ଆସୋସିଏଶନ୍‌ (ଓଏଫ୍‌ଟିଏ) ସଦସ୍ୟଙ୍କୁ ନେଇ ଏକ ସମ୍ମିଳନୀ ଅନୁଗୋଳରେ ଅନୁଷ୍ଠିତ ହୋଇଯାଇଛି। ଓଏଫ୍‌ଟିଏ ସଭାପତି ଓମ୍‌ପ୍ରକାଶ...

ଭଙ୍ଗାଗଲା ମଣିପୁର ଭବନ

ପୁରୀ ଅଫିସ, ୮ା୨: ଶ୍ରୀମନ୍ଦିର ଚୌହଦିରୁ ଉଚ୍ଛେଦ କାର୍ଯ୍ୟ ଜାରି ରହିଛି। ଏପ୍ରିଲ ସୁଦ୍ଧା ଶ୍ରୀମନ୍ଦିର ଐତିହ୍ୟ କରିଡ଼ର ନକ୍ସା ଚୂଡ଼ାନ୍ତ ହେବାକୁ ରହିଛି। ତେଣୁ...

ସରକାରୀ ଜମି ହଡ଼ପ ଅଭିଯୋଗ: ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଲୋକପ୍ରତିନିଧିଙ୍କ ଅନଶନ

ଦାରିଙ୍ଗିବାଡ଼ି,୧୬ା୯(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କାର୍ଯ୍ୟାଳୟରେ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ମନମୁଖି ଶାସନ ଏବଂ ସ୍ଥାନୀୟ ବିଧାୟକ ବିଜୁ ପାଠାଗାର ନାମରେ ସରକାରୀ ଜମି...

କରୋନା ପ୍ରଭାବ: ଖାଦ୍ୟ ସଙ୍କଟରେ ଯାଯାବର ପରିବାର

କେନ୍ଦୁଝର, ୨୮ା୩ (ସ୍ବ.ପ୍ର.)-କରୋନା ସଂକ୍ରମଣ ରୋକିବା ପାଇଁ ଲକ ଡାଉନ ଘୋଷଣା, ଅନେକ ଜନଜୀବନକୁ ବ୍ୟତିବ୍ୟସ୍ତ କରିପକାଇଛି। ଲକ ଡାଉନ୍‌ ଘୋଷଣା ହେବା ପରେ ପ୍ଲାଷ୍ଟର...

ଚତୁର୍ଥୀ ପୂର୍ବରୁ ଆତ୍ମହତ୍ୟା କଲେ ନବବଧୂ

ଢେଙ୍କାନାଳ ଅଫିସ,୨୦।୨: ଆଖିରେ ଆଖିଏ ସ୍ବପ୍ନ, ମନରେ ଅସୁମାରୀ ଆଶା ନେଇ ମାତ୍ର ୩ଦିନ ତଳେ ଆରମ୍ଭ କରିଥିଲେ ନୂଆ ଜୀବନ। ଲିଭି ନ ଥିଲା...

ଜିଲା ମୁଖ୍ୟ ଚିକିତ୍ସାଳୟରେ ସଫଳ ଅସ୍ତ୍ରୋପଚାର: ପେଟରୁ ବାହାରିଲା ୫୦୦ ଗ୍ରାମ୍‌ର ପଥୁରି

ମାଲକାନଗିରି,୭।୧୨(ଡି.ଏନ୍‌.ଏ.)- ମାଲକାନଗିରି ଜିଲା ମୁଖ୍ୟ ଚିକିସତ୍ାଳୟରେ ଶୁକ୍ରବାର ଏକ ସଫଳ ଅସ୍ତ୍ରୋପଚାର କରାଯାଇଛି। ଜିଲାର ମାଥିଲି ବ୍ଲକ୍‌ କିଆଙ୍ଗ ପଞ୍ଚାୟତର ଜାମୁଗୁଡ଼ା ଗ୍ରାମର ଇର୍ମା ପଡ଼ିଆମିଙ୍କ...

ତିନି ବଖରା ଜଳିଗଲା

ପୁରୁଣାକଟକ, ୨୫ା୫(ଡି.ଏନ.ଏ.) : ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ବୀରନସିଂହପୁର ପଞ୍ଚାୟତ ଅନ୍ତର୍ଗତ ଚମ୍ପାମାଲ ଗ୍ରାମର ଅଚ୍ୟୁତ ମହାନନ୍ଦିଆଙ୍କ ଘରେ ନିଆଁଲାଗି ତିନି ବଖରା ଘର...

ଦାଦନ ଯାଇ ଜୀବନ ଗଲା

କାମାକ୍ଷାନଗର, ୩୦।୮(ଡି.ଏନ୍‌.ଏ.) – ଢେଙ୍କାନାଳ ଜିଲାରେ ଦାଦନ ଦୁଃଖର ଦାରୁଣ ଚିତ୍ର ପଦାକୁ ଆସିଛି। ପେଟ ପାଟଣା ଚିନ୍ତାରେ ବାଙ୍ଗାଲୋର ଯାଇଥିବା ଜଣେ ଯୁବକ ରୋଗଗ୍ରସ୍ତ...

Advertisement
Archives

Model This Week