ଭୁଲ ଇଞ୍ଜେକସନ୍‌ ଦେଇଦେଲେ ଡାକ୍ତର, ଚାଲିଗଲା ୫ମାସ ଶିଶୁର ଜୀବନ!

ବୁଗୁଡା,୨୨।୨: ଡାକ୍ତର ଭୁଲ ଇଞ୍ଜେକସନ ଦେବା ଯୋଗୁ ଚାଲିଗଲା ପାଞ୍ଚ ମାସ ଶିଶୁର ଜୀବନ। ଏପରି ଅଭିଯୋଗ ଆସିଛି ଗଞ୍ଜାମ ଜିଲା ବୁଗୁଡା ସହରର ନେଳିଆବନ୍ଧ ସାହିରେ। ଏନେଇ ବୁଗୁଡା ମେଡିକାଲରେ ଉତ୍ତେଜନା ପ୍ରକାଶ ପାଇଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚିବା ପରେ ପରିସ୍ଥିତି ଥଣ୍ଡା ପଡିଛି।

ସୂଚନାଥାଉ କି, ବୁଧବାର ସକାଳେ ପାଞ୍ଚ ମାସର ଶିଶୁଟିକୁ ପରିବାର ଲୋକେ ଟିକା ଦେବା ପାଇଁ ବୁଗୁଡା ମେଡିକାଲକୁ ଆଣିଥିଲେ। ଟିକା ନେଇ ଶିଶୁଟି ଘରକୁ ଫେରିଥିଲା। ବିଳମ୍ବିତ ରାତିରେ ଶିଶୁଟି ଅସୁସ୍ଥ ହୋଇପଡିବାରୁ ପରିବାର ଲୋକେ ତାକୁ ପୁଣି ବୁଗୁଡା ମେଡିକାଲକୁ ଆଣିଥିଲେ। ସେଠାରେ ଡାକ୍ତର ଶିଶୁଟିକୁ ମୃତ ଘୋଷଣା କରିଥିଲେ।

ପରେ ଡାକ୍ତରଖାନାରେ ଉତ୍ତେଜନା ପ୍ରକାଶ ପାଇଛି। ଶିଶୁଟି ଡାକ୍ତର ଭୁଲ ଇଞ୍ଜେକସନ ଦେବା ଯୋଗୁ ତାର ମୃତ୍ୟୁ ଘଟିଥିବା ପରିବାର ଲୋକେ ଅଭିଯୋଗ ଆଣିଛନ୍ତି। ଉତ୍ତ୍ୟକ୍ତ ଲୋକମାନେ ମେଡିକାଲ ଭିତରେ ପଶି ଭଙ୍ଗାରୁଜା କରିଛନ୍ତି। ପୋଲିସ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିବା ପରେ ଉତ୍ତେଜନା ଥମିଥିଲା। ଏନେଇ ବୁଗୁଡା ଡାକ୍ତରଖାନା ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିନାହିଁ। ପୋଲିସ ଘଟଣାର ତଦନ୍ତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ମହାଶକ୍ତିଶାଳୀ ବୁଧାଦିତ୍ୟ ରାଜଯୋଗ: ଆଜିଠୁ ୫ ରାଶିଙ୍କ ଗୋଲଡେନ୍‌ ସମୟ ଆରମ୍ଭ, ଲାଗିବ ଲଟେରୀ, ଟଙ୍କାରେ ଶୋଇବେ!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ୧୭ ସେପ୍ଟେମ୍ବର ୨୦୨୬ରେ ସୂର୍ଯ୍ୟ ସିଂହ ରାଶିରୁ ବାହାରି କନ୍ୟା ରାଶିରେ ପ୍ରବେଶ କରିବେ। ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ସକାଳ ୭ଟା…

ପ୍ରଧାନମନ୍ତ୍ରୀ ମୋଦିଙ୍କ ନାମରେ ଅଛି ଏତେ ସମ୍ପତ୍ତି, ଜାଣନ୍ତୁ ପ୍ରପର୍ଟିର ପୂରା ତଥ୍ୟ

ନୂଆଦିଲ୍ଲୀ,୧୭।୯: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ। ଏହି ଅବସରରେ ତାଙ୍କ ଜୀବନ ଓ ବ୍ୟକ୍ତିଗତ ସମ୍ପତ୍ତିକୁ ନେଇ ମଧ୍ୟ ଚର୍ଚ୍ଚା ହେଉଛି। ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟ (PMO)ରେ…

ସମ୍ବଲପୁରରେ ଡପ୍‌ଲର ୱେଦର ରାଡାରର ଉଦ୍‌ଘାଟନ

ସମ୍ବଲପୁର, ୧୭ା୯ (ପ୍ରମୋଦ ବହିଦାର): ପବିତ୍ର ନୂଅଁାଖାଇ ଉତ୍ସବ ଅବସରରେ ସମ୍ବଲପୁରରେ ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା କ୍ଷେତ୍ରରେ ଏକ ନୂତନ ଅଧ୍ୟାୟ ଯୋଡ଼ିହୋଇଛି। କେନ୍ଦ୍ର ବିଜ୍ଞାନ ଓ…

୧୯ରେ ଲଘୁଚାପ, ଶୁକ୍ରବାରଠାରୁ ବଢ଼ିବ ବର୍ଷା: ସମ୍ଭାବ୍ୟ ବାତ୍ୟାକୁ ନେଇ ଆଇଏମ୍‌ଡି ଡିଜି କହିଲେ…

ଭୁବନେଶ୍ୱର, ୧୭ା୯(ବନ୍ଦନା ସେଠୀ):ଉତ୍ତର ଥାଇଲାଣ୍ଡ ଉପରେ ବୁଧବାର ସକାଳ ୮ଟା ୩୦ ବେଳକୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୧୮ ତାରିଖ ସନ୍ଧ୍ୟାରେ ଘୂର୍ଣ୍ଣିବଳୟ ଉତ୍ତର…

ରାଉରକେଲାରେ ଲଜ୍ଜା! ମାନସିକ ବିକାରଗ୍ରସ୍ତ ମହିଳାଙ୍କୁ ଯୌନ ଉତ୍ପୀଡ଼ନ, ଦେହରେ କ୍ଷତବିକ୍ଷତ ଚିହ୍ନ; ଖୋଳତାଡ଼ କରୁଛି…

ରାଉରକେଲା, ୧୬।୯ (ସଙ୍ଗୀତା ଜେନା): ରାଉରକେଲା ସେକ୍ଟର-୩ ଥାନା ଅନ୍ତର୍ଗତ ସେକ୍ଟର-୨ ଏନ୍‌ଏସି ମାର୍କେଟ ଅଞ୍ଚଳରେ ଜଣେ ମାନସିକ ବିକାରଗ୍ରସ୍ତ ମହିଳାଙ୍କ ସହ ଯୌନ ଉତ୍ପୀଡ଼ନ ହୋଇଥିବା…

ବାତ୍ୟା ଆକଳନ ହୋଇନି, ଆତଙ୍କିତ ହୁଅନ୍ତୁ ନାହିଁ

ଭୁବନେଶ୍ୱର, ୧୬ା୯ (ବନ୍ଦନା ସେଠୀ) – ଉତ୍ତର ଥାଇଲାଣ୍ଡ ଉପରେ ବୁଧବାର ସକାଳ ୮ଟା ୩୦ ବେଳକୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୧୮ ତାରିଖ…

ଛାତ୍ର ଆନ୍ଦୋଳନ ଆଗରେ ନଇଁଲେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ! ପ୍ରକାଶ ପାଇଲା ସଂଶୋଧିତ ମାର୍କସିଟ୍, ବଢ଼ିଲା ଯୁକ୍ତ ୩ ପାସ୍ ହାର

ଭଞ୍ଜନଗର, ୧୬।୯ (ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ପକ୍ଷରୁ ପ୍ରକାଶିତ ଯୁକ୍ତ ୩ ଦ୍ୱିତୀୟ ସେମିଷ୍ଟର ପରୀକ୍ଷା ଫଳକୁ ନେଇ ସୃଷ୍ଟି ହୋଇଥିବା ଅସନ୍ତୋଷ ଶେଷରେ ଥମିବାରେ…

ହାଟଡିହୀରେ ଶିକ୍ଷକ ସଂଘର ମହାମନ୍ଥନ! ନୂଆ ଆବାହକ ହେଲେ ଶଶି ଭୂଷଣ ପୁହାଣ, ସମସ୍ୟାର ସମାଧାନ ପାଇଁ ସଜବାଜ

ହାଟଡିହୀ/ଛେନାପଦୀ, ୧୬/୯ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଣା ମଠଠାରେ ଏନପିଏସ ଶିକ୍ଷକ ସଂଘର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବରିଷ୍ଠ ଶିକ୍ଷକ ଶଶି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?