ନ୍ୟାୟ, ସୁରକ୍ଷା ଦାବିରେ ଆନ୍ଦୋଳନକୁ ଓହ୍ଲାଇଲେ ଡାକ୍ତର

ଛତ୍ରପୁର,୧୭ା୮(ସନ୍ତୋଷ ପାଢ଼ୀ): ବହୁ ଚର୍ଚ୍ଚିତ ପଶ୍ଚିମବଙ୍ଗ ରାଜ୍ୟର କୋଲକାତା ଆର୍‌.ଜି କର ମେଡିକାଲ କଲେଜ ଓ ମେଡିକାଲରେ ଟ୍ରେନିଂ ଡାକ୍ତରୀ ମହିଳାଙ୍କୁ କାର୍ଯ୍ୟରତ ଅବସ୍ଥାରେ ବଳାତ୍କାର ପରେ ହତ୍ୟା ଘଟଣାକୁ ସାରା ଦେଶରେ ଡାକ୍ତରମାନେ ପ୍ରତିବାଦ କରି ଆସୁଛନ୍ତି । ଏନେଇ ଶନିବାର ଗଞ୍ଜାମ ଜିଲା ହେଡ୍‌କ୍ୱାର୍ଟରରେ ଥିବା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟର କାର୍ଯ୍ୟରତ ଡାକ୍ତରମାନେ କଳାବ୍ୟାଜ୍‌ ପିନ୍ଧି ରୋଗୀଙ୍କୁ ସେବା ଯୋଗାଇବା ସହ ମହିଳା ଡାକ୍ତରୀଙ୍କୁ ନ୍ୟାୟ ମିଳିବା ଏବଂ ଡାକ୍ତରଙ୍କୁ ସୁରକ୍ଷା ଯୋଗାଇବା ପାଇଁ ପ୍ରତିବାଦ କରିଛନ୍ତି। ଏହି ପ୍ରତିବାଦ କରିବା ସମୟରେ ଡା.ସୁଦର୍ଶନ ସାହୁ, ଡା. ଅଲେଖ ପ୍ରଧାନ, ଡା. ନିକୁଞ୍ଜ ବିହାରୀ ଦାସ, ଡା. ମୋହନ ବାରିକ, ଡା. ବୀରେନ୍ଦ୍ର କିଶୋର ନାୟକ, ଡା. ଚନ୍ଦନ ରଥ, ଡା. ବିବେକ କୁମାର, ଡା. ମଧୁଛନ୍ଦା ପଣ୍ଡା, ଡା. ସୁଚରିତା ସାହୁ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରୋଜଗାର ଦେଇଛି ଶ୍ରାବଣ ଛତୁ: କିଲୋ ପିଛା ୫ ଶହ ଟଙ୍କା ପର୍ଯ୍ୟନ୍ତ ବିକ୍ରି, ବଢୁଛି ଚାହିଦା

ଦାରିଙ୍ଗବାଡ଼ି, ୯।୮ (ଅରୁଣ ସାହୁ): ଏବେ ଚାଲିଛି ଶ୍ରାବଣ ମାସ। ଶ୍ରାବଣ ବର୍ଷା ମଧ୍ୟ ଛାଡ଼ିବାର ନାଁ ଧରୁନାହିଁ। ଏଭଳି ପରିସ୍ଥିତିରେ ଶ୍ରମିକ ଶ୍ରେଣୀର ଲୋକଙ୍କ ପାଇଁ…

ଅଗଷ୍ଟ ୧୬ରୁ ୧୦୦୦ଟଙ୍କାର ସିଲିଣ୍ଡର ହୋଇଯିବ ୨୯୦୦! ତୁରନ୍ତ କରନ୍ତୁ ଏହି କାମ, ନଚେତ୍‌…

ନୂଆଦିଲ୍ଲୀ, ୯।୮: ଯଦି ଆପଣଙ୍କର ଏଲପିଜି (LPG) ଗ୍ୟାସ ସଂଯୋଗ ଅଛି, ତେବେ ଏହି ଖବରଟି ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ୧୬ ଅଗଷ୍ଟ ସୁଦ୍ଧା ଇ-କେୱାଇସି…

ଚନ୍ଦ୍ରଙ୍କ ଉପରେ ଶନି-ରାହୁଙ୍କ ଛାୟା! ୨୮ ଅଗଷ୍ଟରୁ ୪ ରାଶିଙ୍କ ପାଇଁ ବଢ଼ିପାରେ ଅସୁବିଧା, ଲାଗିବ ବଡ଼ ଝଟକା…

ଜ୍ୟୋତିଷ ଶାସ୍ତ୍ରରେ, ଚନ୍ଦ୍ରଗ୍ରହଣକୁ ଏକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ, ସମ୍ବେଦନଶୀଳ ଏବଂ ଜ୍ୟୋତିଷ ଦୃଷ୍ଟିରୁ ପ୍ରଭାବଶାଳୀ ଘଟଣା ଭାବରେ ବିବେଚନା କରାଯାଏ । ୨୦୨୬ ମସିହାର ଶେଷ ଚନ୍ଦ୍ରଗ୍ରହଣ…

ନିଶାମୁକ୍ତ ଯୁବସମାଜ

ଆଜିକାଲିର ଯୁବପିଢ଼ି ନିଶାଦ୍ରବ୍ୟକୁ ନିତ୍ୟବ୍ୟବହାର୍ଯ୍ୟ ଦ୍ରବ୍ୟ କରିସାରିଲେଣି। ଗ୍ଲୋବାଲ ୟୁଥ୍‌ ଟୋବାକୋ ସର୍ଭେ (ଜିୱାଇଟିଏସ୍‌) ୨୦୧୯ ଅନୁଯାୟୀ, ସାରା ଦେଶରେ ୧୩ରୁ ୧୫ ବର୍ଷ ବୟସର ୮.୫…

ବସ୍ତାନିରୁ ସ୍କୁଲ ବ୍ୟାଗ: ଭାରରୁ ବିଚାର ପର୍ଯ୍ୟନ୍ତ

ପିଲାବେଳେ କାନ୍ଧରେ ବସ୍ତାନି ପକେଇ ସ୍କୁଲ ଗଲାବେଳର ସ୍ମୃତି ନିଆରା। ଆଜିର ସ୍କୁଲ ବ୍ୟାଗକୁ ଦେଖିଲେ ଲାଗେ, ସେହି ବସ୍ତାନିର ସରଳତା ଓ ସ୍ନେହ ଏବେ ମଧ୍ୟ…

ପ୍ରତିବାଦରେ ବାଧା

ଚଳିତ ସପ୍ତାହରେ ଦିଲ୍ଲୀ ହାଇକୋର୍ଟରେ ଏକ ଅଦ୍ଭୁତ ବିତର୍କ ଦେଖିବାକୁ ମିଳିଥିଲା। ସରକାରଙ୍କୁ ପଚରାଯାଇଥିଲା, ପ୍ରତିବାଦ ପାଇଁ ଯନ୍ତରମନ୍ତର ଅଞ୍ଚଳକୁ ବ୍ୟବହାର କରିବାକୁ କାହିଁକି ବନ୍ଦ କରାଯାଉନାହିଁ।…

ଘର ଭାଙ୍ଗିଦେଇଛି ପ୍ରଶାସନ, ହସ୍ପିଟାଲରେ ମୃତଦେହ

ବଲାଙ୍ଗୀର,୯।୮(ବୀରେନ୍ଦ୍ର କୁମାର ଝାଙ୍କର): ଲୋୟର ସୁକ୍‌ତେଲ ପ୍ରକଳ୍ପ ପ୍ରଭାବିତ ଲୋଇସିଂହା ବ୍ଲକର ତବଲବାଞ୍ଜି ଗାଁରେ ବିସ୍ଥାପନର ଏକ କରୁଣ ଚିତ୍ର ଲୋକଲୋଚନକୁ ଆସିଛି। ଦୁର୍ଘଟଣାରେ ଗୁରୁତର ଆହତ…

Mettle Meet 2026: ଆଜି ଗ୍ରାଣ୍ଡ୍‌ ଫିନାଲେ, ମୁହାଁମୁହିଁ ହେବେ ୮ ଲେଖାଏ ଟିମ୍‌

ଭୁବନେଶ୍ୱର,୯।୮(ବନ୍ଦନା ସେଠୀ/ସୁଚିସ୍ମିତା ସାହୁ): ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ ଶନିବାର ରାଜ୍ୟସ୍ତରୀୟ କୁଇଜ୍‌ ପ୍ରତିଯୋଗିତାର ଦଶମ ସଂସ୍କରଣ ‘ମେଟଲ୍‌ ମିଟ୍‌-୨୦୨୬’ ଆରମ୍ଭ ହୋଇଛି। ସ୍ୱସ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri