ଛୁଟି ମଞ୍ଜୁର ପାଇଁ ମହିଳା ସ୍ବାସ୍ଥ୍ୟକର୍ମୀଙ୍କଠାରୁ ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଲେ ଡାକ୍ତର

ସୁନ୍ଦରଗଡ଼,୨୯।୧(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ହେମଗିର ସ୍ବସ୍ଥ୍ୟକେନ୍ଦ୍ର ଅଧିକାରୀ ଡା. ଶ୍ରଦ୍ଧାକର ଗଡତିଆ ଶୁକ୍ରବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଜଣେ ମହିଳା ସ୍ବାସ୍ଥ୍ୟକର୍ମୀଙ୍କଠାରୁ ଲାଞ୍ଚନେଇ ସେ ଧରାପଡ଼ିଥିବା ଜଣାପଡ଼ିଛି। ସ୍ବାସ୍ଥ୍ୟକର୍ମୀଙ୍କ ଛୁଟି ମଞ୍ଜୁର କରାଇଦେବା ପାଇଁ ଗଡତିଆ ୫ ହଜାର ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ବିଭାଗ ତାଙ୍କୁ ଗିରଫ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ସହରରେ ଚାଲିଲା ପେଟ୍ରୋଲିଂ, ସୁରକ୍ଷା ବ୍ୟବସ୍ଥା କଡାକଡି କଲା ପୋଲିସ୍

ବରଗଡ଼,୧୯।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ରେ ଆଇନ ଶୃଙ୍ଖଳା ବ୍ୟବସ୍ଥାକୁ ନେଇ ଜିଲା ପୋଲିସକୁ ସମାଲୋଚନାର ସମ୍ମୁଖୀନ ହେବାକୁ ପଡୁଛି। ତେବେ ଗୁରୁବାର ସନ୍ଧ୍ୟାରୁ ବରଗଡ଼ ପୋଲିସ ସହରରେ…

ସାନଖେମୁଣ୍ଡି ବ୍ଲକ ବିବାଦୀୟ ଏପିଓଙ୍କୁ ବଦଳି, ତୁରନ୍ତ ରିଲିଭ୍ କରାଯିବାକୁ…        

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁଙ୍କୁ ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ୍ ଛତ୍ରପୁର…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ଧରିତ୍ରୀ ପ୍ରଭାବ: କେସିଙ୍ଗା ବ୍ଲକର ୮୦୧୯ ଚାଷୀଙ୍କଠାରୁ ଉଠିଲା ୩ ଲକ୍ଷ କୁଇଣ୍ଟାଲ ଧାନ

କେସିଙ୍ଗା, ୧୯ା୨ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବିଭିନ୍ନ ମଣ୍ଡିରୁ ଧାନ ଉଠୁ ନ ଥିବା ନେଇ ଗତ ୮ତାରିଖରେ  ଧରିତ୍ରୀରେ ଖବର ପ୍ରକାଶ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ଥୁଆମୂଳ ରାମପୁର ବ୍ଲକରେ ମାଟ୍ରିକ ପରୀକ୍ଷା ଆରମ୍ଭ: ଅନୁପସ୍ଥିତ ରହିଲେ୨୯ ପରୀକ୍ଷାର୍ଥୀ…

ଥୁଆମୂଳ ରାମପୁର, ୧୯ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ୬ଟି ପରୀକ୍ଷା କେନ୍ଦ୍ରରେ ଗୁରୁବାରଠାରୁ ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଶାନ୍ତିଶୃଙ୍ଖଳାର ସହ…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri