ଛୁଟି ମଞ୍ଜୁର ପାଇଁ ମହିଳା ସ୍ବାସ୍ଥ୍ୟକର୍ମୀଙ୍କଠାରୁ ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଲେ ଡାକ୍ତର

ସୁନ୍ଦରଗଡ଼,୨୯।୧(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ହେମଗିର ସ୍ବସ୍ଥ୍ୟକେନ୍ଦ୍ର ଅଧିକାରୀ ଡା. ଶ୍ରଦ୍ଧାକର ଗଡତିଆ ଶୁକ୍ରବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଜଣେ ମହିଳା ସ୍ବାସ୍ଥ୍ୟକର୍ମୀଙ୍କଠାରୁ ଲାଞ୍ଚନେଇ ସେ ଧରାପଡ଼ିଥିବା ଜଣାପଡ଼ିଛି। ସ୍ବାସ୍ଥ୍ୟକର୍ମୀଙ୍କ ଛୁଟି ମଞ୍ଜୁର କରାଇଦେବା ପାଇଁ ଗଡତିଆ ୫ ହଜାର ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ବିଭାଗ ତାଙ୍କୁ ଗିରଫ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଙ୍ଗନୱାଡି କର୍ମୀଙ୍କୁ ଢାଲ କରି ସାଇବର ଠକେଇ

ବରଗଡ଼ ଅଫିସ୍‌,୧୪।୩: ବରଗଡ଼ ଜିଲାରେ ଅଙ୍ଗନୱାଡ଼ି କର୍ମୀଙ୍କୁ ଢ଼ାଲ କରି ଜଣେ ହିତାଧିକାରୀଙ୍କଠାରୁ ୪୫୦୦ ଟଙ୍କା ଠକେଇ ହୋଇଛି। ଏ ନେଇ ସୋମବାର ବରଗଡ଼ ବ୍ଲକ...

ସ୍କୁଟର ସିଟ ତଳୁ ନାଗ ଉଦ୍ଧାର

ବାରିପଦା ଅଫିସ,୪।୬- ବାରିପଦା ସହର ତକତପୁର ୱାର୍ଡ ନଂ ୨୭ ଅଞ୍ଚଳର ଜଣେ ବ୍ୟକ୍ତିଙ୍କ ସ୍କୁଟର ସିଟ ତଳୁ ଏକ ନାଗ ସାପ ଉଦ୍ଧାର କରାଯାଇଛି।...

ରେଞ୍ଜର ନିଲମ୍ବିତ, ଡାଟା ଏଣ୍ଟ୍ରି ଅପରେଟର ଗିରଫ

କରଞ୍ଜିଆ,୭।୧୦(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଦୁଧିଆଣି ରେଞ୍ଜର ସରୋଜ ପଣ୍ଡାଙ୍କୁ କାର୍ଯ୍ୟରୁ ନିଲମ୍ବିତ ହୋଇଛନ୍ତି । କାର୍ଯ୍ୟରେ ଅବହେଳା ପାଇଁ କରଞ୍ଜିଆ ବନଖଣ୍ଡ ଅଧିକାରୀ ତାଙ୍କୁ ନିଲମ୍ବନ...

କାଠ ବୋଝେଇ ଗାଡ଼ି ଜବତ

କୁଆମରା,୧୨ା୧(ଡି.ଏନ୍‌.ଏ.): ଖୁଣ୍ଟା-ବାଲେଶ୍ୱର ରାସ୍ତାର ଦାମାସାହି ଛକ ନିକଟରେ ଉଦଳା ବନବିଭାଗ ପକ୍ଷରୁ ଚଢାଉ କରାଯାଇ ଚୋରା କାଠ ବୋଝେଇ ଏକ ଟାଟା ଏସି ଗାଡ଼ି ଜବତ...

କାମରେ ଆସୁନି ମେଗାଲିଫ୍ଟ ପାଇପ୍‌ ଲାଇନ

କୋକସରା,୯।୯(ଡି.ଏନ.ଏ.): ଇନ୍ଦ୍ରାବତୀ ମେଗାଲିଫ୍ଟ ପାଇପ ଲାଇନ ପାଣି ଯୋଗାଣ କାମରେ ଆସୁନାହିଁ। ଏହାର ପ୍ରତିବାଦରେ କଳାହାଣ୍ଡି ଜିଲା କୋକସରା ବ୍ଲକର କାଶୀବାହାଲ, ଡହଗାଁ ଓ ଡ଼ଙ୍ଗରୀଗୁଡା...

ଦିଆସିଲି ବୋଝେଇ ଟ୍ରକ ଜଳିଗଲା

ଭଣ୍ଡାରିପୋଖରୀ,୧୮।୭(ଡି.ଏନ୍‌.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ୧୬ନଂ. ଜାତୀୟ ରାଜପଥର ଛତାବର ଛକ ପେଟ୍ରୋଲ ପମ୍ପ ନିକଟରେ ବୁଧବାର ବିଳମ୍ବିତ ରାତିରେ ଏକ ଦିଆସିଲି ବୋଝେଇ...

ମହାନଦୀ ପୋଲକୁ ବିପଦ ଭାରିଯାନ: ଅଟକି ରହୁଛି ଶତାଧିକ ଟ୍ରକ

ପାରାଦୀପ,୨୩।୮(ସ୍ବ.ପ୍ର.): ପାରାଦୀପ-ଚଣ୍ଡିଖୋଲ ୫ନଂ (କ) ଜାତୀୟ ରାଜପଥର ଭୂତମୁଣ୍ଡାଇଠାରେ ମହାନଦୀ ଉପରେ ନିର୍ମାଣ ହୋଇଛି ଏକ ବୃହତ ପୋଲ। ୯୭୦ ମିଟର ଲମ୍ବ ବିଶିଷ୍ଟ ଏହି...

ଅମାନିଆଙ୍କଠୁ ତଣ୍ଡ ଆଦାୟକଲା ଚୌଦ୍ୱାର ପୋଲିସ

ଚୌଦ୍ୱାର,୧୫।୬(ଡି.ଏନ୍‌.ଏ): କଟକ ଜିଲା ଚୌଦ୍ୱାର ସହରରେ ଶନିବାର ଓ ରବିବାର ଦୁଇଦିନ ଶଟ୍‌ଡାଉନ ଥିବାବେଳେ ସୋମବାର ସକାଳୁ ସହର ସ୍ବାଭାବିକ ହୋଇଥିଲା। ଅପରପକ୍ଷେ ଦୁଇଦିନ ହେବ...

Advertisement
Archives

Model This Week