ଡାକ୍ତରଙ୍କ ପରିବାର ଲୋକଙ୍କୁ ଦିଆଯାଉ କୋଭିଡ୍‌ ଟିକା

କଟକ ଅଫିସ, ୧୬ା୫: ପରିବାରଲୋକଙ୍କୁ କୋଭିଡ୍‌-୧୯ ଟିକା ଦେବା ପାଇଁ ଜୁନିୟର ଡାକ୍ତର ସଂଘ ପକ୍ଷରୁ ଶନିବାର ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଅତିରିକ୍ତ ମୁଖ୍ୟ ସଚିବଙ୍କୁ ପତ୍ର ପ୍ରଦାନ କରାଯାଇଛି। ଜୁନିୟର ଡାକ୍ତରମାନେ କରୋନା ରୋଗୀଙ୍କ ଚିକିତ୍ସା କରୁଥିବାରୁ ସେମାନଙ୍କ ଜରିଆରେ ପରିବାର ଲୋକ ସଂକ୍ରମିତ ହେବାର ଆଶଙ୍କା କରି ସବୁବେଳେ ଚିନ୍ତାରେ ରହୁଛନ୍ତି। ଏଣୁ ରାଜ୍ୟ ସରକାର ଡାକ୍ତରଙ୍କ ପରିବାର ଲୋକଙ୍କୁ ଅଗ୍ରାଧିକାର ଭିତ୍ତିରେ କରୋନା ଟିକା ଦେବାକୁ ଉକ୍ତ ପତ୍ର ମାଧ୍ୟମରେ ଅନୁରୋଧ କରାଯାଇଛି। ଏହାର ନକଲ ସ୍ବାସ୍ଥ୍ୟମନ୍ତ୍ରୀ, ନିର୍ଦ୍ଦେଶକ, ଏସ୍‌ସିବି ପ୍ରିନ୍ସିପାଲ ଓ ଏସ୍‌ସିବି ଅଧ୍ୟକ୍ଷାଙ୍କୁ ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡ୍ରେନେଜ୍‌ର ଗାର୍ଡୱାଲ ଭୁଶୁଡ଼ିଲା

ପିପିଲି,୧୨ା୮(ସ୍ବ.ପ୍ର.): ପିପିଲି ପୌରାଞ୍ଚଳର ୧୪ନଂ. ୱାର୍ଡର ସୁଲତାନ ନଗର ମୁଖ୍ୟ ରାସ୍ତାକୁ ଅତିକ୍ରମ କରିଥିବା ଜଇଶପାଟଣା-ଅମାଳଙ୍ଗ ଡ୍ରେନେଜ ତଥା ଖଲାସି ନାଳର ଡାହାଣପଟ ବନ୍ଧ ଉପରେ...

କରୋନା: ସଙ୍କଟରେ ଦୁଗ୍ଧଚାଷୀ

ମାର୍ଶାଘାଇ, ୨୯।୪ (ଡି.ଏନ୍‌.ଏ.)-ଲକ୍‌ଡାଉନ୍‌ ଯୋଗୁ ବିଭିନ୍ନ କାର୍ଯ୍ୟ ବନ୍ଦ ରହିଥିବା ବେଳେ ଅନେକ ଲୋକ ଆର୍ଥିକ ସଙ୍କଟ ଦେଇ ଗତି କରୁଛନ୍ତି। ଏହି ସମୟରେ ଦୁଗ୍ଧ...

କାଶୀନଗରରେ ହାତୀ ଉପଦ୍ରବ, ବଢୁଛି ଅସନ୍ତୋଷ

ପାରଳାଖେମୁଣ୍ଡି,୫ା୧୨(ଡି.ଏନ୍‌.ଏ.): ଗଜପତି ଜିଲା କାଶୀନଗର ବ୍ଲକର ଅଲଡା, କୋଲା, ହରିପୁର, କରଣିଭଦ୍ରା ଆଦି ଅଞ୍ଚଳରେ ହାତୀଙ୍କ ଉପଦ୍ରବ ବଢ଼ିବାରେ ଲାଗିଛି। ବର୍ତ୍ତମାନ ଧାନ ଅମଳ ସମୟ।...

୧୫୫୦୧ ଟଙ୍କାରେ ଆଜ୍ଞା ଲଡ଼ୁ ନିଲାମ

ବଇଣ୍ଡା,୧୦।୧୦(ଡି.ଏନ.ଏ.)-ଅନୁଗୋଳ ଜିଲା କିଶୋରନଗର ବ୍ଲକ ବାମୁର ଗ୍ରାମରେ ଚାଲିଥିବା ସପ୍ତାହେବ୍ୟାପୀ ଦୁର୍ଗାପୂଜାର ଭସାଣି ଉତ୍ସବ ବୁଧବାର ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ଏଥିସହିତ ମା’ଙ୍କଠାରେ ଲାଗିଥିବା...

ଭାରତ ଯୋଡ଼ୋ ଯାତ୍ରାରେ ଗଣ୍ଡଗୋଳ

ଚଣ୍ଡିଖୋଲ,୫ା୧୧(ଡି.ଏନ୍‌.ଏ.): ଅଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି) ପକ୍ଷରୁ ସାରାଦେଶରେ ଭାରତ ଯୋଡ଼ୋ ଯାତ୍ରା ଚାଲିଛି। ଓଡ଼ିଶାରେ ଏହିଯାତ୍ରାର ୫ମଦିନରେ ଶୁକ୍ରବାର ଯାଜପୁର ଜିଲାର ପ୍ରବେଶଦ୍ୱାର...

ଶହୀଦଙ୍କ ପରିବାରକୁ ଭେଟିଲେ ଏମ୍‌ପି : ଅଜିତଙ୍କ ନାମରେ ହେବ ଖେଳପଡ଼ିଆ

କାମାକ୍ଷାନଗର, ୨୩।୬ (ଡି.ଏନ୍‌.ଏ.) – ଅନନ୍ତନାଗ ଆତଙ୍କବାଦୀ ଆକ୍ରମଣରେ ପ୍ରାଣ ହରାଇଥିବା ଶହୀଦ ଅଜିତ ସାହୁଙ୍କ ପରିବାରକୁ ଶନିବାର ଅପରାହ୍ନରେ ଭେଟିଛନ୍ତି ଏମ୍‌ପି ମହେଶ ସାହୁ।...

୩ ଟ୍ୟାଙ୍କର ଚାଳକଙ୍କ ସନ୍ଦେହଜନକ ମୃତ୍ୟୁ

ଢେଙ୍କାନାଳ ଅଫିସ,୯ା୫ – ଢେଙ୍କାନାଳ ଟାଉନ ଓ ସଦରଥାନା ସୀମା ହରିପୁର ଅଞ୍ଚଳର ୫୫ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ଶକ୍ତିସୁଗାର କମ୍ପାନୀ ମୁଖ୍ୟ ଫାଟକ...

ସିସିଟିଭି ଖୋଲି ନେଇ ପଶିଲେ ବ୍ୟାଙ୍କରେ

ଲୋଇସିଂହା,୧।୮(ଡି.ଏନ୍‌.ଏ.):ବଲାଙ୍ଗୀର ଜିଲା ଲୋସିଂହା ଥାନା ଆଗଲପୁର ବ୍ଲକ ରାମପୁରସ୍ଥିତ ଆଇଡିବିଆଇ ବ୍ୟାଙ୍କରୁ ଚୋରି ଉଦ୍ୟମ ହୋଇଛି। ବ୍ୟାଙ୍କ କର୍ମଚରୀ ସୋମବାର ବ୍ୟାଙ୍କକୁ ଆସି ବିଦ୍ୟୁତ୍‌ ସରବରାହ...

Advertisement
Archives

Model This Week