ନୟାପଲ୍ଲୀ ଅଞ୍ଚଳରେ ଅଭାବନୀୟ ଘଟଣା, ଶିଶୁପୁତ୍ର ମୃତଦେହ ଝୁଣି ଖାଇଲା କୁକୁର

ଭୁବନେଶ୍ୱର,୧୬।୧: ନବଜାତ ପୁତ୍ରର ମୃତଦେହକୁ ଝୁଣି ଖାଇଲା କୁକୁର। ନୟାପଲ୍ଲୀ ଅଞ୍ଚଳରେ ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ସ୍ଥାନୀୟ ଲୋକଙ୍କ ଖବର ପରେ ମୃତଦେହ ଉଦ୍ଧାର କରାଯାଇ ପୋଷ୍ଟମର୍ଟମ ପାଇଁ ପୋଲିସ ପଠାଇଥିବା ଜଣାପଡିଛି। ଏହି ଦୃଦୟ ବିଦାରକ ଦୃଶ୍ୟକୁ ଦେଖି ଆଖପାଖ ଅଞ୍ଚଳବାସୀଙ୍କ ମଧ୍ୟରେ ଆଲୋଡ଼ନ ସୃଷ୍ଟି କରିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ସପ୍ତାହେ ଘଡ଼ଘଡ଼ି ସହ ବର୍ଷା:ଏହିସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୧୯ା୨(ଅନୁରାଧା ମହାରଣା):ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଥିବାବେଳେ ମଙ୍ଗଳବାର ସର୍ବାଧିକ ତାପମାତ୍ରା ବୌଦ୍ଧରେ ୩୬.୮ ଡିଗ୍ରୀ ରେକର୍ଡ କରାଯାଇଛି। ତେବେ ବୁଧବାରଠାରୁ ସପ୍ତାହେ ପର୍ଯ୍ୟନ୍ତ ବିଭିନ୍ନ ଜିଲାରେ...

ଲୋକସେବା ଭବନରେ ଲାଗିଲା ନିଆଁ

ଭୁବନେଶ୍ୱର,୧୮।୨: ଲୋକସେବା ଭବନରେ ମଙ୍ଗଳବାର ଅପରାହ୍ନରେ ପୁଣି ଏକ ଅଘଟଣ ଘଟିଛି। ଅପରାହ୍ନ ପ୍ରାୟ ୪ ଟା ୩୮ ମିନିଟରେ ସମବାୟ ବିଭାଗ ଉପରସ୍ଥ ପରିସରରେ...

ସପ୍ତାହେ ଯାଏ ଘଡ଼ଘଡ଼ି ସହ ବର୍ଷା

ଭୁବନେଶ୍ୱର,୧୮ା୨ (ଅନୁରାଧା ମହାରଣା) – ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଥିବାବେଳେ ମଙ୍ଗଳବାର ସର୍ବାଧିକ ତାପମାତ୍ରା ବୌଦ୍ଧରେ ୩୬.୮ ଡିଗ୍ରୀ ରେକର୍ଡ କରାଯାଇଛି। ତେବେ ବୁଧବାରଠାରୁ ସପ୍ତାହେ...

KIIT student death case: ତାତିଲେ ପିଲା, କିଟ୍‌ରେ ଭଙ୍ଗାରୁଜା

ଭୁବନେଶ୍ୱର,୧୮।୨: କଳିଙ୍ଗ ଇନଷ୍ଟିଚ୍ୟୁଟ ଅଫ ଇଣ୍ଡଷ୍ଟ୍ରିଆଲ ଟେକ୍ନୋଲୋଜି (KIIT)ରେ ଜଣେ ନେପାଳୀ ଛାତ୍ରଙ୍କ ଆତ୍ମହତ୍ୟା ପରେ, ସାରା ରାଜ୍ୟରେ ଚହଳ ପଡିଛି। କେବଳ ରାଜ୍ୟରେ ନୁହେଁ...

KIIT ରେ ଛାତ୍ରୀ ମୃତ୍ୟୁ ଘଟଣା: ଗିରଫ କରୁ କରୁ ମିଳିଗଲା ଜାମିନ

ଭୁବନେଶ୍ୱର,୧୮।୨: କିଟ୍‌ରେ ନେପାଳୀ ଛାତ୍ରୀ ମୃତ୍ୟୁ ଘଟଣା ସାରା ରାଜ୍ୟ ଉଠୁଛି ପଡୁଛି। ଏହାକୁ ନେଇ ରାଜ୍ୟ ରାଜନୀତି ସରଗରମ ରହିଛି। ଏହି ଘଟଣାରେ ଗିରଫ...

କିଟ୍‌ କାଣ୍ଡର ଖୋଲିଲା ବଡ଼ ଗୁମର, ନେପାଳୀ ଛାତ୍ରୀଙ୍କୁ ହୋଇଥିଲା ବ୍ୟାନ

ଭୁବନେଶ୍ୱର,୧୮।୨: କିଟ୍‌ରେ ନେପାଳୀ ଛାତ୍ରୀ ମୃତ୍ୟୁ ଘଟଣା ସାରା ରାଜ୍ୟକୁ ତାଜୁବ କରିଦେଇଛି। ଏହାକୁ ନେଇ ରାଜ୍ୟ ରାଜନୀତି ଉଠୁଛିପଡୁଛି। ଘଟଣା ପାଇଁ ଓଡ଼ିଶାକୁ ସାରା...

KIIT student death case: ଛାତ୍ରୀଛାତ୍ରଙ୍କ ଉପରେ କାଲି କରିଥିଲେ ଜୁଲମ, ଆଜି ମାଗିଲେ କ୍ଷମା

ଭୁବନେଶ୍ୱର,୧୮।୨: କଳିଙ୍ଗ ଇନଷ୍ଟିଚ୍ୟୁଟ ଅଫ ଇଣ୍ଡଷ୍ଟ୍ରିଆଲ ଟେକ୍ନୋଲୋଜି (KIIT)ରେ ଜଣେ ନେପାଳୀ ଛାତ୍ରଙ୍କ ଆତ୍ମହତ୍ୟା ପରେ, ସାରା ରାଜ୍ୟରେ ଚହଳ ପଡିଛି। କେବଳ ରାଜ୍ୟରେ ନୁହେଁ...

ମଣ୍ଡିରେ ଧାନପଡ଼ି ସରୁଛି ଟୋକନ ଅବଧି:ଧାନ କିଣାବିକାରେ ଚାଲିଛି ଫଲ୍ସଏଣ୍ଟ୍ରି

ବରଗଡ଼,୧୮।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ଆଉ ୨ଦିନ ପରେ ୩ମାସ ପୂରିବ। କିନ୍ତୁ ଏବେ ମଧ୍ୟ ଜିଲାର ବିଭିନ୍ନ ସ୍ଥାନରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri