Posted inଫୁରସତ

ଅନ୍ୟ ପାଇଁ ନିଜ ଜୀବନକୁ ବାଜି ଲଗାଇବାକୁ ପଛାଇଲା ନାହିଁ କୁକୁର, ଭିଡିଓ ଦେଖିଲେ

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଏଥିରେ ଏକ ବିଲେଇ ପାଣିରେ ପଡି ଯାଇଥିବା ବେଳେ ତାକୁ କୁକୁର ଉଦ୍ଧାର କରିବାକୁ ଚେଷ୍ଟା କରୁଛି। ମାତ୍ର ଯେତେବେଳେ କୁକୁରଟି ଆଉ ପାରୁ ନାହିଁ ସେ ନିଜ ଜୀବନକୁ ବାଜି ଲଗାଇ ପାଣିକୁ ଡେଉଁଛି। ପରେ ବିଲେଇକୁ ଉଦ୍ଧାର କରୁଛି। ଏହି ଭିଡିଓକୁ ଆଇପିଏସ୍‌ ଅଫିସର ଦିପାଂଶୁ କାବ୍ରା ଶେୟାର କରିଛନ୍ତି। ଏହା ଭାଇରାଲ ହେବାରେ ଲାଗିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଜାଣିଜାଣି ମୃତ୍ୟୁ ମୁହଁକୁ ଆସୁଥିଲା କଇଁଛ, ଆଉ ତା’ ପରେ

ତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ...

ଲଟେରିରେ ୧ କୋଟି ଜିତି ସୁରକ୍ଷା ଲୋଡ଼ିଲେ ନାରାୟଣ

କୋଲକାତା,୩।୧: ପଶ୍ଚିମବଙ୍ଗର ପୂର୍ବ ବର୍ଦ୍ଧମାନ ଜିଲାରେ ଏଭଳି ଏକ ଘଟଣା ଘଟିଛି ଯାହା ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ବର୍ଦ୍ଧମାନ ଜିଲାରେ ରହୁଥିବା ଜଣେ ୭୦...

ଇଟା ପଥରରେ ଛେଚି ଅନେକ ଲୋକଙ୍କ ଜୀବନ ନେଇଛନ୍ତି ଏହି ବ୍ୟକ୍ତି

ଇସ୍‌ଲାମାବାଦ୍‌: ମାନବୀୟ ଇତିହାସରେ ସିରିୟଲ କିଲିଂ ଘଟଣା ସମ୍ପର୍କରେ ଅନେକ ଜାଣିଥିବେ। ଆଜି ସେହିପରି ଜଣେ ସିରିୟଲ କିଲରଙ୍କ କାହାଣୀ ଶୁଣି ଆଶ୍ଚର୍ଯ୍ୟ ହୋଇଯିବେ। ସେ...

କରୋନା ଯୋଗୁ ଛଟେଇ: ମାସକୁ ୬ ଲକ୍ଷ ଟଙ୍କା ଆୟ କରୁଥିବା ପାଇଲଟ ଏବେ ଡେଲିଭରି ବୟ

କରୋନା ସଂକ୍ରମଣ ଭୟାବହତାକୁ ଦୃଷ୍ଟିରେ ରଖି ଅଧିକାଂଶ ଦେଶରେ ଲକ୍‌ଡାଉନ୍‌ ଜାରି ରହିଛି। ଏହି କାରଣରୁ ଅଧିକାଂଶ ବ୍ୟବସାୟ ସମ୍ପୂର୍ଣ୍ଣ ବନ୍ଦ ହୋଇଯାଇଛି। ବେରୋଜଗାରୀଙ୍କ ସଂଖ୍ୟା...

ମ୍ୟୁଜିକ୍‌ ଶୋ’ ପୃଥିବୀ ପାଇଁ କ୍ଷତିକାରକ

ଲାଇଭ୍‌ ମ୍ୟୁଜିକ୍‌ ଶୋ’ ପୃଥିବୀ ପାଇଁ କ୍ଷତିକାରକ ବୋଲି ନିକଟରେ କରାଯାଇଥିବା ଏକ ଗବେଷଣାରୁ ଜଣାପଡିଛି। କାରଣ ଏହି ଲାଇଭ୍‌ ମ୍ୟୁଜିକ ଶୋ’ରୁ କେବଳ ବ୍ରିଟେନରେ...

ଗାଁରେ ପୂର୍ବରୁ ଥିଲେ ୨୦୦ ଲୋକ, ଏବେ ରହୁଛନ୍ତି ଜଣେ: ଚକିତ କରିପାରେ କାରଣ..

ପ୍ରତ୍ୟେକ ଦେଶରେ ସହର ଏବଂ ଗାଁ ଦେଖିବାକୁ ମିଳିଥାଏ। ସହରୀ ଜୀବନ ଧାଁ ଧଉଡ଼ରେ କଟୁଥିବାବେଳେ ଗାଁରେ ରହିଥାଏ ନୈସର୍ଗିକ ସୁଖ। କିନ୍ତୁ ରୋଜଗାର ଆଶାରେ...

କାଞ୍ଜିଅଁଳା ନବମୀ: ଶାଶୁ, ବୋହୂଙ୍କୁ ପ୍ରଣାମ କରିବାର ପରମ୍ପରା

ଓଡିଆ ଘରେ ରହିଛି ବାର ମାସରେ ତେର ପର୍ବ। ସେମିତି ଏକ ପର୍ବ ହେଉଛି କାଞ୍ଚିଅଁଳା ନବମୀ। ବିଶେଷ କରି ଉପକୂଳ ଓଡ଼ିଶାରେ ଏହା ପାରମ୍ପରିକ...

ବାପା: ଯାହାଙ୍କ ଗାଳିରେ ଲୁଚି ରହିଥାଏ ସ୍ନେହାର୍ଶୀବାଦ, ପାଖରେ ଥିଲେ ଦେହରେ ଆସେ ଶତ ସିଂହର ବଳ

ସିଏ ପାଖରେ ଥିଲେ ଦେହରେ ଶତ ସିଂହର ବଳ ଆସେ। କୌଣସି କଥାକୁ ଭୟ ଲାଗେନା କି ଚଲାପଥରେ କେବେ କଣ୍ଟା ଫୁଟେନା। କିନ୍ତୁ ବେଳେବେଳେ...

Advertisement


Archives

Model This Week

Why Dharitri