Categories: ଫୁରସତ

ଅନ୍ୟ ପାଇଁ ନିଜ ଜୀବନକୁ ବାଜି ଲଗାଇବାକୁ ପଛାଇଲା ନାହିଁ କୁକୁର, ଭିଡିଓ ଦେଖିଲେ

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଏଥିରେ ଏକ ବିଲେଇ ପାଣିରେ ପଡି ଯାଇଥିବା ବେଳେ ତାକୁ କୁକୁର ଉଦ୍ଧାର କରିବାକୁ ଚେଷ୍ଟା କରୁଛି। ମାତ୍ର ଯେତେବେଳେ କୁକୁରଟି ଆଉ ପାରୁ ନାହିଁ ସେ ନିଜ ଜୀବନକୁ ବାଜି ଲଗାଇ ପାଣିକୁ ଡେଉଁଛି। ପରେ ବିଲେଇକୁ ଉଦ୍ଧାର କରୁଛି। ଏହି ଭିଡିଓକୁ ଆଇପିଏସ୍‌ ଅଫିସର ଦିପାଂଶୁ କାବ୍ରା ଶେୟାର କରିଛନ୍ତି। ଏହା ଭାଇରାଲ ହେବାରେ ଲାଗିଛି।

 

Share