Posted inଫୁରସତ

ଯାତାୟାତର ମାଧ୍ୟମ କୁକୁର

ଆପଣ ଏପରି ଏକ ଦେଶ ବିଷୟରେ କେବେ କଳ୍ପନା କରିଛନ୍ତି କି? ଯେଉଁଠି ଗାଡ଼ି ରାସ୍ତା ନାହିଁ କି ରେଳରାସ୍ତା ମଧ୍ୟ ନାହିଁ। ଲୋକମାନେ କୁକୁର ଉପରେ ବସି ଯାତ୍ରା କରିଥାନ୍ତି। ଏପରି ଏକ ଦେଶ ହେଉଛି ଗ୍ରୀନ୍‌ଲାଣ୍ଡ। ଆର୍କଟିକ୍‌ର ଏକ ଅଞ୍ଚଳ ଯେଉଁଠାରେ ଚାରିଆଡ଼େ ବରଫ ପଡ଼ିଥାଏ। ଏହା ସ୍ବୟଂଶାସିତ ଦେଶ, କିନ୍ତୁ ମୁଖ୍ୟତଃ ଡେନ୍‌ମାର୍କ ଦ୍ୱାରା ନିୟନ୍ତ୍ରିତ। କ୍ଷେତ୍ର ଦୃଷ୍ଟିରୁ ଗ୍ରୀନ୍‌ଲାଣ୍ଡ ହେଉଛି ଦ୍ୱାଦଶ ବୃହତ୍ତମ ଦେଶ ଏବଂ ବ୍ରିଟେନଠାରୁ ୧୦ଗୁଣ ବଡ଼। ଏହାର ୨୦ ଲକ୍ଷ ବର୍ଗ କିଲୋମିଟରରେ କେବଳ ପଥର ଏବଂ ବରଫ ପଡ଼ିଥାଏ। ଏଠାରେ ଜନସଂଖ୍ୟା ମାତ୍ର ୫୮ ହଜାର। ଗ୍ରୀନ୍‌ଲାଣ୍ଡରେ ପରିବହନର ମୁଖ୍ୟ ମାଧ୍ୟମ ହେଉଛି ଗ୍ରୀଷ୍ମ ଋତୁରେ ଡଙ୍ଗା ଏବଂ ଶୀତଦିନେ କୁକୁର ଟାଣୁଥିବା ସ୍ଲେଜ୍‌ ଗାଡ଼ି। ଲୋକମାନେ ଏହା ଉପରେ ବସି ସେମାନଙ୍କ ଯାତ୍ରାକୁ ସଫଳ କରିଥାନ୍ତି। ଅବଶ୍ୟ କିଛି ବର୍ଷ ହେବ ଏଠାରେ ହେଲିକପ୍ଟର ଏବଂ ବିମାନ ଚଳାଚଳ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଖୁସି ଖବର… ୭ବର୍ଷ ପରେ ଭାରତ ଆସୁଛି ବିଶ୍ୱର ସବୁଠୁ ଶସ୍ତା ତେଲ

ନୂଆଦିଲ୍ଲୀ,୧।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଦ୍ୱନ୍ଦ୍ୱ ଏବଂ ଏହାର ଫଳସ୍ୱରୂପ ଅନ୍ତର୍ଜାତୀୟ ଅଶୋଧିତ ତୈଳ ମୂଲ୍ୟରେ ବୃଦ୍ଧି ମଧ୍ୟରେ, ଭାରତକୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତିର ଖବର ମିଳିଛି। ପ୍ରାୟ ସାତ…

ଉତ୍କଳ ଦିବସରେ ମହାପୁରୁଷଙ୍କୁ ପୁଷ୍ପମାଲ୍ୟ : ମନେ ପକାଇଲେ ନେତା ଓ ପ୍ରଶାସନ

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ): ସମଗ୍ର ରାଜ୍ୟରେ ଏପ୍ରିଲ ୧ରେ ଉତ୍କଳ ଦିବସ ପାଳନ କରାଯାଇଥିବା ବେଳେ ଗଞ୍ଜାମ ସହରରେ ମଧ୍ୟ ତାହା ପାଳନ ହୋଇଛି । ବିଡ଼ିଓ ଅଚ୍ୟୁତାନନ୍ଦ…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ସୂଚନା: ଏତିକି ଯାଏ ବଢିଲା ଧାନକିଣା ଅବଧି

ଭୁବନେଶ୍ୱର,୧।୪: ଖରିଫ ଧାନକିଣା ଅବଧି ୭ ଦିନ ବୃଦ୍ଧି କଲେ ରାଜ୍ୟ ସରକାର। ଏନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇ କହିଛନ୍ତି, ଯେପରି…

ବ୍ରାହ୍ମଣୀଗାଁରେ ବିଏସ୍‌ଏନ୍‌ଏଲ୍‌ ନେଟ୍‌ଓ୍ବର୍କ ଅଚଳ: ଗ୍ରାମବାସୀ ଥାନାରେ ଲିଖିତ ଅଭିଯୋଗ କରି…

ଦାରିଙ୍ଗବାଡ଼ି,୧ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁଠାରେ ବିଏସ୍‌ଏନ୍‌ଏଲ ନେଟ୍‌ଓ୍ବର୍କ ବାରମ୍ବାର ଅଚଳ ହେଉଥିବା ବେଳେ ଗତ ୩୦ ମଧ୍ୟ ରାତ୍ରରୁ ସମ୍ପୂର୍ଣ୍ଣ ଅଚଳ ହୋଇଥିଲେ…

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri