Odisha Elections 2024
Posted inଫୁରସତ

ଯାତାୟାତର ମାଧ୍ୟମ କୁକୁର

ଆପଣ ଏପରି ଏକ ଦେଶ ବିଷୟରେ କେବେ କଳ୍ପନା କରିଛନ୍ତି କି? ଯେଉଁଠି ଗାଡ଼ି ରାସ୍ତା ନାହିଁ କି ରେଳରାସ୍ତା ମଧ୍ୟ ନାହିଁ। ଲୋକମାନେ କୁକୁର ଉପରେ ବସି ଯାତ୍ରା କରିଥାନ୍ତି। ଏପରି ଏକ ଦେଶ ହେଉଛି ଗ୍ରୀନ୍‌ଲାଣ୍ଡ। ଆର୍କଟିକ୍‌ର ଏକ ଅଞ୍ଚଳ ଯେଉଁଠାରେ ଚାରିଆଡ଼େ ବରଫ ପଡ଼ିଥାଏ। ଏହା ସ୍ବୟଂଶାସିତ ଦେଶ, କିନ୍ତୁ ମୁଖ୍ୟତଃ ଡେନ୍‌ମାର୍କ ଦ୍ୱାରା ନିୟନ୍ତ୍ରିତ। କ୍ଷେତ୍ର ଦୃଷ୍ଟିରୁ ଗ୍ରୀନ୍‌ଲାଣ୍ଡ ହେଉଛି ଦ୍ୱାଦଶ ବୃହତ୍ତମ ଦେଶ ଏବଂ ବ୍ରିଟେନଠାରୁ ୧୦ଗୁଣ ବଡ଼। ଏହାର ୨୦ ଲକ୍ଷ ବର୍ଗ କିଲୋମିଟରରେ କେବଳ ପଥର ଏବଂ ବରଫ ପଡ଼ିଥାଏ। ଏଠାରେ ଜନସଂଖ୍ୟା ମାତ୍ର ୫୮ ହଜାର। ଗ୍ରୀନ୍‌ଲାଣ୍ଡରେ ପରିବହନର ମୁଖ୍ୟ ମାଧ୍ୟମ ହେଉଛି ଗ୍ରୀଷ୍ମ ଋତୁରେ ଡଙ୍ଗା ଏବଂ ଶୀତଦିନେ କୁକୁର ଟାଣୁଥିବା ସ୍ଲେଜ୍‌ ଗାଡ଼ି। ଲୋକମାନେ ଏହା ଉପରେ ବସି ସେମାନଙ୍କ ଯାତ୍ରାକୁ ସଫଳ କରିଥାନ୍ତି। ଅବଶ୍ୟ କିଛି ବର୍ଷ ହେବ ଏଠାରେ ହେଲିକପ୍ଟର ଏବଂ ବିମାନ ଚଳାଚଳ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ବାପା ମନାକଲେ, ଆଉ ବ୍ଲଗ୍‌ କରିବିନି

ଇସ୍‌ଲାମାବାଦ: ପାକିସ୍ତାନର ବେଶ୍‌ ପରିଚିତ ଶିଶୁ ୟୁଟ୍ୟୁବର ମହମ୍ମଦ ଶିରାଜ(୬) ତାଙ୍କର ଶେଷ ବ୍ଲଗ୍‌ ଶେୟାର କରିଛନ୍ତି। ସେ ଏହି ବ୍ଲଗରେ ତାଙ୍କ ପ୍ରଶଂସକ ଏବଂ...

ଶାନ୍ତି, ସୌହାର୍ଦ୍ଦ୍ୟ ରକ୍ଷା ଜରୁରୀ

ଆତଙ୍କବାଦ ବିରୋଧୀ ଦିବସ ପ୍ରତିବର୍ଷ ମେ’ ୨୧ରେ ଭାରତରେ ପାଳନ କରାଯାଏ। ଆତଙ୍କବାଦ ବିଷୟରେ ଲୋକଙ୍କୁ ସଚେତନ କରାଇବା ଏବଂ ଆତଙ୍କବାଦ ବିରୋଧରେ ଏକତାର ବାର୍ତ୍ତା...

ଇଭିଏମକୁ ଫୁଲମାଳ ପିନ୍ଧାଇଲେ ସ୍ବାଧୀନ ପ୍ରାର୍ଥୀ

ନାସିକ: ଚଳିତ ଲୋକ ସଭା ନିର୍ବାଚନର ପଞ୍ଚମ ପର୍ଯ୍ୟାୟ ମତଦାନ ସୋମବାର ଅନୁଷ୍ଠିତ ହୋଇ ଯାଇଛି। ତେବେ ଏହି ନିର୍ବାଚନ ଚାଲିଥିବାବେଳେ ମହାରାଷ୍ଟ୍ରର ନାସିକରୁ ଏକ...

ପ୍ରେମିକଙ୍କୁ ଭେଟିବା ପାଇଁ ୧୫୦୦ କିଲୋମିଟର ଗଲେ ଯୁବତୀ, ବିମାନରୁ ଓହ୍ଲାଇବା ପରେ ଯାହା ଘଟିଲା, ଜାଣିଲେ…

ଅନଲାଇନ ଡେଟିଂ ସବୁବେଳ ପାଇଁ ବିପଦପୂର୍ଣ୍ଣ ଅଟେ। ଅନେକ ଯୁବତୀ/ଯୁବକଙ୍କ ପାଇଁ ଏହା ବହୁତ ମଜାଦାର ହୋଇଥିବା ବେଳେ ଆଉ କିଛି ଯୁବତୀ ଯୁବକ ଏଥିରେ...

କଣ ଏହି ‘ଗଜଗାମିନୀ’ ଚାଲି? ଅଦିତିଙ୍କ ବାସ ୧୦ ସେକେଣ୍ଡର ଝଲକ୍‌ରେ ଲୋକେ ହେଉଛନ୍ତି ଦିୱାନା

ଫ୍ୟାଶନ ଦୁନିଆରେ ‘କ୍ୟାଟୱାକ’ ବିଷୟରେ ଆପଣ ନିଶ୍ଚୟ ବହୁତ ଶୁଣିଥିବେ। କିନ୍ତୁ କେବେ ସ୍ବାନ ଓ୍ବାକ୍‌ କିମ୍ବା ଗଜ ଗାମିନୀ ବିଷୟରେ ଶୁଣିଛନ୍ତି କି? ପ୍ରାୟତ...

ପ୍ରଥମ ରୋଜଗାରର ଶିହରଣ ଏବେ ବି ଅନୁଭବ କରେ:ସୌମ୍ୟଶ୍ରୀ ପାଣିଗ୍ରାହୀ

ସବୁବେଳେ ନାହିଁ ନାହିଁର ଜୀବନ ଜିଇଆସିଥିବା, ସବୁକଥାରେ କାଣ୍ଟଛାଣ୍ଟ କରୁଥିବା, ଅୟସର ସ୍ବପ୍ନ ଦେଖିବାକୁ ନିଜ ମନକୁ ହାଲ୍‌କା ଭାବେ ଆକଟ କରୁଥିବା ୨୦/୨୨ ବର୍ଷର...

୩୪ ବର୍ଷ ବୟସରେ ଜେଜେ ମା’ ହେଲେ ଶିର୍ଲି

ସିଙ୍ଗାପୁର: ସିଙ୍ଗାପୁରର ଶିର୍ଲି ଲିଙ୍ଗ୍‌ ନାମ୍ନୀ ଜଣେ ମହିଳା ସୋସିଆଲ ମିଡିଆ ଇନଫ୍ଲୁଏନ୍ସର ମାତ୍ର ୩୪ ବର୍ଷ ବୟସରେ ଜେଜେ ମା’ ହୋଇଛନ୍ତି। ତାଙ୍କର ୧୭...

ବିଶ୍ୱର ସବୁଠୁ ଛୋଟ ମହିଳାଙ୍କୁ ଭେଟିଲେ ‘ଦ ଗ୍ରେଟ୍‌ ଖଲି’: ପରେ ଘଟିଲା….ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୧୮।୫: ଦେଶର ଜଣେ ଜଣାଶୁଣା କୁସ୍ତି ଖେଳାଳି ‘ଦ ଗ୍ରେଟ୍‌ ଖଲି’ କିଏ ବା ନ ଜାଣେ ନାହିଁ। ସେ ଅନେକ ଅନ୍ତର୍ଜାତୀୟ ପ୍ରତିଯୋଗିତାରେ ଜିତିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri