ଯୁଦ୍ଧ ପାଇଁ ପ୍ରସ୍ତୁତ ଏହି କୁକୁର, ୧୩୦୦୦ ଫୁଟ ଉଚ୍ଚରୁ ଦେଲା ଲମ୍ଫ

ମସ୍କୋ,୭ା୭: ରୁଷିଆ ପ୍ରଶାସନ କେବଳ ସୈନିକ ନୁହନ୍ତି, କୁକୁରମାନଙ୍କୁ ମଧ୍ୟ ଯୁଦ୍ଧ ପାଇଁ ପ୍ରଶିକ୍ଷଣ ଦେଉଛି। ଏବେ କୁକୁରର କିଛି ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଯେଉଁଥିରେ ଏକ କୁକୁର ୧୩ ହଜାର ଫୁଟ ଉଚ୍ଚରୁ ଲମ୍ଫ ଦେଉଛି।

ରୁଷିଆର ଏକ ଆର୍ମି କୁକୁର ଉପରେ ପରୀକ୍ଷା କରାଯାଇଛି। ଯାହା ସଫଳତା ଲାଭ କରିଛି। ୧୩ ହଜାର ଫୁଟ ଉପରୁ ଡେଇଁ ବି କୁକୁରଟି ସୁରକ୍ଷିତ ରହିଛି। ତଳେ ପହଞ୍ଚିବା ପରେ କମାଣ୍ଡରଙ୍କୁ ଅନୁକରଣ କରୁଛି।

ପାରାଶୁଟ୍‌ ଟେଷ୍ଟିଂ ବିଶେଷଜ୍ଞ ଆଣ୍ଡ୍ରେ ତୋପରକୋଓ୍ବ କହିଛନ୍ତି, ଏହି କୁକୁର ଆଜି ପର୍ଯ୍ୟନ୍ତ ୮ ଥର ଜମ୍ପ ମାରିସାରିଲାଣି। ବିମାନ ଯାତ୍ରା ସମୟରେ କୁକୁର ମଧ୍ୟ ସାଙ୍ଗରେ ଯାଉଛି। କେବେ ଡୋର୍‌ ପାଖରେ ଠିଆ ହେଉଛି ତା ଆଉ କେଉଁଠି ଝରକା ଧରି ଠିଆ ହେଉଥିବା ନଜର ଆସିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ଟୋଲ୍ ପ୍ଲାଜାରେ ନୂଆ ନିୟମ, ଦେଇପାରିବେନି ନଗଦ ଟଙ୍କା

ନୂଆଦିଲ୍ଲୀ,୧୦।୪: ବଦଳିଗଲା ଟୋଲ୍ ପ୍ଲାଜା ନିୟମ । ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ(NHAI)  ଟୋଲ୍ ଆଦାୟ ବ୍ୟବସ୍ଥାକୁ ସମ୍ପୂର୍ଣ୍ଣ ଡିଜିଟାଲ୍ କରିବାକୁ ନିଷ୍ପତ୍ତି ନେଇଛି  । ଏହି…

ପର୍ପଲ-ଅରେଞ୍ଜ୍‌ କ୍ୟାପ୍‌ ରେସ୍‌ରେ ଅଛନ୍ତି ଏହି ଖେଳାଳି: IPL ୨୦୨୬ର ୧୫ ମ୍ୟାଚ୍‌ ପରେ…

ନୂଆଦିଲ୍ଲୀ,୧୦।୪: କୋଲକାତାର ଇଡେନ ଗାର୍ଡେନରେ କୋଲକାତା ନାଇଟ ରାଇଡର୍ସ (KKR) ଏବଂ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ମଧ୍ୟରେ IPL ୨୦୨୬ର ୧୫ତମ ମ୍ୟାଚ ଖେଳାଯାଇଥିଲା। ଏହି…

ଏହି ୪ ରାଶିର ଫିଟିବ ଭାଗ୍ୟ: ଏପ୍ରିଲ ୧୧ରୁ ମିଳିବ ବଡ଼ ସଫଳତା

ନୂଆଦିଲ୍ଲୀ,୧୦।୪: ମୀନ ରାଶିରେ ବୁଧଙ୍କ ଗୋଚର ଏପରି ଏକ ସମୟ, ଯେଉଁଠାରେ ଲୋକଙ୍କର ଚିନ୍ତା ଶକ୍ତି ଭାବନା ଏବଂ କଳ୍ପନା ଦ୍ୱାରା ପ୍ରଭାବିତ ହେବ। ୧୧ ଏପ୍ରିଲ…

କୃଷି ଜମି ବିକ୍ରୟ କଲେ ଦେବାକୁ ପଡିବ କି ଟ୍ୟାକ୍ସ? ଜାଣନ୍ତୁ କଣ ରହିଛି ନିୟମ

ନୂଆଦିଲ୍ଲୀ,୧୦।୪: ଲୋକମାନେ ପ୍ରାୟତଃ ବିବାହ ପାଇଁ ପାଣ୍ଠି ଯୋଗାଡିବା, ଘର ନିର୍ମାଣ କରିବା କିମ୍ବା ଜରୁରୀକାଳୀନ ପରିସ୍ଥିତିର ସମାଧାନ କରିବା ପାଇଁ ନିଜର କୃଷି ଜମି ବିକ୍ରି…

IPL ମଧ୍ୟରେ ଦୁଃଖଦ ଖବର: ପରଲୋକରେ ପୂର୍ବତନ ଭାରତୀୟ କ୍ରିକେଟର

ନୂଆଦିଲ୍ଲୀ,୧୦।୪: ପୂର୍ବତନ ଭାରତୀୟ କ୍ରିକେଟର ଚିଙ୍ଗଲପୁତ ଦୋରାଇକାନୁ ଗୋପୀନାଥ (ସିଡି ଗୋପୀନାଥ)ଙ୍କର ୯୬ ବର୍ଷ ବୟସରେ ପରଲୋକ ଘଟିଛି। ସେ ୧୯୫୨ରେ ଇଂଲଣ୍ଡ ବିପକ୍ଷରେ ଭାରତର ପ୍ରଥମ…

ସରକାରଙ୍କ ବଡ଼ ଘୋଷଣା: ଦୁର୍ଘଟଣାଗ୍ରସ୍ତଙ୍କୁ ମିଳିବ କ୍ୟାସ୍‌ଲେସ ଚିକିତ୍ସା

ଭୁବନେଶ୍ୱର,୧୦।୪: ଏଣିକି ସଡ଼କ ଦୁର୍ଘଟଣାଗ୍ରସ୍ତଙ୍କୁ ମିଳିବ କ୍ୟାସ୍‌ଲେସ ଚିକିତ୍ସା। ପ୍ରଧାନମନ୍ତ୍ରୀ ରାହତ୍‌ ଯୋଜନା ମାଧ୍ୟମରେ ମାଗଣା ଚିକିତ୍ସା ମିଳିବ। ଏନେଇ କ୍ରାଇମବ୍ରାଞ୍ଚ ପକ୍ଷରୁ ସମସ୍ତ ଜିଲା SP,…

ଘୋଡାହାଡ ନଦୀକୁ ଗାଧୋଇବାକୁ ଯାଇ ନିଖୋଜ ଥିଲେ ବୃଦ୍ଧ: ଆଜି ମିଳିଲା ମୃତଦେହ, କାନ୍ଦ ବୋବାଳିରେ ଫାଟି ପଡୁଛି ଗାଁ

ଦିଗପହଣ୍ଡି,୧୦।୪(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ଗ୍ରାମ ସାଉଁଟିଆ ସାହିର ହରି ସାହୁ(୮୧) ନାମକ ଜଣେ ବୃଦ୍ଧ ଗାଁ ନିକଟ ଘୋଡାହାଡ…

ଯୁଦ୍ଧବିରତି ପରେ ଇରାନର ସୁପ୍ରିମ ଲିଡର୍‌ ମୋଜତାବା ଖାମେନେଇଙ୍କ ଭୟଙ୍କର ବୟାନ, ଆମେରିକା-ଇସ୍ରାଏଲ ଶୁଣିଲେ…

ତେହରାନ୍‌,୧୦।୪: ଆମେରିକା ସହିତ ଯୁଦ୍ଧବିରତି ପରେ ଇରାନର ନୂତନ ସର୍ବୋଚ୍ଚ ନେତା ମୋଜତାବା ଖାମେନେଇ ତାଙ୍କର ପ୍ରଥମ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଇରାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri