ମାଛଧରା ଜାଲରେ ପଡ଼ିଲା ଡଲ୍‌ଫିନ

ଭଦ୍ରକ ଅଫିସ,୧୮।୨: ଭଦ୍ରକ ଜିଲା ତିହିଡ଼ି ବ୍ଲକ ଅଧୀନ ଗୋବିନ୍ଦପୁର ପଞ୍ଚାୟତ ସୋଳନ୍ଦୀ ନଦୀରେ ବୁଧବାର ସନ୍ଧ୍ୟାରେ ଜଣେ ମାଛଧରାଳିଙ୍କ ଜାଲରେ ଏକ ଡଲ୍‌ଫିନ ପଡ଼ିଛି। ଏହାର ଓଜନ ପ୍ରାୟ ୧ କୁଇଣ୍ଟାଲ ହେବ ବୋଲି ଅନୁମାନ କରାଯାଉଛି। ନଦୀ ତଟବର୍ତ୍ତୀ କୃତ୍ତିବାସପୁର ଗାଁର ଜଣେ ମାଛଧରାଳିଙ୍କ ଜାଲରେ ପଡ଼ିଥିଲା ଏହି ଡଲ୍‌ଫିନ। କୂଳକୁ ଅଣାଯିବା ପରେ ଡଲ୍‌ଫିନଟି ମରିପଡିଥିବା ଜଣାପଡ଼ିଥିଲା। ଖବର ପାଇ ବନ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ମୃତ ଡଲ୍‌ଫିନକୁ ନେଇଯାଇଥିଲେ। ସୂଚନା ଥାଉକି, ସମୁଦ୍ର ଉପକୂଳବର୍ତ୍ତୀ ବୈତରଣୀ ଓ ସାଳନ୍ଦୀ ନଦୀକୁ ଡଲଫିନଗୁଡ଼ିକ ଚଳପ୍ରଚଳ କରୁଥିବା ବେଳେ ବିଭିନ୍ନ ସମୟରେ ମାଛଧରା ଜାଲରେ ପଡ଼ି ମୃତ୍ୟୁ ହେଉଥିବା ରେକର୍ଡ଼ ମଧ୍ୟ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜାତିଆଣ ବାସନ୍ଦ: ୧୮ ଘଣ୍ଟା ପଡ଼ି ରହିଲା ମୃତଦେହ

ବେଲପଡ଼ା,୩୦।୧୦(ମନୋଜ କୁମାର ମିଶ୍ର): ଜାତିଭେଦ ଭଳି ସାମାଜିକ କୁସଂସ୍କାର ଏବେ ବି ବଞ୍ଚି ରହିଛି। ଅନ୍ୟ ଜାତିର ଯୁବତୀଙ୍କୁ ବିବାହ କରିଥିବାରୁ ମୃତ୍ୟୁ ପରେ ବି ଆତ୍ମୀୟ…

ସରକାରୀ ଚାକିରି ପାଇଁ ପ୍ରସ୍ତୁତ ହେଉଥିବା ଯୁବତୀଯୁବକଙ୍କ ପାଇଁ ଖୁସି ଖବର; ମୁଖ୍ୟମନ୍ତ୍ରୀ କଲେ ବଡ଼ ଘୋଷଣା

ଚେନ୍ନାଇ,୩୦।୧୦: ଶୁକ୍ରବାର (ଅକ୍ଟୋବର ୩୦, ୨୦୨୬) , ତାମିଲନାଡୁର ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ସରକାରୀ ଚାକିରି ପାଇଁ ସର୍ବାଧିକ ବୟସ ସୀମାରେ ୫ ବର୍ଷର କୋହଳ…

IND vs NZ 4th T20: ଏହାକୁ ଲଜ୍ଜାଜନକ ପରାଜୟ କୁହାଯାଇପାରେ! ୭ ବର୍ଷ ପରେ ନ୍ୟୁଜିଲ୍ୟାଣ୍ଡରେ ହାରିଲା ଭାରତ

ନୂଆଦିଲ୍ଲୀ,୩୦।୧୦: ଏହା ଏକ ଅତ୍ୟନ୍ତ ଲଜ୍ଜାଜନକ ପ୍ରଦର୍ଶନ ଥିଲା, ଯେଉଁଥିରେ ବିଶେଷକରି ବ୍ୟାଟରମାନେ ଦଳକୁ ନିରାଶ କରିଥିଲେ। ସାତ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ନ୍ୟୁଜିଲ୍ୟାଣ୍ଡ…

ବାତ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ବୁଲିଲେ ଭାଜପା ମଣ୍ଡଳ କର୍ମକର୍ତ୍ତା: ଭୁଶୁଡ଼ିଛି ଅନେକ ଘରର କାନ୍ଥ,

ଦାରିଙ୍ଗବାଡ଼ି, ୩୦।୧୦ (ଅରୁଣ ସାହୁ): ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବରେ ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଲଗାଣ ବର୍ଷା ଯୋଗୁ ବ୍ୟାପକ କ୍ଷୟକ୍ଷତି ହୋଇଛି। ଏହାର ଆକଳନ ଓ ସ୍ଥିତି…

ବାରରୁ ହେଉଥିଲା ମଦ ଚାଲାଣ: ୯୩.୦୮ ଲିଟର ବିଦେଶୀ ମଦ ଜବତ, ୨ ଗିରଫ

କୋରାପୁଟ,୩୦।୧୦(ଅମିତାଭ ବେହେରା): ମଦ ଚୋରା ଚାଲାଣ ବିରୋଧରେ କୋରାପୁଟ ଜିଲା ନାରାୟଣପାଟଣା ଥାନା ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ବନ୍ଧୁଗାଁ ଅଞ୍ଚଳର ଏକ ବାରରୁ ନାରାୟଣପାଟଣା…

ଭୂସ୍ଖଳନରେ ମା‘-ବାପାଙ୍କ ସହ ଚାଲିଗଲା ୭ ମାସ ଶିଶୁପୁତ୍ରର ଜୀବନ

ରାଇକିଆ, ୩୦।୧୦ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକ ମାଣିକେଶ୍ୱର ପଞ୍ଚାୟତ ଅନ୍ତର୍ଗତ ଡାଙ୍ଗେସି ଗ୍ରାମରେ ଘଟିଥିବା ଭୂସ୍ଖଳନରେ ନିଖୋଜ ଥିବା ଗୋଟିଏ ପରିବାରର ତିନିଜଣଙ୍କ…

ଶୋଇଥିବା ଅବସ୍ଥାରେ ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା: ଭୁଲିଗଲେ ୧୫ ବର୍ଷର ବୈବାହିକ ସମ୍ପର୍କ

କୋରାପୁଟ, ୩୦।୧୦ (ଅମିତାଭ ବେହେରା): ସାମାନ୍ୟ ତରକାରୀକୁ ନେଇ ଘରୋଇ କଳହର କରୁଣ ପରିଣତି। ରାଗରେ ଅନ୍ଧ ହୋଇ ୧୫ ବର୍ଷର ବୈବାହିକ ସମ୍ପର୍କକୁ ଭୁଲିଗଲେ ସ୍ୱାମୀ।…

ବିପନ୍ନଙ୍କ ନିକଟରେ ପହଞ୍ଚିନି ପ୍ରଶାସନ, ଭୋକ ଉପାସରେ ଛଟପଟ ହୋଇ ରାଜରାସ୍ତାକୁ ଓହ୍ଲାଇଲେ ଲୋକେ

ପୁରୁଷୋତ୍ତମପୁର,୩୦ା୧୦(ସବିତା ମିଶ୍ର): ବାତ୍ୟା ଅର୍ଣ୍ଣବର ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ଋଷିକୂଲ୍ୟା ନଦୀରେ ଭୟଙ୍କର ବନ୍ୟାରେ କୂଳ ଲଂଘି ଗାଁଠୁ ସହର ସବୁଠି ପଶିଛି ବନ୍ୟାଜଳ। ଭାଙ୍ଗିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?