ଲୋକାର୍ପିତ ହେଲା ପାନୀୟ ଜଳ ପ୍ରକଳ୍ପ

ବଲାଙ୍ଗୀର ଅଫିସ, ୨୮ା୧:  ବଲାଙ୍ଗୀର ବିଧାୟକ ନରସିଂହ ମିଶ୍ର ବୁଧବାର ସଦର ବ୍ଲକର ଖଲିଆପାଲି, କୁଟୁମଡୋଲା, ଚନ୍ଦନଭାଟ ପଞ୍ଚାୟତର ବିଭିନ୍ନ ଗଁା ଗସ୍ତ କରି ଲୋକମାନଙ୍କ ବିଭିନ୍ନ ଅଭିଯୋଗ ଶୁଣିଥିଲେ। ଏହି ଅବସରରେ ବିଧାୟକ ମିଶ୍ର କୁଟୁମଡୋଲା ପଞ୍ଚାୟତର ଦୁଆନପାଲିଠାରେ ୧ କୋଟି ୨୩ ଲକ୍ଷ ଟଙ୍କାର ବହୁ ପ୍ରତୀକ୍ଷିତ ପାଇପ୍‌ ପାଣି ଜଳ ପ୍ରକଳ୍ପ ଲୋକାର୍ପଣ କରିଥିଲେ। ଯୋଗ୍ୟ ହିତାଧିକାରୀଙ୍କୁ କିପରି ବାସଗୃହ, ରାସନ କାର୍ଡ, ବାର୍ଦ୍ଧକ୍ୟ ଭତ୍ତା, ବିଧବା ଭତ୍ତା, ବିକଳାଙ୍ଗ ଭତ୍ତା ତଥା ଗୋରୁଙ୍କ ପାଇଁ ଗୁହାଳ ଅନୁଦାନ ସୁନିଶ୍ଚିତ କରାଯାଇ ପାରିବ ସେ ଉପରେ ଆଲୋଚନା କରିଥିଲେ ା ସମସ୍ତ ଯୋଗ୍ୟ ହିତାଧିକାରୀଙ୍କ ଯୋଗ୍ୟ ତାଲିକା ତିଆରି ଓ ସେମାନଙ୍କୁ ଯାଜନା ସୁଫଳ ଯୋଗାଇବା ଉପରେ ସେ ଗୁରୁତ୍ୱାରୋପ କରିଥିଲେ ା ଖଲିଆପାଲି ପଞ୍ଚାୟତର କୀରାବାହାଲ, ସେମିଲିଆ, ରାମସିଂହାଠାରେ ଲୋକଙ୍କ ଅଭିଯୋଗ ଶୁଣିଥିଲେ ା ରାମସିଂହା ଓ ସେମିଲିଆ ଠାରେ ଦୁଇଟି କମ୍ୟୁନିଟି ସେଣ୍ଟର, ଖଲିଆପାଲି ଠାରେ ମାହେଶ୍ୱରୀ ମଣ୍ଡପ ଉଦ୍ଘାଟନ କରିଥିଲେ ା ରାମସିଂହାରେ ୭ଜଣ, ଖଲିଆପାଲିରେ ୮ଜଣ ଏବଂ ସେମିଲିଆରେ ୨ଜଣ ହିତାଧିକାରୀଙ୍କୁ ଭତ୍ତା ପ୍ରଦାନ କରାଯାଇଥିଲା ା ଚନ୍ଦନଭାଟି ଠାରେ ଉପସ୍ଥିତ ଲୋକଙ୍କ ସମସ୍ୟା ଶୁଣିବା ସଠାରେ ଲୋକେ କିପରି ଠିକ୍‌ ହିସାବରେ ଭତ୍ତା ପାଇବେ ସରପଞ୍ଚ ମୀନାକୁମାରୀ ଭୋଇ ଏବଂ ପଞ୍ଚାୟତ ନିର୍ବାହୀ ଅଧିକାରୀ ସଂଘମିତ୍ର ପ୍ରଧାନଙ୍କୁ ନିର୍ଦ୍ଦେଶ ଦେଇଥିଲେ ା ସମସ୍ତ କାର୍ଯ୍ୟକ୍ରମରେ ବ୍ଲକ ଉପାଧ୍ୟକ୍ଷା ଯଶୋବନ୍ତୀ ବଘାର, ବିଧାୟକ ପ୍ରତିନିଧି ରାମପ୍ରସାଦ ମିଶ୍ର, କିଶୋର ସିଂ ନିନା ଓ ଅନ୍ୟମାନେ ଉପସ୍ଥିତ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ଜିଲାସ୍ତରୀୟ ଧାନ କ୍ରୟ କମିଟି ବୈଠକ: ୧୫ରୁ ଧାନକିଣା

ବଲାଙ୍ଗୀର ଅଫିସ, ୮ା୧୧-ବଲାଙ୍ଗୀର ଜିଲାରେ ଖରିଫ୍‌ ୨୦୧୯-୨୦ ବର୍ଷ ପାଇଁ ଜିଲାସ୍ତରୀୟ ଧାନ କ୍ରୟ କମିଟି ବୈଠକ ସ୍ଥାନୀୟ ଡିଆରଡିଏ ସମ୍ମଳନୀ କକ୍ଷରେ ଗୁରୁବାର ବସିଥିଲା...

ନିଆଁ ଲଗାଇ ପୋଡ଼ିଦେଲେ

ଲାଠୋର,୧୭।୨(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ତୁରେକେଲା ଥାନା ଅଧୀନ ଗଇନ୍ଦିମାଲ ଗ୍ରାମର ସତ୍ୟ ପସାୟତଙ୍କ ଘରେ କିଛି ଦୁର୍ବୃତ୍ତ ନିଆଁ ଲଗାଇ ପୋଡ଼ି ଦେଇଛନ୍ତି। ଫଳରେ ଘରେ...

ମା’ ଆଗରେ ପୁଅଙ୍କୁ ଖଣ୍ଡାରେ ହାଣି ହତ୍ୟା

ବଲାଙ୍ଗୀର ଅଫିସ,୧୬।୮: ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲ କ୍ୟାମ୍ପସ ପରିସରରେ ମଙ୍ଗଳବାର ସକାଳେ ଏକ ଅଘଟଣ ଘଟିଛି। ୨ ଜଣ ଯୁବକ ଜଣେ ଯୁବକଙ୍କୁ ଖଣ୍ଡାରେ...

ସାଧାରଣ ବଣ୍ଟନ ବ୍ୟବସ୍ଥାରେ ଅନିୟମିତତା: ଜିଲା ଯୋଗାଣ ଅଫିସ ଘେରାଉ

ବଲାଙ୍ଗୀର ଅଫିସ,୧୮ା୧୦: ସାଧାରଣ ବଣ୍ଟନ ବ୍ୟବସ୍ଥାରେ ଦୁର୍ନୀତି ପ୍ରତିବାଦରେ ନଗର କଂଗ୍ରେସ ସଭାପତି ବୁଲୁ ଦାନୀଙ୍କ ନେତୃତ୍ୱରେ ସୋମବାର ଜିଲା ଯୋଗାଣ ଅଧିକାରୀଙ୍କ ଅଫିସ ଘେରାଉ...

ନିମ୍ନମାନର ଛତୁଆ ବଣ୍ଟନ ଅଭିଯୋଗ ଉଠିଲା

ମୁରିବାହାଲ, ୨୩ା୫(ଡି.ଏନ.ଏ.): ବଲାଙ୍ଗୀର ଜ଼ିଲା ମୁରିବାହାଲ ପଞ୍ଚାୟତ ସମିତିର ତ୍ରୈମାସିକ ବୈଠକ ସୋମବାର ବ୍ଲକ ସଭା ଗୃହଠାରେ ଅନୁଷ୍ଠିତ ହୋଇଯାଇଛି। ପଞ୍ଚାୟତ ସମିତି ଅଧ୍ୟକ୍ଷ ହରିବନ୍ଧୁ...

୩ମନ୍ତ୍ରୀଙ୍କୁ ଯୁବ କଂଗ୍ରେସର କଳାପତାକା ପ୍ରଦର୍ଶନ

ବଲାଙ୍ଗୀର, ୧୦।୯ (ବୀରେନ୍ଦ୍ର କୁମାର ଝାଙ୍କର): ଟିଟିଲାଗଡ଼ ଗସ୍ତରେ ଥିବା ତିନିଜଣ ମନ୍ତ୍ରୀଙ୍କୁ ଶନିବାର ଯୁବ କଂଗ୍ରେସ କର୍ମୀମାନେ କଳାପତାକା ଦେଖାଇ ବିରୋଧ କରିଥିଲେ। ମନ୍ତ୍ରୀଙ୍କ...

କରୋନା ଆତଙ୍କ ବେଳେ ସ୍ବାମୀଙ୍କ ମୃତ୍ୟୁ ଆଣିଛି ଦୁଃଖ

ଲାଠୋର, ୨୦ା୪ (ଡି.ଏନ.ଏ.)  ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ମାଲପଡା ପଞ୍ଚାୟତ ଅଧୀନ ଜଲପାଙ୍କେଲ ଗ୍ରାମର ସୁଜାତା ମେହେର(୨୭)। ସ୍ବାମୀ ଦୁର୍ଯ୍ୟୋଧନ ମେହେର(୩୦), ଝିଅ ଗୀତା(୮)...

ମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲା ସଂଘର୍ଷ ସମିତି

ବଲାଙ୍ଗୀର ଅଫିସ,୨୮ା୯: ଖୋର୍ଦ୍ଧା-ବଲାଙ୍ଗୀର ରେଳପ୍ରକଳ୍ପ କାମ ତ୍ୱରାନ୍ବିତ ହୋଇପାରୁନାହିଁ। ବର୍ଷ ବର୍ଷ ହେଲା ଏହି ପ୍ରକଳ୍ପ ପାଇଁ ଅନୁଦାନ ଘୋଷଣା କରାଯାଉଥିଲେ ମଧ୍ୟ ପ୍ରକଳ୍ପ କାମ...

Advertisement
Archives

Model This Week