ଦୁଇ ଭାଜପା କର୍ମୀଙ୍କ ଉପରେ ଜାଣିଶୁଣି ହାଇଓ୍ବା ମଡ଼ାଇ ଦେଲେ ଚାଳକ, ଲିଭିଗଲା ୨ ଜୀବନଦୀପ

ସମ୍ବଲପୁର,୫ା୧(ପ୍ରମୋଦ ବହିଦାର): ବୁର୍ଲାଥାନା ଅନ୍ତର୍ଗତ ଆ.କଟାପାଲି ନିକଟରେ ବିଳମ୍ବିତ ରାତିରେଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଦୁଇ ବରିଷ୍ଠ ଭାଜପା କର୍ମୀଙ୍କ ମୃତ୍ୟୁ ଘଟିଛି। ହାଇଓ୍ବା ଧକ୍କାରେ କାର୍‌ରେ ଥିବା ଗୋଶାଳା ଭାଜପା ମଣ୍ଡଳ ସଭାପତି କରଡୋଳା ନିବାସୀ ଦେବେନ୍ଦ୍ର ନାୟକ ଓ କରଡୋଳା ପୂର୍ବତନ ସରପଞ୍ଚ ଚାରପାଲି ନିବାସୀ ମୁରଲୀ ଛୁରିଆଙ୍କ ଶୋଚନୀୟ ମୃତ୍ୟୁ ଘଟିଛି। ଅନ୍ୟ ଦୁଇଜଣ ଗୁରୁତର ହୋଇ ଭୀମସାରରେ ଭର୍ତ୍ତି ହୋଇଛନ୍ତି।
ପ୍ରାଥମିକ ସ୍ତରରେ ଏହା ଏକ ହତ୍ୟାକାଣ୍ଡ ବୋଲି ସନ୍ଦେହ କରାଯାଉଛି। ହାଇଓ୍ବା ଚାଳକ ଗୋଡ଼ାଇ ଗୋଡ଼ାଇ କାରକୁ ଧକ୍କା ଦେଇ ଆ.କଟାପାଲି ଗ୍ରାମ ମଧ୍ୟରେ ଏକ ବୁଦା ମଧ୍ୟକୁ ୧୦ରୁ ୧୫ ମିଟର ପର୍ଯ୍ୟନ୍ତ ଘୋଷାଡ଼ି ନେଇଥିଲା। ଚାଳକକୁ ଅଟକ ରଖି ପଚରାଉଚରା କରୁଛି ପୋଲିସ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

ଫାଇନାଲ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଲେ Mitchell Santner, କହିଲେ…

ନୂଆଦିଲ୍ଲୀ,୭।୩: ରବିବାର ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ଖେଳାଯିବ। ଏହି ଦୁଇ ଦଳ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁହାଁମୁହିଁ ହେବେ।…

ସିଭିଲ ସର୍ଭିସ ପରୀକ୍ଷାରେ ଓଡ଼ିଶା ଟପ୍ପର ସାତ୍ତ୍ୱିକ ସତ୍ୟକାମ: ସମ୍ବର୍ଦ୍ଧିତ କରି ମୁଖ୍ୟମନ୍ତ୍ରୀ କହିଲେ କେନ୍ଦୁଝରର ପୁଅ…

ଭୁବନେଶ୍ୱର,୭ା୩: ସର୍ବ ଭାରତୀୟ ସିଭିଲ ସର୍ଭିସ୍‌ ପରୀକ୍ଷା (UPSC)ରେ ଅଲ୍‌ ଇଣ୍ଡିଆ ର଼୍ୟାଙ୍କରେ ୧୦୦ତମ ସ୍ଥାନ ହାସଲ କରିଥିବା କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ମେଧାବୀ ଛାତ୍ର…

କମାଲ୍‌ କଲେ ସାରା ଅର୍ଜୁନ: ଧୂରନ୍ଧର: ଦି ରିଭେଞ୍ଜରେ…

‘ଧୂରନ୍ଧର: ଦି ରିଭେଞ୍ଜ’ର ଟ୍ରେଲର ରିଲିଜ ହୋଇଛି। ଦର୍ଶକ ଏହାକୁ ବେଶ୍‌ ପସନ୍ଦ କରିଛନ୍ତି। ଏହି ଟ୍ରେଲର ଏବେ ସୋସିଆଲ ମିଡିଆରେ ଟ୍ରେଣ୍ଡ କରୁଛି। ଦର୍ଶକ ପୁଣି…

ବରଗଡ଼ରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା, ସ୍ପଷ୍ଟ ଦିବାଲୋକରେ ଟ୍ରକ୍‌ ଚାଳକଙ୍କୁ ଛୁରାମାଡ଼

ବରଗଡ଼,୭ା୩(ପ୍ରେମାନନ୍ଦ ଖମାରୀ): ଶାନ୍ତିପ୍ରିୟ ବରଗଡ଼ ଜିଲାରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା ହୋଇପଡ଼ିଛି। ଦିନ ଦ୍ବିପ୍ରହରରେ ଏଠାକାର ବିଚ୍‌ ରାସ୍ତା ଉପରେ ଛୁରି, ଭୁଜାଲି ବୁଲୁଛି। ଛୁରି, ଭୁଜାଲି…

କାଲି ମିଳିବ ସୁଭଦ୍ରା ଟଙ୍କା, ସୂଚନା ଦେଇ ଉପମୁଖ୍ୟମନ୍ତ୍ରୀ କହିଲେ…

ଭୁବନେଶ୍ୱର,୭ା୩: ଆସନ୍ତାକାଲି ଅର୍ଥାତ୍‌ ରବିବାର ମିଳିବ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ଟଙ୍କା। ଏନେଇ ଶନିବାର ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ୧ କୋଟି ୧୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri