ଦୁଇ ଭାଜପା କର୍ମୀଙ୍କ ଉପରେ ଜାଣିଶୁଣି ହାଇଓ୍ବା ମଡ଼ାଇ ଦେଲେ ଚାଳକ, ଲିଭିଗଲା ୨ ଜୀବନଦୀପ

ସମ୍ବଲପୁର,୫ା୧(ପ୍ରମୋଦ ବହିଦାର): ବୁର୍ଲାଥାନା ଅନ୍ତର୍ଗତ ଆ.କଟାପାଲି ନିକଟରେ ବିଳମ୍ବିତ ରାତିରେଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଦୁଇ ବରିଷ୍ଠ ଭାଜପା କର୍ମୀଙ୍କ ମୃତ୍ୟୁ ଘଟିଛି। ହାଇଓ୍ବା ଧକ୍କାରେ କାର୍‌ରେ ଥିବା ଗୋଶାଳା ଭାଜପା ମଣ୍ଡଳ ସଭାପତି କରଡୋଳା ନିବାସୀ ଦେବେନ୍ଦ୍ର ନାୟକ ଓ କରଡୋଳା ପୂର୍ବତନ ସରପଞ୍ଚ ଚାରପାଲି ନିବାସୀ ମୁରଲୀ ଛୁରିଆଙ୍କ ଶୋଚନୀୟ ମୃତ୍ୟୁ ଘଟିଛି। ଅନ୍ୟ ଦୁଇଜଣ ଗୁରୁତର ହୋଇ ଭୀମସାରରେ ଭର୍ତ୍ତି ହୋଇଛନ୍ତି।
ପ୍ରାଥମିକ ସ୍ତରରେ ଏହା ଏକ ହତ୍ୟାକାଣ୍ଡ ବୋଲି ସନ୍ଦେହ କରାଯାଉଛି। ହାଇଓ୍ବା ଚାଳକ ଗୋଡ଼ାଇ ଗୋଡ଼ାଇ କାରକୁ ଧକ୍କା ଦେଇ ଆ.କଟାପାଲି ଗ୍ରାମ ମଧ୍ୟରେ ଏକ ବୁଦା ମଧ୍ୟକୁ ୧୦ରୁ ୧୫ ମିଟର ପର୍ଯ୍ୟନ୍ତ ଘୋଷାଡ଼ି ନେଇଥିଲା। ଚାଳକକୁ ଅଟକ ରଖି ପଚରାଉଚରା କରୁଛି ପୋଲିସ।


Enter your email to get our daily news in your inbox.

All Right Reserved By Dharitri.Com

ଖୋଲିବ ଗୁମର, ଫସିବେ ବବି !

ଭୁବନେଶ୍ୱର,୨୨ା୧: ଖୋଲିବ ଗୁମର। ପୁଣି ଫସିବେ ବିଜେଡି ନେତା ବବି ଦାସ। ଭାଜପା ସରକାର ବବିଙ୍କ ଉପରେ କଡ଼ା ଆକ୍ସନ ନେବେ ବୋଲି ରାଜନୈତିକ ମହଲରେ...

ଓଡ଼ିଶାରେ ଜାତୀୟ ଶିକ୍ଷା ନୀତି-୨୦୨୦: ଲାଗୁ ହେଲେ ବନ୍ଦ ହୋଇଯିବ ଅଙ୍ଗନବାଡି!

ଭୁବନେଶ୍ୱର,୨୨।୧: ଓଡ଼ିଶାରେ ଜାତୀୟ ଶିକ୍ଷା ନୀତି (NEP) କାର୍ଯ୍ୟକାରୀ କରିବା ପାଇଁ ପ୍ରକ୍ରିୟାକୁ ତ୍ୱରାନ୍ବିତ କରି, ରାଜ୍ୟ ସରକାର ପ୍ରଥମ ଶ୍ରେଣୀରୁ ୬ ବର୍ଷରୁ ଅଧିକ...

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ବଢିଲା ଭତ୍ତା ଟଙ୍କା, ଏଣିକି ମିଳିବ ୨୫ହଜାର ଟଙ୍କା

ଭୁବନେଶ୍ୱର,୨୨।୧: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ପୁଣି ବଡ଼ ଘୋଷଣା । ବଢାଇଲେ ଭତ୍ତା । ପାଚକ ଓ ପାଚିକାଙ୍କ ପାରିଶ୍ରମିକ ୧ ହଜାର ଟଙ୍କା ବୃଦ୍ଧିକରି...

ବିଦ୍ୟାଳୟରେ ତାଲା ପକାଇଲେ ଅଭିଭାବକ

ବଣାଇଁ,୨୨ା୧(ପ୍ରଦୀପ ତ୍ରିପାଠୀ): ବିଗତ ୧୯୧୩ ଅର୍ଥାତ୍‌ ସ୍ବାଧୀନତାର ୩୫ ବର୍ଷ ପୂର୍ବରୁ ସ୍ଥାପିତ ଝିର୍ଡ଼ାପାଲୀ ପ୍ରାଥମିକ ବିଦ୍ୟାଳୟରେ ଅଚଳାବସ୍ଥା ନେଇ ବୁଧବାର ଗ୍ରାମବାସୀ ଓ ଅଭିଭାବକ...

ଡିଜିଟାଲ ସ୍କିଲିଂ ଉପରେ ସଚେତନତା କାର୍ଯ୍ୟକ୍ରମ: ଯୋଗଦେଲେ ୪୫୦ ଛାତ୍ରୀଛାତ୍ର

ଅନୁଗୋଳ,୨୨।୧(ମାନସ ବିଶ୍ୱାଳ): ଅନୁଗୋଳର ସରକାରୀ ସ୍ବୟଂଶାସିତ ମହାବିଦ୍ୟାଳୟରେ ଡିଜିଟାଲ ସ୍କିଲିଂ ଉପରେ ଏକ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ ହୋଇଛି। କାର୍ଯ୍ୟକ୍ରମରେ ୪୫୦ରୁ ଅଧିକ ୟୁଜି ଓ...

ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ସୁଭଦ୍ରାରେ ୧୫୭ ପୁରୁଷ କରିଛନ୍ତି ଆବେଦନ

ଭୁବନେଶ୍ୱର,୨୨ା୧: ସୁଭଦ୍ରା ଯୋଜନାରେ ପୁରୁଷମାନେ ଆବେଦନ କରିଥିବା ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ସେ କହିଛନ୍ତି, ରାଜ୍ୟର ୧୫୭ ଜଣ ପୁରୁଷ ସୁଭଦ୍ରାରେ ଆବେଦନ...

ସାଇଧାରା-ଚନ୍ଦନଧାରା ଜଳପ୍ରପାତର ହେବ ପର୍ଯ୍ୟଟନ ବିକାଶ

ଝରିଗାଁ,୨୨।୧(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ରହିଛି ଚାରି ଗୋଟି ଜଳପ୍ରପାତ। ସେଗୁଡିକ ହେଲା ଝରିଗାଁ ପଞ୍ଚାୟତ ଅନ୍ତର୍ଗତ ଗୋସେଇଁ ଧାରା ଜଳପ୍ରପାତ,...

ଶିଶୁଙ୍କୁ ଅପହରଣ ପରେ ହତ୍ୟା ମାମଲା: ଅଭିଯୁକ୍ତ ମହିଳାଙ୍କୁ ବାନ୍ଧିଲା ପୋଲିସ

ବଣାଇଁ,୨୨।୧(ପ୍ରଦୀପ ତ୍ରିପାଠୀ): ୭ ଦିନ ତଳେ ଗୁରୁଣ୍ଡିଆ ଥାନା ଅନ୍ତର୍ଗତ ଜଡା ଗ୍ରାମର ଚାରିବର୍ଷ ଶିଶୁକୁ ଅପହରଣ ଓ ହତ୍ୟା ମାମଲାରେ ନୂଆ ମେଡ ଆସିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri