ଛିଡ଼ା ହୋଇଥିବା ଟ୍ରକ୍‌କୁ ପିଟିଲା ବାଇକ୍‌, ଚାଲିଗଲା ଚାଳକଙ୍କ ଜୀବନ

ପାଇକମାଳ, ୨୫।୬(ବଡ ଶତପଥୀ): ବରଗଡ ଜିଲା ପାଇକମାଳରୁ ୬ କିମି ଦୂର ନୂଆପଡା ଯିବା ରାସ୍ତାର କିଙ୍ଗ ହୋଟେଲ ନିକଟରେ ଭୟଙ୍କର ଦୁର୍ଘଟଣା ଘଟିଛି। ଦ୍ରୁତଗତିରେ ଆସି ରାସ୍ତା ନିକଟରେ ଛିଡ଼ା ହୋଇଥିବା ଟ୍ରକ(GJ 27 TT 7089)କୁ ଧକ୍କା ଦେବା ପରେ ଚାଳକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଝୁନଗାପାଳି (ଦିପ୍ତୀପୁର)ଗ୍ରାମର କ୍ଷୀରସିନ୍ଧୁ ବରିହା (୪୨)।

ସୂଚନାନୁଯାୟୀ, କ୍ଷୀରସିନ୍ଧୁ ନିଜ ବାଇକ(OD17S 5362)ରେ ନୂଆପଡ଼ା ଯାଇ ସାରେ ନିଜ ଘରକୁ ଫେରୁଥିଲେ। କିଙ୍ଗ ହୋଟେଲ ନିକଟରେ ସା 6ଟାରେ ଦୁର୍ଘଟଣା ହେବା ପରେ ତାଙ୍କର ମୃତ୍ୟୁ ଘଟିଛି। ପାଇକମାଳ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ପଦ୍ମପୁର ପଠାଇଥିବା ବେଳେ ଘଟଣାର ଅନୁସନ୍ଧାନ ଚାଲିଛି ବୋଲି ଥାନା ଅଧିକାରୀ କୈଳାସ ଚନ୍ଦ୍ର ପ୍ରଧାନ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Test news 2

Test news 2

ବଙ୍ଗୋପସାଗରରେ ଲଘୁଚାପ: ରାଜ୍ୟର ୧୧ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ସତର୍କ କଲା…

ଭୁବନେଶ୍ୱର, ୯ା୯(ସୌମ୍ୟରଞ୍ଜନ ରାଉତ) – ଉତ୍ତର ବଙ୍ଗୋପସାଗର ସଂଲଗ୍ନ ବାଂଲାଦେଶ ଉପକୂଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ସମୁଦ୍ର ପତ୍ତନଠାରୁ ପ୍ରାୟ ୫.୮ କି.ମି. ଉଚ୍ଚତା ପର୍ଯ୍ୟନ୍ତ…

ମୃତକଙ୍କୁ ଜୀବିତ ଦର୍ଶାଇ ୧୪ ଏକର ଜମି କିଣାବିକାରେ ଜାଲିଆତି: ଧାନ ପଞ୍ଜିକରଣରୁ ବାଦ୍ ପଡ଼ିଲେ ଚାଷୀ,ରାଜରାସ୍ତାକୁ…

ଛତ୍ରପୁର, ୯।୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ତହସିଲ ଅନ୍ତର୍ଗତ ନରେନ୍ଦ୍ରପୁର ମୌଜାରେ ଜମି କିଣାବିକାକୁ ନେଇ ଏକ ବଡ଼ ଧରଣର ଜାଲିଆତି ହୋଇଥିବା…

ଟ୍ୟୁସନ ସାରି ଘରକୁ ଫେରୁଥିଲେ, ସ୍କୁଟି ଆଗକୁ ଚାଲିଆସିଲା କୁକୁର: ନାବାଳକ ଗୁରୁତର, ମାନବିକତା ଦେଖାଇଲେ…

ବରଗଡ଼, ୯।୯(ପ୍ରେମାନନ୍ଦ ଖମାରୀ): ବରଗଡ଼-ଭଟଲି ମୁଖ୍ୟ ରାସ୍ତାର ଡାଙ୍ଗ ପେଟ୍ରୋଲ ପମ୍ପ ସମ୍ମୁଖରେ ବୁଧବାର ଏକ ଶୋଚନୀୟ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଜଣେ ୧୫…

ଗ୍ରାମ୍ୟ ଉନ୍ନୟନ ରାସ୍ତା ନିର୍ମାଣ ନିମ୍ନମାନର ଅଭିଯୋଗ ଆଣି ଗ୍ରାମବାସୀ…

ଛତ୍ରପୁର,୯ା୯(ଦିଲ୍ଲୀପ ସମାଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ଚମାଖଣ୍ଡି ଗ୍ରାମ ପଞ୍ଚାୟତ ଅଞ୍ଚଳରେ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଚାଲିଥିବା ରାସ୍ତା ନିର୍ମାଣ କାମରମାନକୁ…

ରାତି ୧୦ଟା ପରେ ବାଜିବନି ଲାଉଡ୍‌ ସ୍ପିକର, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ଛତ୍ରପୁର,୯ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଆସନ୍ତା ୧୪ ତାରିଖରେ ହେବାକୁ ଯାଉଥିବା ଶ୍ରୀଗଣେଶ ପୂଜାକୁ ଶୃଙ୍ଖଳିତ ଓ ଭକ୍ତିପୂର୍ଣ୍ଣ ପରିବେଶରେ ପାଳନ କରିବାକୁ ଛତ୍ରପୁର ପୋଲିସ ଏବଂ ପ୍ରଶାସନ…

ବିବାହ ପରେ ବି ପିଛା ଛାଡ଼ୁ ନ ଥିଲେ! ନାବାଳିକାଙ୍କୁ ଅସଦାଚରଣ କରି ବ୍ରହ୍ମପୁର ଜେଲ୍‌ ଗଲେ ରାଜମିସ୍ତ୍ରୀ

ଦିଗପହଣ୍ଡି, ୯।୯ (ଅଶେଷ ନାଥ ମିଶ୍ର): ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଅସଦାଚରଣ କରିବା ମାମଲାରେ ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ବୁଧବାର ଜଣେ ଯୁବକଙ୍କୁ ଗିରଫ…

ସ୍ତ୍ରୀଙ୍କୁ ଦେଉ ନ ଥିଲେ ଭରଣପୋଷଣ: କୋର୍ଟ ୱାରେଣ୍ଟ ବଳରେ ସ୍ୱାମୀଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି, ୯।୯ (ଅଶେଷ ନାଥ ମିଶ୍ର): ସ୍ତ୍ରୀଙ୍କୁ ଭରଣପୋଷଣ ଟଙ୍କା ନ ଦେବା ସ୍ୱାମୀଙ୍କୁ ପଡ଼ିଲା ମହଙ୍ଗା। କୋର୍ଟଙ୍କ ନିର୍ଦ୍ଦେଶ ଅବମାନନା କରିବା ଅଭିଯୋଗରେ ଶେଷରେ ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri