୩ ପୋଲିସ ଅଧିକାରୀଙ୍କ ସମେତ ଡ୍ରାଇଭର ମୃତ

ବ୍ରହ୍ମପୁର ଅଫିସ,୨୪।୮: ଆନ୍ଧ୍ରପ୍ରଦେଶ ପଲାସା ସୁମାଦେବୀ ଜଙ୍କ୍‌ସନ ନିଟକ ଜାତୀୟ ରାଜପଥରେ ସୋମବାର ଅପରାହ୍ନ ପ୍ରାୟ ସାଢ଼େ ଗୋଟାଏରେ ଏକ ପୋଲିସ ଭ୍ୟାନ୍‌ ଦୁର୍ଘଟଣାଗସ୍ତ ହୋଇଛି। ଏଥିରେ ୩ ଅଧିକାରୀ ଓ ଡ୍ରାଇଭରଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ପଲାସା ମଣ୍ଡଳ ଥାନା ସବ୍‌ଇନ୍ସପେକ୍ଟର କ୍ରିଷ୍ଣାଡ଼ୁ, ଏସ୍‌ଆଇ ଏନ୍ଥୋନି, ବାବୁ ରାଓ ଏବଂ ଜିପ୍‌ ଡ୍ରାଇଭର ଜନାର୍ଦ୍ଦନ ବୋଲି ପଲାସା ମଣ୍ଡଳ ଥାନାଧିକାରୀ ଏସ୍‌.ଶଙ୍କର ରାଓ ସୂଚନା ଦେଇଛନ୍ତି। ଘଟଣାରୁ ପ୍ରକାଶ, ସୋମବାର ଜଣେ ସାମରିକ କର୍ମଚାରୀଙ୍କୁ ଗାର୍ଡ ଅଫ୍‌ ଅନର ଦେବା ପାଇଁ ଜିପ୍‌ଟି ଥାନାରୁ ୩ଜଣ ପୋଲିସ ଅଧିକାରୀଙ୍କୁ ନେଇ କୋଲକାତା ଅଭିମୁଖେ ବାହାରିଥିଲା। ସୁମାଦେବୀ ଜଙ୍କ୍‌ସନ ନିକଟରେ ଜିପ୍‌ ଚକା ଫାଟିଯିବାରୁ ଏହି ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ସେଥିରେ ବସିଥିବା ଡ୍ରାଇଭରଙ୍କ ସମେତ ୩ ପୋଲିସ କର୍ମଚାରୀଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଶିଳ୍ପ ପାଇଁ ୧ ଲକ୍ଷ ହେକ୍ଟର ଜମି

ଭୁବନେଶ୍ୱର,୩୦।୭(ବ୍ୟୁରୋ): ରାଜ୍ୟରେ ବିଭିନ୍ନ ଶିଳ୍ପ ପ୍ରତିଷ୍ଠା ପାଇଁ ଜମି ଯୋଗାଇଦେବା ତଥା ଶିଳ୍ପ ଭିତ୍ତିଭୂମି ଉନ୍ନୟନ ନିମନ୍ତେ ଇଡ୍‌କୋ ଦ୍ୱାରା ଲ୍ୟାଣ୍ଡ ବ୍ୟାଙ୍କ ଗଠନ କରାଯାଇଛି।...

ରାଜ୍ୟରେ ୬୦୦ ଟପିଲା କରୋନା ମୃତ୍ୟୁସଂଖ୍ୟା, ଆଜି ୧୪ ଜଣଙ୍କ ଜୀବନ ଯାଇଛି

ଭୁବନେଶ୍ୱର,୧୧ା୯(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ଆଉ ୧୪ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୬୦୫କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ...

ଭଦ୍ରକ ଆର୍‌ଏମ୍‌ସି ମାର୍କେଟ କମ୍ପ୍ଲେକ୍ସରେ ଅଗ୍ନିକାଣ୍ଡ: ଜଳିଗଲା ୩ ଗୋଦାମ

ଭଦ୍ରକ ଅଫିସ, ୪।୬: ଭଦ୍ରକ ଆର୍‌ଏମ୍‌ସି ମାର୍କେଟ କମ୍ପ୍ଲେକ୍ସରେ ମଙ୍ଗଳବାର ସକାଳେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ବଜାରର ୩ ଗୋଦାମ ଗୃହ ଜଳିଯାଇଛି। ଗୋଦାମ ଗୃହରେ...

ପ୍ରତି ପଞ୍ଚାୟତରେ ସ୍ମାର୍ଟ ଅଙ୍ଗନଓ୍ବାଡି : ମନ୍ତ୍ରୀ

କାମାକ୍ଷାନଗର, ୧୭।୨(ଡି.ଏନ.ଏ.) ଢେଙ୍କାନାଳ ଜିଲା କାମାକ୍ଷାନଗର ପଞ୍ଚାୟତ ସମିତିର ୭ମ ବୈଠକ ରବିବାର ଔଷଧୀୟ ଅରଣ୍ୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବ୍ଲକ ଅଧ୍ୟକ୍ଷା ସୁଫଳା ପଧାନଙ୍କ...

ଜେଲ୍‌ ଗଲେ ନକଲି ସୋରିଷ ତେଲ କାରଖାନା ଚଳାଉଥିବା ଦମ୍ପତି

ଉଦଳା, ୧୦।୧୧ (ଡି.ଏନ.ଏ) – ମୟୂରଭଞ୍ଜ ଜିଲା ଉଦଳା ଥାନାଠାରୁ ମାତ୍ର ଦେଢ କି.ମି. ଦୂର ଏନଏସି ଅଧୀନ ୧୨ ନଂ ୱାର୍ଡରେି ଚାଲିଥିବା ନକଲି...

ଗାଡ଼ି ଧକ୍କାରେ କଲରାପତରିଆ ବାଘ ମୃତ

ଦଶପଲ୍ଲା,୧।୭(ଡି.ଏନ.ଏ.): ବୁଧବାର ରାତି ପ୍ରାୟ ୧୧ଟା ସମୟରେ ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥର ଦଶପଲ୍ଲା ବ୍ଲକ୍‌ ଅଧୀନ ବୁଗୁଡ଼ା ନିକଟ ପଶ୍ଚିମ ବନ୍ୟପ୍ରାଣୀ ଅଞ୍ଚଳ...

ସମ୍ବଲପୁରରେ ମୋଦି: ଚିଟ୍‌ଫଣ୍ଡରେ ଯିଏ ବୁଡ଼ିଛନ୍ତି, ସେ କେମିତି ଆପଣଙ୍କ କଥା ବୁଝିବେ

ଭୁବନେଶ୍ୱର,୧୬।୪(ବ୍ୟୁରୋ): ନିର୍ବାଚନୀ ପ୍ରଚାର ପାଇଁ ମଙ୍ଗଳବାର ଓଡ଼ିଶା ଆସିଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ବଲପୁରରେ ଏକ ସାଧାରଣ ସଭାରେ ଯୋଗଦେଇ ଉଦ୍‌ବୋଧନ ଦେଇଛନ୍ତି। ସମ୍ବଲପୁରର ରେମେଡ୍‌...

କରୋନା ମୁକାବିଲା: ୩ ସ୍ବାସ୍ଥ୍ୟ କେନ୍ଦ୍ରକୁ ୫ ଲକ୍ଷ ଦେଲେ ନୀଳଗିରି ବିଧାୟକ

ସଜନାଗଡ଼, ୭।୪( ଡି.ଏନ୍‌.ଏ): ମହାମାରୀ କରୋନା ମୁକାବିଲା ଲାଗି ବାଲେଶ୍ୱର ଜିଲା ନୀଳଗିରି ନିର୍ବାଚନମଣ୍ଡଳୀର ବିଧାୟକ ଇଂ.ସୁକାନ୍ତ କୁମାର ନାୟକ ୩ ସ୍ବାସ୍ଥ୍ୟ କେନ୍ଦ୍ରକୁ ୩...

Advertisement
Archives

Model This Week