ଯୁବତୀଙ୍କୁ ବଳାତ୍କାର କରି ଫିଙ୍ଗିଦେଲେ

ସମ୍ବଲପୁର, ୬ା୩ (ବ୍ୟୁରୋ): ସମ୍ବଲପୁର ଜିଲା ଟାଉନ ଥାନା ଅଧୀନ ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ (ଜିଏମ୍‌ୟୁ) ମୁଖ୍ୟ ଗେଟ ସମ୍ମୁଖରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଜଣେ ଯୁବତୀଙ୍କୁ ଅଟୋରେ ଆଣି ଚାଳକ ଅଚେତ ଅବସ୍ଥାରେ ଫିଙ୍ଗିଦେଇ ଫେରାର ହୋଇଯାଇଛନ୍ତି। ସେଠାରେ ଉପସ୍ଥିତ ଥିବା କେତେକ ଛାତ୍ରୀଛାତ୍ର ଏବଂ ଖବରଦାତା ୧୦୮ ଆମ୍ବୁଲାନ୍ସ ଡକାଇ ଯୁବତୀଙ୍କୁ ଜିଲା ସଦର ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ଯୁବତୀ ଜଣକ ଡାକ୍ତରଖାନାର ସଂକ୍ରମଣ ବିଭାଗରେ ଚିକିତ୍ସାଧୀନ ଅଛନ୍ତି। ଏ ସମ୍ପର୍କରେ ଟାଉନ ଥାନା ଅଧିକାରୀ ରମେଶ ଚନ୍ଦ୍ର ଦୋରା କହିଛନ୍ତି, ଆମ୍ବୁଲାନ୍ସ ଯୋଗେ ଯୁବତୀଙ୍କୁ ଉଦ୍ଧାର କରାଯାଇଥିବା ଖବର ଆସିଛି। ହେଲେ ଏନେଇ କୌଣସି ଅଭିଯୋଗ ହୋଇନାହିଁ। ଘଟଣାର ବିଧିବଦ୍ଧ ତଦନ୍ତ କରିବାକୁ ସାଧାରଣରେ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଳିକାଣ୍ଡ ପରେ ଏଏସ୍‌ଆଇଙ୍କ ସ୍ତ୍ରୀ, ପୁଅ ରଖିଲେ ପ୍ରତିକ୍ରିୟା

ଭୁବନେଶ୍ବର,୨୯।୧(ବୁରୋ): ସ୍ବାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସଙ୍କୁ ଗୁଳିକାଣ୍ଡ ଘଟଣା ପରେ ମୁଖ୍ୟମନ୍ତ୍ରୀ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ଇତିମଧ୍ୟରେ ପୋଲିସ ଅଭିଯୁକ୍ତ ଏଏସ୍‌ଆଇ ଗୋପାଳ...

ଜବରଦଖଲ ଉଚ୍ଛେଦ ବେଳେ ଉତ୍ତେଜନା

ପାପଡ଼ାହାଣ୍ଡି,୧୬।୧୦(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ ମୋକିଆ ଗ୍ରାମରେ ଜବରଦଖଲ ଉଚ୍ଛେଦବେଳେ ଶୁକ୍ରବାର ଉତ୍ତେଜନା ଦେଖାଦେଇଛି। ପଞ୍ଚାୟତ ଜାଗାରେ ଅବୈଧ ଷ୍ଟଲ୍‌ ନିର୍ମାଣ ଓ ନାଳ...

ଦେଢ଼ଲକ୍ଷରେ ମହାଲକ୍ଷ୍ମୀଙ୍କ ଆଜ୍ଞାମାଳ, ଲଡ଼ୁ ନିଲାମ

ତାଳଚେର, ୯ା୭(ନି.ପ୍ର.)- ତାଳଚେର ଭଜନସନ୍ଧ୍ୟା କମିଟି ପକ୍ଷରୁ ସୋମବାର ହେରା ପଞ୍ଚମୀ ଉପଲକ୍ଷେ ମା’ ମହାଲକ୍ଷ୍ମୀଙ୍କ ଆଜ୍ଞାମାଳ ଓ ଲଡୁ ନିଲାମ କରାଯାଇଥିଲା। ମୁଖ୍ୟଅତିଥି ଭାବେ...

କମିବାର ନାଁ ନେଉନି: ପୁଣି ରାଜ୍ୟରେ ୧୫ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୮।୧୧(ବ୍ୟୁରୋ): ରାଜ୍ୟରେ ରବିବାର ଆଉ ୧୫ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୪୨୫ ରେ ପହଞ୍ଚିଥିବା...

ରିଟେଲର ନେଇଛନ୍ତି ଏକାଧିକ କାର୍ଡ

ଯାଜପୁର ଅଫିସ, ୩୦।୭:ଯାଜପୁର ଜିଲା ଧର୍ମଶାଳା ବ୍ଲକର ବିଭିନ୍ନ ପଞ୍ଚାୟତରେ ରିଟେଲରମାନେ ତାଙ୍କ ପରିବାରବର୍ଗଙ୍କ ନାମରେ ଏକାଧିକ ରାଶନକାର୍ଡ ଓ ଅନ୍ତ୍ୟୋଦୟ କାର୍ଡ ହାତେଇଥିବା ସୂଚନା...

ଗୁଳି ବିନିମୟ ବେଳେ ୫ ମାଓବାଦୀଙ୍କୁ ଧରିଲା ପୋଲିସ

ମାଲକାନଗିରି,୨୩।୩(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ସୁକମାରେ ପୋଲିସ-ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଗୁଳି ବିନିମୟ ବେଳେ ଛତ୍ରଭଙ୍ଗ ଦେଉଥିବା ମାଓବାଦୀମାନଙ୍କ ମଧ୍ୟରୁ ପୋଲିସ...

ପାନ୍ଥିକା-ଏନ୍‌ଏଡି ରାସ୍ତା ଶୋଚନୀୟ

ସୁନାବେଡ଼ା,୧୭।୪(ସ୍ବ. ପ୍ର.): ଜନସାଧାରଣଙ୍କ ଗମନାଗମନର ସୁବିଧା ଲାଗି ରାଜ୍ୟ ସରକାର ପକ୍କା ରାସ୍ତା ନିର୍ମାଣ କରି ଏ ବାବଦରେ ବହୁ ଅର୍ଥ ବ୍ୟୟ କରୁଛନ୍ତି। ମାତ୍ର...

ଚିକିତ୍ସା ଅବହେଳାରୁ ରୋଗୀ ମୃତ୍ୟୁ ଅଭିଯୋଗ; ରାସ୍ତାରୋକୋ, ସ୍ବାସ୍ଥ୍ୟ କେନ୍ଦ୍ରରେ ତାଲା

ବାଲିଆପାଳ ୨୨।୨(ସ୍ବ.ପ୍ର,): ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକ ପ୍ରତାପପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ରବିବାର ଚିକିତ୍ସାଧୀନ ଜଣେ ରୋଗୀଙ୍କର ମୃତ୍ୟୁ ଘଟିଥିଲା। ଚିକିତ୍ସାରେ ଅବହେଳା ଯୋଗୁ...

Advertisement
Archives

Model This Week