ରାଗିଗଲେ ମୁଖ୍ୟମନ୍ତ୍ରୀ ବସ୍‌ ଡ୍ରାଇଭର ଅନ୍ୟଜଣେ ଡ୍ରାଇଭରଙ୍କୁ ଟାଙ୍ଗିଆରେ ହାଣିଦେଲେ

ବଲାଙ୍ଗୀର,୧୩।୯( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବେଲପଡା ତାରିଣୀ ମନ୍ଦିର ନିକଟରେ ମୁଖ୍ୟମନ୍ତ୍ରୀ ବସ୍‌ର ଜଣେ ଡ୍ରାଇଭର ଅନ୍ୟ ଜଣେ ଡ୍ରାଇଭରଙ୍କୁ ଟାଙ୍ଗିଆରେ ଆକ୍ରମଣ କରିଛନ୍ତି। ଗୁରୁତର ଡ୍ରାଇଭର ଜଣକ ହେଲେ ଆଦିତ୍ୟ ବିଶ୍ବାଳ। ଗୁରୁତର ଆଦିତ୍ୟଙ୍କୁ ପ୍ରଥମେ ବେଲପଡା ହସ୍ପିଟାଲରୁ ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ତାଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ବୁର୍ଲା ଭିମସାର ହସ୍ପିଟାଲକୁ ସ୍ଥାନାନ୍ତରଣ କରାଯାଇଛି। କିଛି ଦିନ ତଳେ ଆକ୍ରମଣକାରୀ ଡ୍ରାଇଭର ଦେବାର୍ଚ୍ଚନ ପୁଟେଲଙ୍କ ବିରୁଦ୍ଧରେ ଅଭିଯୋଗ ହେବାରୁ ତାଙ୍କ ବିରୋଧରେ ବିଭାଗୀୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଥିଲା । ଏଥିପାଇଁ ସେ ଇନଚାର୍ଜ ସୁପରଭାଇଜର ଥିବା ଡ୍ରାଇଭର ଆଦିତ୍ୟଙ୍କୁ ସନ୍ଦେହ କରି ଆକ୍ରମଣ କରିଥିବା ବେଲପଡା ଥାନାରେ ଅଭିଯୋଗ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆରୋଗ୍ୟ ସେତୁ ୨.୦ ଆପ୍‌ର ଶୁଭାରମ୍ଭ କଲେ ଜେ.ପି. ନଡ୍ଡା

ନୂଆଦିଲ୍ଲୀ,୨୯ା୬: କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେ.ପି. ନଡ୍ଡା ସୋମବାର ଆରୋଗ୍ୟ ସେତୁ ୨.୦ ଆପ୍‌ ଏବଂ ୟୁନିଫାଏଡ୍‌ ହେଲ୍‌ଥ ଇଣ୍ଟରଫେସ୍‌ (ୟୁଏଚ୍‌ଆଇ) ଲଞ୍ଚ୍‌ କରିଛନ୍ତି। କୋଭିଡ୍‌ ସମୟରୁ ଆରମ୍ଭ…

ବିଶ୍ୱକପ୍‌ ନକ୍‌ଆଉଟ୍‌ରେ କାନାଡାର ପ୍ରଥମ ବିଜୟ

ଇଙ୍ଗଲେଉଡ,୨୯ା୬: ଷ୍ଟିଫେନ ୟୁଷ୍ଟାକିଓଙ୍କ ଗୋଲ ବଳରେ ଇଙ୍ଗଲେଉଡରେ ଖେଳାଯାଇଥିବା ରାଉଣ୍ଡ ଅଫ୍‌-୩୨ ମ୍ୟାଚ୍‌ରେ କାନାଡା ୧-୦ ଗୋଲରେ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରିଛି। ଫିଫା ବିଶ୍ୱକପ୍‌ ଇତିହାସରେ…

ପ୍ରେମ ବିବାହକୁ କେନ୍ଦ୍ର କରି ଆକ୍ରମଣ: ବନ୍ଧା ହେଲେ ୭ ଅଭିଯୁକ୍ତ

ଥୁଆମୂଳ ରାମପୁର,୨୯ା୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା ତାରାଗାଁଠାରେ ଏକ ଦଳିତ ପରିବାର ଉପରେ ହୋଇଥିବା ଆକ୍ରମଣ ଘଟଣାରେ ପୋଲିସ ସୋମବାର ୭ ଅଭିଯୁକ୍ତଙ୍କୁ ଗିରଫ କରି…

ବିଧାୟକ ସିଦ୍ଧାନ୍ତ ମହାପାତ୍ର ନେଲେ ବଡ଼ ନିଷ୍ପତ୍ତି: ଖେମୁଣ୍ଡି ଲୋକ ମହୋତ୍ସବ ପାଇଁ ପ୍ରସ୍ତୁତି ଜୋରଦାର

ଦିଗପହଣ୍ଡି, ୨୯।୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ରାଜସ୍ବ ବଙ୍ଗଳା ସମ୍ମିଳନୀ କକ୍ଷରେ ସୋମବାର ଖେମୁଣ୍ଡି ଲୋକ ମହୋତ୍ସବ ଆୟୋଜନ କରିବା ନିମନ୍ତେ ଏକ ପ୍ରସ୍ତୁତି…

ମା’ ମଝିଘରିଆଣୀ ମନ୍ଦିରରୁ ରେକର୍ଡ ଆୟ: ୧.୨୬ କୋଟିରୁ ଅଧିକ ଟଙ୍କା ସହ ୩୨ ଗ୍ରାମ୍‌ ମିଳିଲା ସୁନା

ରାୟଗଡ଼ା,୨୯।୬(କୈଳସ ଚନ୍ଦ୍ର ପୃଷ୍ଟି ): ରାୟଗଡ଼ା ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ମଝିଘରିଆଣୀଙ୍କ ମନ୍ଦିରର ୯ଟି ଦାନହୁଣ୍ଡି ସୋମବାର ସକାଳେ କଡ଼ା ସୁରକ୍ଷା ମଧ୍ୟରେ ଖୋଲାଯାଇଛି। ମାଜିଷ୍ଟ୍ରେଟ୍‌,…

ଆଫଗାନିସ୍ତାନ ସୀମାରେ ପାକ୍‌ର ବଡ଼ ସାମରିକ କାର୍ଯ୍ୟାନୁଷ୍ଠାନ

ଇସ୍‌ଲାମାବାଦ,୨୯ା୬: ଆଫଗାନିସ୍ତାନ ସୀମାରେ ପାକିସ୍ତାନୀ ସୁରକ୍ଷା ବଳର କାର୍ଯ୍ୟାନୁଷ୍ଠାନରେ ୨୯ଜଣ ଆତଙ୍କବାଦୀ ନିହତ ହୋଇଥିବା ଇସ୍‌ଲାମାବାଦ ସୋମବାର କହିଛି। ଏହି ସଦ୍ୟ ଉତ୍ତେଜନାକୁ ନେଇ ଉଭୟ କାବୁଲ…

ମିଳିନି ଧାନ ବିକ୍ରି ଟୋକନ: ଆତ୍ମାହୁତି ଧମକ ଦେଲେ ଚାଷୀ

ବରଗଡ,୨୯।୬(ପ୍ରେମାନନ୍ଦ ଖମାରୀ): ବରଗଡ ଜିଲାରେ ଧାନ ବିକ୍ରିରେ ଟୋକନ ସମସ୍ୟାକୁ ନେଇ ଦିନକୁ ଦିନ ସ୍ଥିତି ସଙ୍ଗିନ ହେବାରେ ଲାଗିଛି । ବରଗଡ ଜିଲା ବିଜେପୁର ବ୍ଲକ…

ଉଦ୍ୟୋଗୀମାନଙ୍କୁ ମାଗଣାରେ ମିଳିବ ଋଣ-ସବସିଡ଼ି: ବିକଶିତ ଓଡ଼ିଶା ପାଇଁ ଏମଏସଏମଇ…

ଦିଗପହଣ୍ଡି,୨୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ କବିସୂର୍ଯ୍ୟ ବଳଦେବ ରଥ କଲ୍ୟାଣ ମଣ୍ଡପ ରେ ବ୍ଲକ ପ୍ରଶାସନ ପକ୍ଷରୁ ସୋମବାର ବିକଶିତ ଓଡ଼ିଶା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri