ଟ୍ରକ ଚଢ଼ାଇ ମାରିବା ଅଭିଯୋଗରେ ଚାଳକ କୋର୍ଟଚାଲାଣ

ପାଟଣା,୧୯ା୩(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଦେଇ ଯାଇଥିବା ୨୨୦ ନମ୍ବର ଜାତୀୟ ରାଜପଥର ପାଟଣା ବାଇପାସ ନିକଟରେ ଶୁକ୍ରବାର ଅପରାହ୍ନରେ ଏକ ୧୪ ଚକିଆ ଟ୍ରକ୍‌ ଧକ୍କାରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା ଟ୍ରକ ଚଢ଼ାଇ ମାରିଥିବା ଅଭିଯୋଗରେ ପାଟଣା ପୋଲିସ ଶନିବାର ଟ୍ରକ ଚାଳକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ଚାଳକ ଜଣକ ହେଉଛନ୍ତି ମୟୂରଭଞ୍ଜ ଜିଲା ଜଶୀପୁର ଥାନା କାଦଡିହା ଗ୍ରାମର ଗଣେଶ୍ୱର ମହାନ୍ତ ଓରଫ ମଙ୍ଗାଳୁ ମହାନ୍ତ(୪୧)। ଏନେଇ ପାଟଣା ଥାନାରେ ୫୧/୨୨ ରେ ଏକ ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂତନ ସରକାରୀ ଓକିଲ ନିଯୁକ୍ତି: ଭଞ୍ଜନଗର-ଜଗନ୍ନାଥପ୍ରସାଦ କୋର୍ଟରେ ୧୪ ଜଣ ନିଯୁକ୍ତ,ଜାଣନ୍ତୁ… 

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଭାଜପା କ୍ଷମତାକୁ ଆସିବା ପରେ ଗଞ୍ଜାମ ଜିଲାରେ ସରକାରୀ ଓକିଲ ତାଲିକା ତୁରନ୍ତ ବଦଳିବ ବୋଲି ଆଶା କରାଯାଉଥିଲା। କିନ୍ତୁ ବିଭିନ୍ନ କାରଣ ଯୋଗୁ...

ଫେସବୁକରେ ଭିଡିଓ କରି କମାଇ ପାରିବେ ମୋଟା ଅଙ୍କର ଟଙ୍କା! ଜାଣନ୍ତୁ ପୂରା ପ୍ରକ୍ରିୟା

ନୂଆଦିଲ୍ଲୀ,୨୬।୧୨: ଯଦି ଆପଣ ସୋସିଆଲ ମିଡିଆରେ କଣ୍ଟେଣ୍ଟ ତିଆରି କରୁଛନ୍ତି ତେବେ ଆପଣଙ୍କ ପାଇଁ ଭଲ ଖବର। ଇ-କମର୍ସ କମ୍ପାନୀ ମିଶୋ କଣ୍ଟେଣ୍ଟ କ୍ରିଏଟରଙ୍କ ପାଇଁ...

ନୂଆବର୍ଷରୁ ବଦଳିଯିବ ଏହି ୧୦ନିୟମ, ଜାନୁଆରୀରୁ ବଢିଯିବ ପେଟ୍ରୋଲ-ଗ୍ୟାସ ଦର!

ନୂଆଦିଲ୍ଲୀ,୨୬।୧୨: ନୂଆବଷର୍ର୍ ୨୦୨୬ କେବଳ କ୍ୟାଲେଣ୍ଡରରେ ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ରହିବ ନାହିଁ; ଏହା ସହିତ ଅନେକ ନିୟମ ମଧ୍ୟ ଆଣିବ ଯାହା ସିଧାସଳଖ ଆପଣଙ୍କ...

ପୁରୁଷୋତ୍ତମପୁରରେ ବିଜୁ ଜନତା ଦଳ ପ୍ରତିଷ୍ଠା ଦିବସ ପାଳିତ; କର୍ମୀମାନେ ଏକତ୍ରିତ ହୋଇ…

ପୁରୁଷୋତ୍ତମପୁର,୨୬।୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଏବଂ ଏନ୍‌ଏସି ପକ୍ଷରୁ ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି l ଏଥିରେ ଖଲ୍ଲିକୋଟ ନିର୍ବାଚନ ମଣ୍ଡଳୀର...

ଦିଗପହଣ୍ଡିରେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ପାଳିତ, ବାଇକ୍‌ ଶୋଭାଯାତ୍ରା ସହ…

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଶୁକ୍ରବାର ପାଳିତ ହୋଇଯାଇଛି। ବିଜେଡ଼ି ବ୍ଲକ ଓ ନଗର କମିଟି...

ଶଟ ସର୍କିଟ୍‌ରୁ ଜଳିଗଲା ଘର

ପାରଳାଖେମୁଣ୍ଡି,୨୬ା୧୨(ଗିରିଧାରୀ ପରିଚ୍ଛା): ପାରଳାଖେମୁଣ୍ଡି ପୌରପରିଷଦ ୬ ନଂ.ୱାର୍ଡ ଅନ୍ତର୍ଗତ ରେଲିସେରି ସାହିର ଜଣେ ବ୍ୟକ୍ତିଙ୍କ ଘରେ ସର୍ଟସର୍କିଟ ଯୋଗୁଁ ନିଆଁଲାଗି ଘରର ସମସ୍ତ ଆସବାବପତ୍ର ପୋଡି...

ବର୍ଷର ଶେଷ ଶନିବାରରେ ବିରଳ ସଂଯୋଗ, ମୀନ ସମେତ ଏହି ୫ ରାଶି ହେବେ ମାଲାମାଲ; ବଢିବ ବ୍ୟାଙ୍କ୍‌ ବାଲାନ୍ସ

ଆସନ୍ତାକାଲି ହେଉଛି 2025 ମସିହାର ଶେଷ ଶନିବାର। ଶନିବାର ନ୍ୟାୟ ଏବଂ କର୍ମର ଗ୍ରହ ଶନିଦେବଙ୍କୁ ଉତ୍ସର୍ଗୀକୃତ, ଏବଂ ତାଙ୍କୁ ପୂଜା କରିବା ଦ୍ୱାରା ଧୈଯ୍ୟ...

ମହିଳା ହେବେ ସଶକ୍ତ: ମିଶନ ଶକ୍ତି କାଫେ ଉଦଘାଟିତ

ତୁମୁଡିବନ୍ଧ,୨୬।୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ପରିସରରେ ଥିବା ମିଶନ ଶକ୍ତି କାଫେକୁ କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀ ଆଜି ଶୁକ୍ରବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri