ଟ୍ରକ ଚଢ଼ାଇ ମାରିବା ଅଭିଯୋଗରେ ଚାଳକ କୋର୍ଟଚାଲାଣ

ପାଟଣା,୧୯ା୩(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଦେଇ ଯାଇଥିବା ୨୨୦ ନମ୍ବର ଜାତୀୟ ରାଜପଥର ପାଟଣା ବାଇପାସ ନିକଟରେ ଶୁକ୍ରବାର ଅପରାହ୍ନରେ ଏକ ୧୪ ଚକିଆ ଟ୍ରକ୍‌ ଧକ୍କାରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା ଟ୍ରକ ଚଢ଼ାଇ ମାରିଥିବା ଅଭିଯୋଗରେ ପାଟଣା ପୋଲିସ ଶନିବାର ଟ୍ରକ ଚାଳକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ଚାଳକ ଜଣକ ହେଉଛନ୍ତି ମୟୂରଭଞ୍ଜ ଜିଲା ଜଶୀପୁର ଥାନା କାଦଡିହା ଗ୍ରାମର ଗଣେଶ୍ୱର ମହାନ୍ତ ଓରଫ ମଙ୍ଗାଳୁ ମହାନ୍ତ(୪୧)। ଏନେଇ ପାଟଣା ଥାନାରେ ୫୧/୨୨ ରେ ଏକ ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌ ମୁହଁ।ମୁହିଁ ପରେ ବସ୍‌ରେ ପିଟିହେଲା, ୨ ମୃତ

ଦିଗପହଣ୍ଡି(ଡି.ଏନ.ଏ.)/ପାଟପୁର,୨୫ା୧- ଦିଗପହଣ୍ଡି-ରାୟଗଡ଼ା ୩୨୬ ନଂ. ରାଜ୍ୟ ରାଜପଥର କଂସାମାରି-ଧର୍ମପୁର ମଧ୍ୟବର୍ତ୍ତୀ ଶ୍ମଶାନ ସମ୍ମୁଖ ମୁଖ୍ୟ ରାସ୍ତାରେ ଶୁକ୍ରବାର ସକାଳ ପ୍ରାୟ ସାଢେ ୮ଟାରେ ଏକ ଦୁର୍ଘଟଣା...

ଜନ୍ମଦିନ ପାଳନ ହେଲା କାଳ: କୋଲାବରେ ୩ ସାଙ୍ଗଙ୍କ ସଲିଳ ସମାଧି

ଜୟପୁର,୨୯ା୨(ଡି.ଏନ୍‌.ଏ)- କୋରାପୁଟ ଜିଲା ସଦର ସରକାରୀ ମହାବିଦ୍ୟାଳୟ ପାର୍ଶ୍ୱ କୋଲାବ ଜଳଭଣ୍ଡାରରେ ବୁଡ଼ି ଶନିବାର ୩ ଛାତ୍ରଙ୍କ ମୃତ୍ୟୁ ଘଟିଛି । ମୃତକ ହେଲେ କୋରାପୁଟର...

ନାଗରିକ ମଞ୍ଚ ତରଫରୁ ଚାରାରୋପଣ

ରାଇକିଆ,୧୨ା୮(ଡି.ଏନ୍‌.ଏ.)-ରାଇକିଆ ନାଗରିକ ମଞ୍ଚ ତରଫରୁ ଷ୍ଟେଟବ୍ୟାଙ୍କ ରୋଡ଼ଠାରେ ଶନିବାର ଚାରାରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ରାସ୍ତାର ଉଭୟ ପାର୍ଶ୍ୱରେ ବିଭିନ୍ନ ପ୍ରକାର ଚାରାରୋପଣ କରାଯିବା ସହ...

ପୁସ୍ତକ ବିନା ମାନବ ସମାଜର ବିକାଶ ଅସମ୍ଭବ

ଭୁବନେଶ୍ୱର, ୮ା୧୨(ବ୍ୟୁରୋ) ପୁସ୍ତକ ପୂର୍ବରୁ ଥିଲା, ବର୍ତ୍ତମାନ ରହିଛି ଏବଂ ଭବିଷ୍ୟତରେ ରହିବ। ଏବେ ଆମେ ପେପରଲେସ୍‌ନେସ୍‌ ବା କାଗଜହୀନତା ଆଡକୁ ଗତି କରୁଛେ। ଯେଉଁ...

ଠିକା କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ଲୁଟିନେଲେ ସାଢ଼େ ୬ ଲକ୍ଷ

ରାଉରକେଲା ଅଫିସ, ୨୩।୧୯: ସୁନ୍ଦରଗଡ଼ ଜିଲା ରାଉରକେଲା ମହାନଗର ନିଗମ ଅଫିସ ସମ୍ମୁଖରୁ ଜଣେ ଠିକା କମ୍ପାନୀ କର୍ମଚାରୀ ସୋମବାର ସାଢ଼େ ୬ ଲକ୍ଷ ଟଙ୍କା...

ବିଭିନ୍ନ ଦାବି ନେଇ ଶ୍ରମିକଙ୍କ ପକ୍ଷରୁ ବିଶାଳ ସମାବେଶ: କାର୍ଯ୍ୟ ପାଇଁ ଆବେଦନ କଲେ ୪ ଶହ ଶ୍ରମିକ

କର୍ଲାମୁଣ୍ଡା,୬।୬(ଡି.ଏନ.ଏ.): ଶ୍ରମିକମାନଙ୍କ ବିଭିନ୍ନ ସମସ୍ୟା ନେଇ ଓଡିଶା ଇନଫ୍ରାଷ୍ଟ୍ରକଚର୍‌ ୱାର୍କର କଳାହାଣ୍ଡି ଶାଖା ଓ ଅନ୍ୟାନ୍ୟ ଅନୁଷ୍ଠାନ ପକ୍ଷରୁ ୧୪ ଦଫା ଦାବି ସମ୍ବଳିତ ଏକ...

ବ୍ଲକ ପ୍ରଶାସନ ପକ୍ଷରୁ ସଙ୍ଗରୋଧ କେନ୍ଦ୍ର ତଦାରଖ

କେନ୍ଦୁଝର ୩୧ା୩(ସ୍ବ.ପ୍ର.)-କେନ୍ଦୁଝର ସଦର ବ୍ଲକର ବିଭିନ୍ନ ପଞ୍ଚାୟତରେ ଖୋଲାଯାଇଥିବା ସଙ୍ଗରୋଧ କେନ୍ଦ୍ର ଗୁଡିକର ସଦର ବିଡିଓ  ଜଗନ୍ନାଥ ହନୁମାନ ଓ  ଏବିଡିଓ ଭାଗବତ ନାଏକ ତଦାରଖ...

ଚାକିରି କରାଇଦେବା ନାଁରେ ଠକେଇ ମାମଲା: ଫେରାର୍‌ ଲାଇନ୍‌ମ୍ୟାନ ଗିରଫ

ଭବାନୀପାଟଣା,୭।୩(ଡି.ଏନ୍‌.ଏ.): ଚାକିରି କରାଇଦେବା ନାଁରେ ଲକ୍ଷାଧିକ ଟଙ୍କା ଠକେଇ କରିଥିବା ଅଭିଯୋଗରେ କଳାହାଣ୍ଡି ଜିଲା ଭବାନୀପାଟଣା ପୂର୍ବ ବିଦ୍ୟୁତ୍‌ ଖଣ୍ଡର ଲାଇନମ୍ୟାନ୍‌-ସି. ଜ୍ୟୋତିରଞ୍ଜନ ସାମଲଙ୍କୁ ପୋଲିସ...

Advertisement
Archives

Model This Week