୧୦ ଦଫା ଦାବି ନେଇ ରାଜପଥ ଅବରୋଧ କଲେ ଡ୍ରାଇଭର ମହାସଂଘ

ଖୋର୍ଦ୍ଧାଅଫିସ,୧୫।୩ : ୧୦ ଦଫା ଦାବି ନେଇ ଷ୍ଟିୟରିଂ ଛାଡ଼ି ଅନିର୍ଦ୍ଧିଷ୍ଟ କାଳ ପାଇଁ ଆନ୍ଦୋଳନକୁ ଓହ୍ଲାଇଛି ଡ୍ରାଇଭର ମହାସଂଘ। କୋଭିଡ୍‌ ଯୋଦ୍ଧା ମାନ୍ୟତା, ଦୁର୍ଘଟଣା ଜନିତ କ୍ଷତିପୂରଣ, ଡ୍ରାଇଭର ପାଣ୍ଠି ଗଠନ, ସାମାଜିକ ନିରାପତ୍ତା, ବୀମା, ପେନ୍‌ଶନ, ସଡ଼କଯାତ୍ରା ବେଳେ ଗାଡି ପାର୍କିଂ ଓ ଡ୍ରାଇଭରଙ୍କ ବିଶ୍ରାମ ପାଇଁ ବିଭିନ୍ନ ସ୍ଥାନରେ ବିଶ୍ରାମଗାର, ଶୌଚାଳୟ ବ୍ୟବସ୍ଥା, ଡ୍ରାଇଭର ପିଲାଙ୍କ ନିମନ୍ତେ ଉଚ୍ଚଶିକ୍ଷା ବ୍ୟବସ୍ଥା ଭଳି ଦାବି ଉଠାଇ ସେମାନେ ଆନ୍ଦୋଳନକୁ ଓହ୍ଲାଇଛି ।
ଖୋର୍ଦ୍ଧା ଜିଲାରେ ମଧ୍ୟ ଏହାର ପ୍ରଭାବ ଦେଖିବାକୁ ମିଳିଛି। ଗଡ଼ ଖୋର୍ଦ୍ଧା ଛକ ନିକଟ ୧୬ନଂ. ଜାତୀୟ ରାଜପଥ, ନିରାକାରପୁର, ଟାଙ୍ଗୀ, ବାଣପୁର, ବାଲୁଗାଁ ସମେତ ୫୭ ନଂ. ରାଜପଥ ବାଘମାରୀ ଛକ, ବେଗୁନିଆ ଓ ବୋଲଗଡ଼ ପ୍ରଭୃତି ସ୍ଥାନରେ ରାସ୍ତା ଅବରୋଧ କରାଯାଇଛି। ରାଜପଥ ଉଭୟ ପାଶର୍‌ବରେ ମାଲବାହୀ ଟ୍ରକ, ହାଇୱା ଅଟକି ରହିଛି। ଅନ୍ୟପକ୍ଷେ ଜରୁରୀକାଳୀନ ସେବାରେ ନିୟୋଜିତ ଯାନବାହନ, ଆମ୍ବୁଲାନ୍ସ ସହ ଅତ୍ୟାବଶ୍ୟକ ସାମଗ୍ରୀ ପରିବହନ କରୁଥିବା ଗାଡ଼ିଗୁଡ଼ିକ କେବଳ ରାସ୍ତାରେ ଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri