ଷ୍ଟିୟରିଂ ଛାଡି ଆନ୍ଦୋଳନକୁ ଓହ୍ଲାଇଲା ଡ୍ରାଇଭର ମହାସଂଘ

ନୟାଗଡ଼ ଅଫିସ,୧୫।୩: ୧୦ ଦଫା ଦାବି ନେଇ ଷ୍ଟିୟରିଂ ଛାଡ଼ି ଅର୍ନିଦ୍ଦିଷ୍ଟ କାଳ ପାଇଁ ଆନ୍ଦୋଳନକୁ ଓହ୍ଲାଇଛି ଡ୍ରାଇଭର ମହାସଂଘ। ଡ୍ରାଇଭର ପାଣ୍ଠି ଗଠନ, ସାମାଜିକ ନିରାପତ୍ତା, ବୀମା, ପେନସନ, ସଡ଼କ ଯାତ୍ରା ବେଳେ ଗାଡି ପାର୍କିଙ୍ଗ ଓ ଡ୍ରାଇଭରଙ୍କ ବିଶ୍ରାମ ପାଇଁ ବିଭିନ୍ନ ସ୍ଥାନରେ ବିଶ୍ରାମଗାର, ଶୌଚାଳୟ ବ୍ୟବସ୍ଥା,ଡ୍ରାଇଭର ପିଲାଙ୍କ ନିମନ୍ତେ ଉଚ୍ଚଶିକ୍ଷା ବ୍ୟବସ୍ଥା ଭଳି ଦାବି ଉଠାଇ ଆନ୍ଦୋଳନର କରିଛି ଡ୍ରାଇଭର ମହାସଂଘ। ତେବେ ନୟାଗଡ଼ ଜିଲାରେ ଏହାର ପ୍ରଭାବ ଦେଖିବାକୁ ମିଳିଛି। ଜିଲାର ସଦର ମହକୁମାର ଟ୍ରାଫିକ ଛକରେ ଖଣ୍ଡପଡା, ଦଶପଲା, ଖୋରଧା, ଓଡ଼ଗାଁ ରାସ୍ତାର ଉଭୟପାର୍ଶ୍ୱରେ ପ୍ରାୟ ଦୁଇ ହଜାର ଡ୍ରାଇଭର ଆନ୍ଦୋଳନ କରି ଶାନ୍ତିପୂର୍ଣ ଧାରଣା ଦେଇଛନ୍ତି। ଅନ୍ୟପକ୍ଷେ ଜରୁରୀକାଳୀନ ସେବାରେ ନିୟୋଜିତ ଯାନବାହନ ଭଳି ଆମ୍ବୁଲାନ୍ସ ସହ ଅତ୍ୟାବଶ୍ୟକ ସାମଗ୍ରୀ ପରିବହନ କରୁଥିବା ଗାଡ଼ିକ କେବଳ ରାସ୍ତାରେ ଯାଉଛି। ବାଇକ ଚଲାଚାଳ କରୁଛି। ଜିଲାର ୮ ଗୋଟି ବ୍ଲକ ନୟାଗଡ଼, ଓଡ଼ଗାଁ, ରଣପୁର, ଦଶପଲ୍ଲା, ନୂଆଗାଁ, ଗଣିଆ, ଖଣ୍ଡପଡ଼ା ଓ ଭାପୁର ବ୍ଲକରେ ଆନ୍ଦୋଳନ ଚାଲୁ ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

ଗୋବିନ୍ଦ ପ୍ରଧାନ ସ୍ମୃତି ସଂସଦ ପକ୍ଷରୁ ଶିକ୍ଷା ଉପକରଣ ବଣ୍ଟନ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ସ୍ଥିତ ଗୋବିନ୍ଦ ପ୍ରଧାନ ସ୍ମୃତି ସଂସଦ (ଜିପିଏସଏସ ) ପକ୍ଷରୁ ରବିବାର ଅପରାହ୍ନରେ…

ୟୁଏଇ ଆଣବିକ ପ୍ଲାଣ୍ଟକୁ ଟାର୍ଗେଟ, ବଢ଼ିଲା ଚିନ୍ତା…

ଦୁବାଇ,୧୭ା୫: ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ)ର ବାରାକାହ ଆଣବିକ ବିଦ୍ୟୁତ୍‌ ପ୍ଲାଣ୍ଟକୁ ଟାର୍ଗେଟ କରି ରବିବାର ଡ୍ୟୋନ୍‌ ଆକ୍ରମଣ ହୋଇଛି। ଫଳରେ ପ୍ଲାଣ୍ଟ ପରିସରରେ ଥିବା ବିଦ୍ୟୁତ୍‌…

ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭରୁ ସମସ୍ୟା, ମଣ୍ଡିକୁ ଧାନ ଆସୁଛି ହେଲେ ଆସୁନାହାନ୍ତି ମିଲର୍ସ

ବରଗଡ଼,୧୭ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି । ରବିବାର ଏହି ପ୍ରକ୍ରିୟାକୁ ସପ୍ତାହେ ପୂରିବ। ହେଲେ ଆରମ୍ଭରୁ ଏହି ପ୍ରକ୍ରିୟାରେ ଧାନ କିଣାବିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri