Posted inଫୁରସତ

ଶହଶହ କଇଁଛଙ୍କ ପିଠିରେ ଡେଉଁଛି ବତକ ଛୁଆ

ଦୁନିଆରେ ଅନେକ ବିଚିତ୍ର ଫଟୋ ଦେଖିବାକୁ ମିଳିଥାଏ। ଏଥିମଧ୍ୟରୁ ଗୋଟିଏ ଗୋଟିଏ ଫଟୋ ହଜାର ଶବ୍ଦ ପ୍ରକାଶ କରିଥାଏ। କମେଡି ଓ୍ବାଇଲ୍ଡ ଲାଇଫ୍‌ ଫଟୋଗ୍ରାଫି ପ୍ରତିଯୋଗିତା-୨୦୨୨ ପାଇଁ ଏହିପରି କିଛି ମଜାଳିଆ ଫଟୋ ନିଆଯାଇଛି। ଯାହାକୁ ଦେଖିଲେ ମନ ଖୁସିରେ ନାଚି ଉଠିବ। ଏହି ଫଟୋ ଦେଖିଲେ ଭାବିବେ ମଷିଷଠାରୁ ପଶୁପକ୍ଷୀ ମଧ୍ୟ ଚାରିପାଦ ଆଗରେ ଅଛନ୍ତି।

ଏମିତି ଏକ ଫଟୋ ଜୁଆନିତା ଆର୍ଦ୍ରଭୂମିରେ ନିଆଯାଇଛି। ଏଥିରେ ଶହଶହ କଇଁଛ ଧାଡ଼ି ହୋଇ ଶୋଇଛନ୍ତି। ଏମାନଙ୍କ ଉପରେ ଏକ ବତକ ଛୁଆ ମନ ଆନନ୍ଦରେ ଡେଇଁ ଚାଲିଛି। କିନ୍ତୁ କଇଁଛମାନେ ଟିକେ ବି ହଲଚଲ ହେଉନାହାନ୍ତି। ଫଟୋଟି ଖୁବ୍‌ ଆକର୍ଷଣୀୟ ହୋଇଛି। ଲୋକେ ଏହାକୁ ବହୁ ମାତ୍ରାରେ ପସନ୍ଦ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମେମୁ ଟ୍ରେନରୁ ପ୍ରିନ୍ସପାଲଙ୍କ ମୃତଦେହ ଉଦ୍ଧାର

ନୟାଗଡ଼,୮।୧୦(ଲୋକନାଥ ମିଶ୍ର): ଭୁବନେଶ୍ୱର-ଦଶପଲ୍ଲା ମେମୁ ଟ୍ରେନରୁ ଶରଣକୁଳ କଲେଜ ପ୍ରିନ୍ସପାଲ ମହେଶ୍ୱର ମହାପାତ୍ର(୫୬)ଙ୍କ ମୃତଦେହ ଗୁରୁବାର ଉଦ୍ଧାର ହୋଇଛି। ଦଶପଲ୍ଲା ଷ୍ଟେଶନରେ ସନ୍ଦେହଜନକ ଅବସ୍ଥାରେ ମୃତଦେହ ଠାବ…

Nana Lover Story: ଏହି ଅଭିନେତ୍ରୀଙ୍କ ପ୍ରେମରେ ଦିୱାନା ଥିଲେ ନାନା!, ରାଇଟର କଲେ ଖୁଲାସା…

ମୁମ୍ୱାଇ: ବଲିଉଡର ଦିଗ୍‌ଜ ଅଭିନେତା ନାନା ପାଟେକରଙ୍କ ୭୫ ବର୍ଷ ବୟସରେ ହୃଦଘାତରେ ଦେହାନ୍ତ ହୋଇଛି। ନିଜ ଦୀର୍ଘ ଅଭିନୟ କ୍ୟାରିୟରରେ ନାନା ପାଟେକରଙ୍କ ନାଁ କିଛି…

୧୩ ବର୍ଷ ବୟସରେ କମାଉଥିଲେ ୩୫ ଟଙ୍କା! ପ୍ରତିଦିନ ୮ କିମି ପାଦରେ ଚାଲି କେଉଁଠିକୁ ଯାଉଥିଲେ ନାନା ପାଟେକର?

ମୁମ୍ୱାଇ: ଦିଗ୍‌ଜ ଅଭିନେତା ବିଶ୍ୱନାଥ ପାଟେକର (ନାନା ପାଟେକର) ଆଜି ୮ ଅକ୍ଟୋବର ୨୦୨୬ରେ ୭୫ ବର୍ଷ ବୟସରେ ଦୁନିଆକୁ ଅଲବିଦା କହିଛନ୍ତି। ହୃଦଘାତ (କାର୍ଡିଆକ ଆରେଷ୍ଟ)…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ୭୦% ଶସ୍ତା ହେବ ଏହି ଔଷଧ

ନୂଆଦିଲ୍ଲୀ,୮।୧୦: କ୍ୟାନ୍ସର ଚିକିତ୍ସାରେ ଭାରି ଖର୍ଚ୍ଚକୁ ନେଇ ଚିନ୍ତିତ ରୋଗୀ ଓ ସେମାନଙ୍କ ପରିବାର ପାଇଁ କେନ୍ଦ୍ର ସରକାର ବଡ଼ ପଦକ୍ଷେପ ନେଇଛନ୍ତି । ସମସ୍ତ ନନ୍-ସେଡ୍ୟୁଲ୍…

ଭୋଟ୍‌ ବଞ୍ଚାଅ, ସମ୍ବିଧାନ ବଞ୍ଚାଅ ନାରାରେ କମ୍ପିଲା ଲାଞ୍ଜିଗଡ଼

ଲାଞ୍ଜିଗଡ଼,୮ା୧୦(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକରେ ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା ପ୍ରଭାବ ଦେଖିବାକୁ ମିଳିଛି। ବନ୍ଦକୁ…

କ୍ରିକେଟ୍‌ରେ ଚାମ୍ପିୟନ୍‌ ହେଲା ଆମେରିକା: ଭାରତୀୟ ବଂଶୋଦ୍ଭବ କଲେ କମାଲ

ଡଲାସ,୮।୧୦:ଭାରତୀୟ ବଂଶୋଦ୍ଭବ ଅଧିନାୟକ ମୋନାଙ୍କ ପଟେଲଙ୍କ ଧମାକାଦାର ଶତକ ବଳରେ ନାମ୍ବିଆକୁ ୪ ଉଇକେଟରେ ପରାସ୍ତ କରି ICC Cricket World Cup League Two 2023-27ର…

ବଙ୍ଗରେ ହଲଚଲ! ଉପନିର୍ବାଚନକୁ ନେଇ ମମତାଙ୍କ ବଡ଼ ଅଭିଯୋଗ; କହିଲେ ନିର୍ବାଚନ ହୋଇନି, EVMରେ…

କୋଲକାତା,୮।୧୦: ପଶ୍ଚିମବଙ୍ଗର ନନ୍ଦିଗ୍ରାମ ଓ ରେଜିନଗର ବିଧାନସଭା ଆସନର ଉପନିର୍ବାଚନ ଫଳାଫଳ ଆସିବା ପୂର୍ବରୁ ରାଜନୀତି ସରଗରମ ହୋଇଛି । ମମତା ବାନାର୍ଜୀ ଭାଜପା ଉପରେ ଗୁରୁତର…

କୋହଲିଙ୍କୁ ପିଛା ଛାଡ଼ୁନି ବିବାଦ: ଆଗେ ଫସୁଛନ୍ତି ପରେ ଦେଉଛନ୍ତି ସଫେଇ

ନୂଆଦିଲ୍ଲୀ,୮।୧୦: ଭାରତୀୟ କ୍ରିକେଟର ତାରକା ବିରାଟ କୋହଲିଙ୍କୁ ନେଇ ପୁଣିଥରେ ଏକ ବିବାଦ ଚର୍ଚ୍ଚାକୁ ଆସିଛି। ପ୍ରେମାନନ୍ଦ ମହାରାଜଙ୍କ ଆଶ୍ରମକୁ ବିରାଟ କୋହଲି ଏବଂ ତାଙ୍କ ସ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?