ଖରାଛୁଟି ବଢ଼ିବା ନେଇ ଗଣଶିକ୍ଷା ମନ୍ତ୍ରୀଙ୍କ ବଡ଼ ସୂଚନା, କହିଲେ ରାଜ୍ୟରେ…

ଭୁବନେଶ୍ୱର,୫ା୬: ବଢ଼ିପାରେ ଖରାଛୁଟିର ଅବଧି। ଏନେଇ ରାଜ୍ୟ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ପ୍ରଦାନ କରିଛନ୍ତି। ସେ କହିଛନ୍ତି, ରାଜ୍ୟରେ ଖରାର ସ୍ଥିତିକୁ ଦେଖି ଛୁଟି ସମ୍ପର୍କରେ ନିଷ୍ପତ୍ତି ନିଆଯିବ।

ପ୍ରକାଶ ଥାଉକି, ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଏପ୍ରିଲ୍ ୨୭ରୁ ସ୍କୁଲ୍ ଛୁଟି ଘୋଷଣା କରାଯାଇଥିଲା। ପିଲାମାନଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ନିଷ୍ପତ୍ତି ନିଆଯାଇଥିଲା। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଏ ସମ୍ପର୍କିତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅନୁମୋଦନ କରିଥିଲେ। ଏହି ଛୁଟି  ଜୁନ୍ ୨୨ ପର୍ଯ୍ୟନ୍ତ ଥିଲା। କିନ୍ତୁ ଖରା ସ୍ଥିତି ଉପରେ ନିର୍ଭର କରି ଏହା ବଦଳିପାରେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରେଲେଓ଼୍ବ ଭର୍ତ୍ତି ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର, ରେଳମନ୍ତ୍ରୀ କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୧୩।୬: ନୂଆଦିଲ୍ଲୀରେ ଶୁକ୍ରବାର ଇଣ୍ଡିଆନ ରେଳବାଇର ବରିଷ୍ଠ ଅଧିକାରୀମାନଙ୍କ ସହ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ରେଳବାଇ ନିଯୁକ୍ତି ବୋର୍ଡ (RRB) ର ନିଯୁକ୍ତି ପ୍ରକ୍ରିୟାକୁ ନେଇ ଏକ…

ପଟ୍ଟାଜମିରେ ଚାଲିଥିଲା ମାଇନିଂ ଗାଡ଼ି, ପ୍ରଶାସନର ପ୍ରତିଶ୍ରୁତି ପରେ ବି ମିଳିଲାନି ନ୍ୟାୟ, ଶେଷରେ…

ବଣାଇଁ,୧୩ା୬(ପ୍ରଦୀପ ତ୍ରିପାଠୀ): ଖଣି ସମୃଦ୍ଧ ସୁନ୍ଦରଗଡ଼ ଜିଲା କୋଇଡ଼ା ଅଞ୍ଚଳରୁ ଆସିଛି ପ୍ରଶାସନିକ ଅବହେଳା ଓ ଜନ ଅସନ୍ତୋଷର ଏକ ସାଂଘାତିକ ଚିତ୍ର। ନିଜ ପଟ୍ଟା ଜମି…

ଭାରତୀୟ ବାୟୁସେନା ବିମାନ କ୍ରାଶ୍‌: ୫ ଯବାନ ଶହୀଦ

ନୂଆଦିଲ୍ଲୀ,୧୩।୬: ଶନିବାର ଆସାମର ଜୋରହାଟରେ ଏକ ଭାରତୀୟ ବାୟୁସେନା (IAF) AN-32 ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଘଟଣାରେ ପାଞ୍ଚ ଜଣ ବାୟୁସେନା କର୍ମଚାରୀ ପ୍ରାଣ ହରାଇଛନ୍ତି।…

ମାସକ ଭିତରେ ରାଜ୍ୟର ପ୍ରତିଷ୍ଠାନଗୁଡ଼ିକର ନାମ ସଂଶୋଧନ ହେବ: ରାଜସ୍ୱ ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୧୩।୬: ରାଜ୍ୟର ବିଭିନ୍ନ ପ୍ରତିଷ୍ଠାନ, ସରକାରୀ କାର୍ଯ୍ୟାଳୟ ଓ ସଂସ୍ଥାଗୁଡ଼ିକର ନାମରେ ଥିବା ତ୍ରୁଟିକୁ ସଂଶୋଧନ କରିବା ପାଇଁ ରାଜ୍ୟ ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ଆସନ୍ତା…

ଫିଟିଲା ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକାଙ୍କ ଗୁମର: ମୃତ୍ୟୁ ପୂର୍ବରୁ ବୟଫ୍ରେଣ୍ଡ୍‌ଙ୍କୁ …

ଭୁବନେଶ୍ୱର,୧୩।୬: ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ଭଞ୍ଜବାଳା ହେମ୍ବ୍ରମ୍‌ଙ୍କ ମୃତ୍ୟୁ ଘଟଣାରେ ପର୍ଦ୍ଦାଫାଶ ହୋଇଛି। ଭୀମସେନଙ୍କ ପାଇଁ ଚନ୍ଦ୍ରିକାଙ୍କ ମୃତ୍ୟୁ ହୋଇଥିବା ପ୍ରାଥମିକ ତଦନ୍ତରୁ ତଥ୍ୟ ମିଳିଛି ବୋଲି…

ମିଥ୍ୟା ସମ୍ପତ୍ତି ତଥ୍ୟ ଦେଲେ ବାବୁଙ୍କୁ ମିଳିବ ଦଣ୍ଡ: ବେତନ ବଦଳରେ ଲାଗୁ ହେବ…

ଭୁବନେଶ୍ୱର,୧୩।୬(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ କାର୍ଯ୍ୟରତ କର୍ମଚାରୀ ନିଜ ସମ୍ପତ୍ତି ବିବରଣୀ ଦେବାରେ ବିଳମ୍ବ କରୁଥିବାରୁ ଏହାକୁ ନେଇ ଶୁକ୍ରବାର ରାଜ୍ୟ କ୍ୟାବିନେଟ୍‌ ଏକ ଗୁରୁତ୍ୱପୂର୍ଣ୍ଣ…

ଭୟଙ୍କର ଦୁର୍ଘଟଣା: ଲ୍ୟାଣ୍ଡିଂ ସମୟରେ ଭାରତୀୟ ବାୟୁସେନାର AN-32 ବିମାନ କ୍ରାସ

ଗୁଆହାଟି,୧୩।୬: ଶନିବାର ଆସାମର ଜୋରହାଟରେ ଥିବା ଭାରତୀୟ ବାୟୁସେନା (IAF) ବାୟୁସେନାର ବାୟୁସେନା ଘାଟିରେ ଏକ ବଡ଼ ଦୁର୍ଘଟଣା ଘଟିଛି। ବାୟୁସେନାର ଏକ AN-32 ପରିବହନ ବିମାନ…

ପୋଲିସ DG ପଦବୀ ପାଇଁ ୩୩ ବରିଷ୍ଠ IPS ମନୋନୀତ: ଓଡ଼ିଶା କ୍ୟାଡରର୍‌ ୨ ଜଣଙ୍କୁ ମିଳିଲା…

ଭୁବନେଶ୍ୱର,୧୩।୬: ପୋଲିସ DG ପଦବୀ ପାଇଁ ଦେଶରୁ ମୋଟ ୩୩ ଜଣ ବରିଷ୍ଠ IPS ମନୋନୀତ ହୋଇଛନ୍ତି। କ୍ୟାବିନେଟ୍‌ ନିଯୁକ୍ତି କମିଟି ପକ୍ଷରୁ ଏହାକୁ ମଞ୍ଜୁରୀ ମିଳିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri