ଅଟକିଲା ଦୁରନ୍ତୋ ଏକ୍ସପ୍ରେସ, କାରଣ ଅସ୍ପଷ୍ଟ

ବ୍ରହ୍ମପୁର ଅଫିସ,୨୩।୮: ବ୍ରହ୍ମପୁର ଦେଇ ଯାଉଥିବା ଦୁରନ୍ତ ଏକ୍ସପ୍ରେସ (ହାଓ୍ବଡା-ବେଙ୍ଗାଲୁର) ଶନିବାର ସନ୍ଧ୍ୟାରେ ଆମ୍ବପୁଆ ଲେବଲ କ୍ରସିଂରେ ହଠାତ୍‌ ଅଟକି ଯାଇଥିଲା। ଯାତ୍ରୀମାନେ କିଛି ବୁଝିପାରି ନ ଥିବାବେଳେ ଉଭୟ ପଟେ ଅଟକି ରହିଥିବା ଲୋକମାନେ ମଧ୍ୟ ଟ୍ରେନ ରହିବା ଦେଖି ଆଶ୍ଚର୍ଯ୍ୟ ହୋଇଥିଲେ। କିଛି ଯାତ୍ରୀ ବାହାରକୁ ଆସି କାହିଁକି ଟ୍ରେନ ଅଟକିଲା ବୋଲି ଗେଟ୍‌ମ୍ୟାନ୍‌ଙ୍କୁ ପଚାରିଥିଲେ। କେହି ଜଣେ ବ୍ୟକ୍ତି ଚେନ୍‌ ଟାଣି ଦେବାରୁ ଟ୍ରେନ ରହିଥିବା ସନ୍ଦେହ କରାଯାଉଛି। କିନ୍ତୁ ସେ ଦିଗରେ କେହି କିଛି ସ୍ପଷ୍ଟ କରୁ ନାହାନ୍ତି। ପ୍ରାୟ ୧୫ମିନିଟ ପରେ ପୁଣିଥରେ ଟ୍ରେନ୍‌ ଗନ୍ତବ୍ୟସ୍ଥଳ ଅଭିମୁଖେ ବାହାରିଥିଲା। ବ୍ରହ୍ମପୁର ଦେଇ ଏହି ଟ୍ରେନ ସନ୍ଧ୍ୟା ୭ଟା ବେଳେ ଯାଇଥାଏ। କିନ୍ତୁ ଶନିବାର ୧୫ମିନିଟ ବିଳମ୍ବ ଅର୍ଥାତ ୭ଟା ୧୫ରେ ବ୍ରହ୍ମପୁର ଷ୍ଟେଶନ ଦେଇ ଦୁରନ୍ତ ଏକ୍ସପ୍ରେସ ଯାଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ତୁଟିବ ରାଜସ୍ବ ଓ ଜଙ୍ଗଲ ବିଭାଗ ବିବାଦ: ଜିପିଏସ୍‌ରେ ହେବ ସୀମା ନିର୍ଦ୍ଧାରଣ

ଅନୁଗୋଳ ଅଫିସ, ୨୦।୯- ଜଙ୍ଗଲ ବିଭାଗ ଓ ରାଜସ୍ବ ବିଭାଗ ମଧ୍ୟରେ ଏଣିକି ଆଉ ରହିବନି ଜମି ବିବାଦ। ଜିପିଏସ୍‌ ମାଧ୍ୟମରେ ସୀମା ନିର୍ଦ୍ଧାରଣ କରାଯାଇ...

ଟ୍ରେନ୍‌ରୁ ବୃଦ୍ଧଙ୍କ ମୃତଦେହ ଉଦ୍ଧାର

ରୂପ୍‌ସା, ୩ା୧(ଡି.ଏନ୍‌.ଏ.): ଜିଆର୍‌ପି ପୋଲିସ ବାଲେଶ୍ୱର ରେଳଷ୍ଟେଶନରେ ଶୁକ୍ରବାର ଡାଉନ୍‌ ହାଓ୍ବଡ଼ା-ଯଶବନ୍ତପୁର ସୁପରଫାଷ୍ଟ ଏକ୍ସପ୍ରେସ୍‌ରୁ ଜଣେ ବୃଦ୍ଧଙ୍କ ମୃତଦେହ ଉଦ୍ଧାର କରିଛି। ମୃତକଙ୍କ ବୟସ ୬୫...

୨୦୧୯-୨୦ ସୁଦ୍ଧା ୯୭ ବିବାହ ବନ୍ଦ

ସୁବାସ ପାଢୀ ବ୍ରହ୍ମପୁର ଅଫିସ,୧୭ା୩ ସମାଜରେ ଥିବା କୁସଂସ୍କାର ମଧ୍ୟରେ ଅନ୍ୟତମ ହେଉଛି ବାଲ୍ୟ ବିବାହ। ପୂର୍ବ କାଳରୁ ଚଳି ଆସୁଥିବା ଏହି ପ୍ରଥା ଆଜି...

ସାମାନ୍ୟ ଥଣ୍ଡାଜ୍ୱରକୁ ନେଇ ମାନସିକ ଚାପଗ୍ରସ୍ତ କନ୍ଧମାଳବାସୀ

କନ୍ଧମାଳ,୧ା୮: କନ୍ଧମାଳ ଜିଲାରେ ଦିନକୁ ଦିନ ବୃଦ୍ଧି ପାଉଛି କରୋନା ସଂକ୍ରମଣ। ଏଥିରୁ ବାଦ୍‌ ପଡ଼ିନାହିଁ ଜିଲାର କୌଣସି ବ୍ଲକ। ବର୍ତ୍ତମାନ ବାଲିଗୁଡ଼ା ସହର ସମେତ...

ମୁକୁଳା ପଡ଼ିଛି ବାଲେଶ୍ୱର-ବାସୁଦେବପୁର ସଲ୍ଟ ରୋଡ୍‌: ଫାଇଦା ନେଉଛନ୍ତି ପଶ୍ଚିମବଙ୍ଗ ଫେରନ୍ତା

ବାହାନଗା, ୨୩ା୪(ଡି.ଏନ୍‌.ଏ.)-କରୋନା ସଂକ୍ରମଣ ରୋକିବା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ଲକଡାଉନ୍‌ ଘୋଷଣା କରିଛନ୍ତି। ସମସ୍ତ ସୀମାନ୍ତକୁ ସିଲ୍‌ କରାଯାଇଛି। ଏବେ ରାଜ୍ୟ ବାହାରେ...

ମଉଲିକ୍‌ ସୁବିଧାରୁ ବଁଚିତ୍‌ ସାଲମାପାଲି ଗାଁବାସୀ

ଗଣ୍ଡତୁରୁମ, ୩।୨ (ଡି.ଏନ୍‌.ଏ.)- ଦେଶ୍‌ ସୁଆଧୀନ ହେବାର ଆଏଜ୍‌କେ ୭୦ ବଛର ବିତିଯାଇଛେ। କେନ୍ଦ୍ର ଆର ରାଏଜ୍‌ ଉଭଏ ସରକାର ଗାଁର ବିକାଶ କଥା କହୁଛନ୍‌।...

ଘରକୁ ଫେରିପାରୁ ନ ଥିଲେ ୩ ସନ୍ତାନ ଜନ୍ମ ଦେଇଥିବା ପ୍ରସୂତୀ: ମହିଳାଙ୍କୁ ସହଯୋଗର ହାତ ବଢାଇଲେ ପ୍ରଭାତ

କଟକ ଅଫିସ,୧୨।୪: ଏସ୍‌ସିବି ମେଡିିକାଲରୁ ଡିସଚାର୍ଜ ହୋଇଥିଲେ ମଧ୍ୟ ଘରକୁ ଫେରି ପାରୁ ନ ଥିବା ଜଣେ ମହିଳାଙ୍କୁ ସହାୟତାର ହାତ ବଢ଼ାଇଛନ୍ତି ପୂର୍ବତନ ବିଧାୟକ...

ପଲିଥିନ୍‌ ବ୍ୟବହାର ରୋକିବାକୁ ବ୍ୟବସାୟୀଙ୍କ ଉପରେ ଚଢ଼ାଉ

ଉଦଳା, ୨୨।୯ (ଡି.ଏନ.ଏ.) – ପଲିଥିନ ବ୍ୟବହାର ରୋକିବା ଲାଗି ଆସନ୍ତା ଅକ୍ଟୋବର ୨ ତାରିଖ ଠାରୁ ପ୍ରଶାସନ ତରଫରୁ ଗ୍ରହଣ କରାଯିବ କଡ଼ା କାର୍ଯ୍ୟାନୁଷ୍ଠାନ...

Coronavirus Update

Archives

Model This Week

Why Dharitri