ଇ-କମର୍ସ ଟ୍ରକ୍‌ ଓଲଟିଲା, ଲକ୍ଷାଧିକ ଟଙ୍କାର ଇଲୋକ୍ଟ୍ରୋନିକ୍ସ ସାମଗ୍ରୀ ନଷ୍ଟ

ଦାରିଙ୍ଗବାଡ଼ି,୩ା୧୦(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ଜାତୀୟ ରାଜପଥର ଡଙ୍ଗେରୀ ନିକଟରେ ଇ-କମର୍ସର ବିଭିନ୍ନ ସାମଗ୍ରୀ ବୋଝେଇ ହୋଇଥିବା ଏକ ମିନି ଟ୍ରକ୍‌ ସୋମବାର ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ କେହି ଆହତ ହୋଇ ନ ଥିଲେ ମଧ୍ୟ ଇ-କମର୍ସର ବିଭିନ୍ନ ଇଲୋକ୍ଟ୍ରୋନିକ୍ସ ସାମଗ୍ରୀଗୁଡ଼ିକ ନଷ୍ଟ ହୋଇଥାଇପାରେ ବୋଲି ଆଶଙ୍କା କରାଯାଇଛି। ଦୁର୍ଘଟଣା ଖବର ପାଇ ସିମନବାଡ଼ି ଏବଂ କିରିକୁଟି ଅଞ୍ଚଳର ଲୋକ ଆସି ସାହାଯ୍ୟ କରିଥିଲେ।

ପ୍ରକାଶ ଯେ, ଇ-କମର୍ସ ର ଟ୍ରକ ନଂ (ଓଡି୦୨ ଏଜେଡ-୮୩୪୭) ଭବାନୀପାଟଣା ରୁ ଦାରିଙ୍ଗବାଡ଼ି ଅଭିମୁଖେ ଆସୁଥିଲା। ବିପରୀତ ଦିଗରୁ ଏକ ଗାଡ଼ିକୁ ଚାଳକ ସାଇଡ୍‌ ଦେବା ସମୟରେ ଭାରସାମ୍ୟ ହରାଇ ଟ୍ରକଟି ଓଲଟି ପଡ଼ିଥିବା ଜଣାପଡ଼ିଛି। ଟ୍ରକ୍‌ଟି ଆଜି ଭୋର୍‌ ସମୟରେ ଦୁର୍ଘଟଣା ହୋଇଥିଲା। ସକାଳୁ ସ୍ଥାନୀୟ ଲୋକ ପହଞ୍ଚି ଟ୍ରକ୍‌ରେ ଥିବା ଜିନିଷ ଏଣେ ତେଣେ ପଡ଼ିଥିବା ସାମଗ୍ରୀକୁ ଅନ୍ୟ ଏକ ଟ୍ରକ୍‌ରେ ଲୋଡ୍‌ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡିଗୋ ଉଡ଼ାଣ ତଦାରଖ ପାଇଁ ଗଠନ ହେଲା ଟିମ୍‌

ନୂଆଦିଲ୍ଲୀ,୧୦ା୧୨: ଇଣ୍ଡିଗୋ ଉଡ଼ାଣ ତଦାରଖ ପାଇଁ ଏକ ଟିମ୍‌ ଗଠନ କରାଯାଇଛି। ବିମାନ ଚଳାଚଳ ନିୟାମକ ଡିରେକ୍ଟୋରେଟ ଜେନେରାଲ ଅଫ୍‌ ସିଭିଲ ଏଭିଏସନ (DGCA) ବୁଧବାର...

ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛନ୍ତି ମିଟୁ, ପର୍ଯ୍ୟଟନକ୍ଷେତ୍ରରେ ବ୍ୟବସାୟ କରି…

ଦାରିଙ୍ଗବାଡ଼ି,୧୦ା୧୨(ଅରୁଣ ସାହୁ): ଏବେ ଚାଲିଛି ପର୍ଯ୍ୟଟନ ଋତୁ। ଆଉ ଏହି ଋତୁରେ କନ୍ଧମାଳ ଜିଲାର ଦାରିଙ୍ଗବାଡ଼ିକୁ ଛୁଟି ଆସୁଛନ୍ତି ବହୁ ସଂଖ୍ୟାରେ ପର୍ଯ୍ୟଟକ। ପର୍ଯ୍ୟଟକ ଆସିଲେ...

ଗାଈକୁ ମାରି ଖାଇଲା ବାଘ, ପାଦଚିହ୍ନ ଦେଖି ଲୋକେ ଭୟଭୀତ

କଣ୍ଟାମାଳ,୧୦ା୧୨(ଆଦିତ୍ୟେଶ୍ୱର ମିଶ୍ର): ସମାକୁପା ଅଞ୍ଚଳରେ ବାଘ ଆତଙ୍କ ଦେଖିବାକୁ ମିଳିଛି। ଏକ ଗାଈକୁ ମାରି ଖାଇଦେଇଛି ବାଘ। ଜଙ୍ଗଲରେ ବାଘର ପାଦଚିହ୍ନ ଏବଂ ମଳ ଦେଖି...

ବାରବାଟୀରେ ଭାରତର ବିଜୟ ଉତ୍ସବ ମଧ୍ୟରେ ଲୁଟ୍; ଦର୍ଶକଙ୍କ ମୋବାଇଲ୍, ପର୍ସ ଚୋରି

କଟକ,୧୦।୧୨: ବାରବାଟୀ ଷ୍ଟାଡିୟମରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଅନୁଷ୍ଠିତ ଟି-୨୦ ମୁକାବିଲାରେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଧୁଆଁଦାର ବ୍ୟାଟିଂ ଓ ବୋଲିଂ ବଳରେ ଭାରତ...

ୟୁଟ୍ୟୁବ ଦେଖି ଅପରେଶନ କଲେ କ୍ଲିନିକ୍ ମାଲିକ ଓ ଭଣଜା, ମହିଳା ମୃତ

ନୂଆଦିଲ୍ଲୀ,୧୦।୧୨: ଉତ୍ତର ପ୍ରଦେଶର ବାରାବାଙ୍କିରେ ଏକ ଅବୈଧ କ୍ଲିନିକ୍‌ର ମାଲିକ ଏବଂ ତାଙ୍କ ଭଣଜା ୟୁଟ୍ୟୁବ୍ ଭିଡିଓ ଦେଖି ଜଣେ ମହିଳାଙ୍କର ଅସ୍ତ୍ରୋପଚାର କରିବା ପରେ...

୫୨ ବର୍ଷରେ ବି ଚମକୁଛନ୍ତି ଐଶ୍ୱର୍ଯ୍ୟା ରାୟ ବଚ୍ଚନ

ମୁମ୍ବାଇ: ଐଶ୍ୱର୍ଯ୍ୟା ରାୟ ବଚ୍ଚନ ବଲିଉଡ୍‌ର ଜଣେ ପ୍ରତିଭାବାନ ତଥା ଗ୍ଲାମରସ ଅଭିନେତ୍ରୀ। ଯିଏ ତାଙ୍କ ସୌନ୍ଦର୍ଯ୍ୟ ସହିତ ଇଣ୍ଡଷ୍ଟ୍ରିରେ ନିଜର ଏକ ସ୍ବତନ୍ତ୍ର ସ୍ଥାନ...

ମାଓବାଦୀଙ୍କ ଯୋଜନା ପଣ୍ଡ: ବିଏସଏଫ ପକ୍ଷରୁ କୋମ୍ବିଂ ଅପରେଶନ ବେଳେ ବିପୁଳ ମାଓ ସାମଗ୍ରୀ ଜବତ

ବାଲିଗୁଡା,୧୦।୧୨:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ସ୍ଥିତ ୧୩୬ ବିଏସଏଫ ଯବାନମାନେ କୋମ୍ବିଂ ଅପରେଶନ କରୁଥିବା ବେଳେ ଏକ ବଡ଼ଧରଣର ମାଓ ହମଲା ଉଦ୍ୟମକୁ...

ପ୍ରଶାସନର ଦାଦନ ମୁକ୍ତ ନେଇ…

ନୂଆପଡ଼ା,୧୦ା୧୨ (ମକାରୁ ବେମାଲ): ବଲାଙ୍ଗୀର ଜିଲା ତୁରେକେଲା ଥାନା ମହୁଲବାହାଳି ରେଳଲାଇନ୍‌ରୁ ସୋମବାର ନୂଆପଡ଼ା ଜିଲା ଲଖନା ଗାଁର ଦାଦନ ଶ୍ରମିକ ବାଞ୍ଛାନିଧି କୈବର୍ତ୍ତଙ୍କ ମୃତଦେହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri