ସାନଭାଇ ଟାଙ୍ଗିଆ ଚୋଟରେ ବଡ଼ଭାଇଙ୍କ ଜୀବନଗଲା

କଣିହାଁ,୨୩ା୮(ଡି.ଏନ୍‌.ଏ.): ସାନ ଭାଇଙ୍କ ଟାଙ୍ଗିଆ ଚୋଟରେ ବଡ଼ ଭାଇଙ୍କ ଜୀବନ ଯାଇଛି। ଏମିତି ଏକ ଅଭାବନୀୟ ଘଟଣା ଘଟିଛି ଅନୁଗୋଳ ଜିଲା ସମଲ ଥାନା ଶିପୁର ଗ୍ରାମରେ। ମୃତକଙ୍କ ନାମ ରଞ୍ଜନ ବାରିକ (୨୮)।
ଘଟଣାରୁ ପ୍ରକାଶ ଯେ, ଦୁଃଖ ବାରିକଙ୍କ ବଡ଼ ପୁଅ ରଞ୍ଜନ ଓ ସାନ ପୁଅ ନିରଞ୍ଜନଙ୍କ ମଧ୍ୟରେ ଶନିବାର ଝଗଡ଼ା ହୋଇଥିଲା। ରାତିରେ ରଞ୍ଜନ ଶୋଇଥିବା ବେଳେ ନିରଞ୍ଜନ ଟାଙ୍ଗିଆରେ ହାଣିଦେଇଥିଲେ। ଫଳରେ ଘଟଣାସ୍ଥଳରେ ରଞ୍ଜନଙ୍କ ମୃତ୍ୟୁ ଘଟିଥିଲା। ଖବର ପାଇ ଘଟଣାସ୍ଥଳରେ ସମଲ ପୋଲିସ ପହଞ୍ଚି ମୃତଦେହ ଜବତ କରିବା ସହ ତଦନ୍ତ ଜାରି ରଖିଛି।

 


Enter your email to get our daily news in your inbox.

All Right Reserved By Dharitri.Com

କ୍ୟାଣ୍ଟିନ ପରିଚାଳକଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଦାବି: ପାରଳା ମହାରାଜା ଇଞ୍ଜିନିୟରିଂ କଲେଜ ଫାଟକରେ ତାଲା ପକାଇଲେ ବିଦ୍ୟାର୍ଥୀ

ବ୍ରହ୍ମପୁର ଅଫିସ, ୭।୮- ବ୍ରହ୍ମପୁର ଉପକଣ୍ଠ ଚଣ୍ଡିପଦରସ୍ଥିତ ପାରଳା ମହାରାଜା ଇଂଜିନିୟରିଂ କଲେଜ ଛାତ୍ରାବାସ-୧ରେ ମଙ୍ଗଳବାର ଗ୍ୟାସ୍‌ ପାଇପ୍‌୍‌ ଫାଟି ୩ ଛାତ୍ର ଆହତ ହେବା...

ସ୍କୁଲରେ ଶୋଇ ନିଲମ୍ବିତ ହେଲେ ଶିକ୍ଷୟିତ୍ରୀ

କୁକୁଡ଼ାଖଣ୍ଡି,୪ା୩(ଡି.ଏନ.ଏ.)- ବିଦ୍ୟାଳୟରେ ଶୋଇବା ଜଣେ ଶିକ୍ଷୟିତ୍ରୀଙ୍କୁ ମହଙ୍ଗା ପଡ଼ିଛି। ଶୋଇଥିବା ବେଳର ଭିଡିଓ ସାମାଜିକ ଗଣମାଧ୍ୟମରେ ଭାଇରାଲ ହେବା ପରେ ତାଙ୍କୁ ଚାକିରିରୁ ନିଲମ୍ବିତ କରାଯାଇଛି।...

ବିହନ ନିଗମ ଅଧ୍ୟକ୍ଷଙ୍କ ଡାବୁଗାଁ ଗସ୍ତ: ବୁଲି ଦେଖିଲେ କାରଖାନା

ଡାବୁଗାଁ,୬।୧(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ସଦର ମହକୁମାସ୍ଥିତ ଡାବୁଗାଁ ବିହନ ନିରଳୀକରଣ କାରଖାନାକୁ ଓଡ଼ିଶା ରାଜ୍ୟ ବିହନ ନିଗମର ଅଧ୍ୟକ୍ଷ ଇଂ ଈଶ୍ୱର ଚନ୍ଦ୍ର...

ସୁବର୍ଣ୍ଣପୁରରେ କାଳବୈଶାଖୀ: ସଦର ମହକୁମାରେ ଭାଙ୍ଗିଲା ୪୦ଟି ବିଦ୍ୟୁତ ଖୁଣ୍ଟ

ସୋନପୁର,୬।୫(ନି.ପ୍ର.): ସୁବର୍ଣ୍ଣପୁର ଜିଲାରେ ମଙ୍ଗଳବାର ବିଳମ୍ବିତ ରାତିରେ କାଳବୈଶାଖୀ ତାଣ୍ଡବ ଦେଖିବାକୁ ମିଳିଛି। ରାତି ପ୍ରାୟ ୧୧ଟାରେ ଘଡ଼ଘଡ଼ି ସହ ବର୍ଷା, ପବନ ହୋଇଥିଲା। ଏଥିରେ...

ଡ୍ରେନେଜ୍‌ ଡିଭିଜନ ଦୁର୍ନୀତିର ତଦନ୍ତ ଦାବି : ଭିଜିଲାନ୍ସ ଅଫିସ ଘେରାଉ କରିବ ଭାଜପା

ବ୍ରହ୍ମପୁର ଅଫିସ,୨୯ା୧୦-ରେଶମ ନଗରୀ ପରିମଳ ବ୍ୟବସ୍ଥାରେ ବ୍ରହ୍ମପୁରର ଉତ୍ତର ଓ ଦକ୍ଷିଣ ପାର୍ଶ୍ୱରେ ଥିବା ବାହାନା ଓ ସାପୁଆ ନାଳ ଭୂମିକା ଗୁରୁତ୍ୱପୂର୍ଣ୍ଣ। ଏହି ଦୁଇ...

ନାବାଳିକାଙ୍କ ସମେତ ୨୦ ଶିଶୁ ଶ୍ରମିକ ଉଦ୍ଧାର

ବ୍ରହ୍ମପୁର ଅଫିସ,୨୧ା୨-ବ୍ରହ୍ମପୁର ପୋଲିସ ଜିଲାରେ ବଚପନ ବଚାଓ ଆନ୍ଦୋଳନ ଆରମ୍ଭ ହୋଇଛି। ଏଥିରେ ଜିଲା ଶ୍ରମ ଅଧିକାରୀ, ଜିଲା ଶିଶୁ ସୁରକ୍ଷା ଅଧିକାରୀ, ଶିଶୁ ମଙ୍ଗଳ...

ଜିରିତାଳ ଗ୍ରାମରୁ ବଜ୍ରକାପ୍ତା ଉଦ୍ଧାର

ବାହାନଗା,୧୦।୯(ଡି.ଏନ୍‌.ଏ.): ବାଲେଶ୍ବର ଜିଲା ବାହାନଗା ବ୍ଲକ ଜିରିତାଳ ଗ୍ରାମରୁ ମଙ୍ଗଳବାର ଏକ ବଜ୍ରକପ୍ତା ଉଦ୍ଧାର ହୋଇଛି। ସ୍ଥାନୀୟ ଲୋକେ ଏହାକୁ ଉଦ୍ଧାରକରି ବନବିଭାଗକୁ ହସ୍ତାନ୍ତର କରିଛନ୍ତି।

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ: ଆର୍‌ଡି ଜେଇଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ସମ୍ବଲପୁର,୬।୧୨(ବ୍ୟୁରୋ): ସମ୍ବଲପୁର ଜିଲା ରେଢ଼ାଖୋଲ ବ୍ଲକ ଆର୍‌ଡି ଜେଇ ଶ୍ୟାମସାଗର ସାଏଙ୍କ ଘରେ ଶୁକ୍ରବାର ଭିଜିଲାନ୍ସ ବିଭାଗ ଚଢ଼ାଉ କରିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ...

Advertisement

BGU

Archives

Model This Week

Why Dharitri